• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାନ୍ଦପୁର ଦଶଦୋଳ ପାଇଁ କଡାକଡି ହୋଇଛି ବ୍ୟାପକ ବ୍ୟବସ୍ଥା : DJ ଓ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ

Proprietor Abhimanyu Maharana by Proprietor Abhimanyu Maharana
March 17, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଚାନ୍ଦପୁର ଦଶଦୋଳ ମେଳନ ମହୋତ୍ସବ
Share on FacebookShare on TwitterWhatsapp

ଦୋଳ ପ୍ରୋସଶନ ସମୟରେ କୌଣସି ପ୍ରକାର ର DJ କିମ୍ବା ଆତସବାଜି ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଯାଇଛି ।

୧୬ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଚାନ୍ଦପୁର :- ଚଳିତ ବର୍ଷ ଚାନ୍ଦପୁର ଅଞ୍ଚଳରେ ପାରମ୍ପାରିକ ଦଶ ଦୋଳ କମିଟି ପକ୍ଷରୁ ଦୋଳ ପ୍ରୋସେଶନ୍ ଓ ଦୋଳ ଯାତ୍ରା ଅନୁଷ୍ଠିତ ହେବ । ଗତ ବର୍ଷ ଭଳି ବସନ୍ତ ମଞ୍ଜରୀ ଡାକ୍ତରଖାନା ସମ୍ମୁଖ ମେଳଣ ପଡ଼ିଆରେ ପାରମ୍ପରିକ ରୀତି ନୀତିରେ ଦୋଳ ପୂଜା ଅନୁଷ୍ଠିତ ହେବ ତେବେ ଏ ନେଇ ପୋଲିସ ପ୍ରଶାସନ ପକ୍ଷରୁ କଡା କଟକଣା ମଧ୍ୟରେ ସୁରକ୍ଷା କର୍ମୀ ଙ୍କୁ ନିୟୋଜିତ କରାଯିବ । ଦଶ ଦୋଳ କମିଟି ର ପୂର୍ବ ପ୍ରସ୍ତୁତି ପରେ ଚଳିତ ବର୍ଷ ର ଦୋଳ ଯାତ୍ରା ରେ ଜନ ଗହଳି ହେବା ସହ କିଣା ବିକା ପାଇଁ ଦୋକାନ ବଜାର ପଡ଼ିବ ବୋଲି ଜଣା ଯାଇଛି । ଏଥି ସହିତ କମିଟି ର ସହମତି କ୍ରମେ ଦୋଳ ପ୍ରୋସଶନ ସମୟରେ କୌଣସି ପ୍ରକାର ର DJ କିମ୍ବା ଆତସବାଜି ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଯାଇଛି । ଡ଼ାକ୍ତରଖାନା ରେ ଚିକିତ୍ସିତ ରୋଗୀ , ଦଶମ ବୋର୍ଡ଼ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀ ଓ ଛୋଟ ପିଲା ଙ୍କ ଉପରେ କୁପ୍ରଭାବ ପଡିବାର ସମ୍ଭାବନା କୁ ଆଖି ଆଗରେ ରଖି ଏସବୁ ରେ ରୋକ୍ ଲଗାଯାଇଥିବା ସୂଚନା ମିଳିଛି । ଏଥିରେ ଚାନ୍ଦପୁର ପୋଲିସ ପ୍ରଶାସନ ର ସ୍ଵୀକୃତି ନିଆଯାଇ ଦୋଳ ଯାତ୍ରା ରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହ ଉପରୋକ୍ତ ନିୟମ ଉଲଘଂନ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version