• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ବ୍ଲକର କ୍ରୀଦାସପୁର ପଞ୍ଚାୟତ,ଯେମଦେଇପୁର ଗ୍ରାମରେ ସ୍ଵୟଂ ସହାୟକ ଗୋଷ୍ଠୀ : ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯକ୍ଷ୍ମା ସଚେତନତା କାଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
March 18, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ବ୍ଲକର କ୍ରୀଦାସପୁର ପଞ୍ଚାୟତ,ଯେମଦେଇପୁର ଗ୍ରାମରେ ସ୍ଵୟଂ ସହାୟକ ଗୋଷ୍ଠୀ : ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯକ୍ଷ୍ମା ସଚେତନତା କାଯ୍ୟକ୍ରମ
Share on FacebookShare on TwitterWhatsapp

୧୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ନୟାଗଡ଼ ବ୍ଲକର କ୍ରୀଦାସପୁର ପଞ୍ଚାୟତ ଯେମଦେଇପୁର ଗ୍ରାମରେ ସ୍ଵୟଂ ସହାୟକ ଗୋଷ୍ଠୀ, ମହିଳା ଆରୋଗ୍ୟ ସମିତି, ଗୋଷ୍ଠି ସଂଗଠନ, ଗ୍ରାମ୍ୟ ସ୍ୱାସ୍ଥ୍ୟ ପରିମଳ ପୃଷ୍ଟି ସମିତି କୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯକ୍ଷ୍ମା ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ସମ୍ମାନିତ ଅତିଥି ଭାବେ ସରପଞ୍ଚ ସଞ୍ଜୁବାଳା ବିଶ୍ୱାଳ, ସମିତିସଭ୍ୟା ବାସନ୍ତୀ ପଣ୍ଡା ଯୋଗଦେଇ ଯକ୍ଷ୍ମା ରୋଗର ସମ୍ପକରେ ପରାମର୍ଶ ଦେବା ସହ ରୋଗୀ ନିୟମିତ ଔଷଧ ସେବନ କରିବାକୁ କହିଥିଲେ । ବରିଷ୍ଠ ଚିକିତ୍ସା ତଦାରଖକାରୀ ଦୀପକ କୁମାର ଦଳବେହେରା ରୋଗର ଲକ୍ଷଣ ଓ ଏହାର ନିରିକରଣ ଉପରେ ଆଲୋଚନା କରିଥିଲେ । ଗାଁ ପରିବେଶକୁ ସଫା ସୁତୁରା ରଖିବା ଉପରେ ଗୁରୁତ୍ଵ ଆରୋପ କରାଯାଇଥିଲା । କମୁନିଟି ହେଲଥ ଅଫିସର ଜ୍ୟୋତିମୟୀ ଜେନା, ସ୍ୱାସ୍ଥ୍ୟକ୍ରମୀ ସନ୍ତୋଷିନୀ ଶତପଥି, ସ୍ୱାସ୍ଥ୍ୟ ପରିଦର୍ଶକ ଭାରତ ବେହେରା ଓ ଜୟନ୍ତି ଜେନା ପ୍ରମୁଖ ଉପସ୍ଥିତ ରହି କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଵୟମ ସହାୟକ ଗୋଷ୍ଠୀର ମହିଳାମାନେ ବହୁ ସଂଖ୍ୟାରେ ଯୋଗଦେଇ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version