• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୱାର୍ଲଡ୍ ଓଡ଼ିଶା ସୋସାଇଟିର ଛତିଶଗଡ଼ ଶାଖା ଗଠନ : ପୂର୍ଣ୍ଣଶ୍ରୀ ରାଉତ ସଭାପତି, ଅଜୟ ଦେବତା ସାଧାରଣ ସମ୍ପାଦକ ନିଯୁକ୍ତ

Proprietor Abhimanyu Maharana by Proprietor Abhimanyu Maharana
March 19, 2023
in ଓଡ଼ିଶା, ଦେଶ, ବିଶ୍ଵ, ହୋମ୍
0
ୱାର୍ଲଡ୍ ଓଡ଼ିଶା ସୋସାଇଟିର ଛତିଶଗଡ଼ ଶାଖା ଗଠନ : ପୂର୍ଣ୍ଣଶ୍ରୀ ରାଉତ ସଭାପତି, ଅଜୟ ଦେବତା ସାଧାରଣ ସମ୍ପାଦକ ନିଯୁକ୍ତ
Share on FacebookShare on TwitterWhatsapp

୧୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟପୁର/ଭୁବନେଶ୍ୱର/ ନୂଆଦିଲ୍ଲୀ  :- ୱାର୍ଲଡ୍ ଓଡ଼ିଶା ସୋସାଇଟି(ୱାଓସୋ)ର ଛତିଶଗଡ଼ ଶାଖା ଗଠନ କରାଯାଇଛି। ପ୍ରବୀଣ ପ୍ରଶାସିକା, ବିଶିଷ୍ଟ କଳାଧର୍ମୀ ଲେଖିକା ଏବଂ ସୁନାମଧନ୍ୟ ଓଡ଼ିଶୀ ନୃତ୍ୟ ପଟ୍ଟୟସୀ ପୂର୍ଣ୍ଣଶ୍ରୀ ରାଉତଙ୍କୁ ଏହି ଶାଖାର ସଭାପତି ଭାବରେ ମନୋନୀତ କରାଯାଇଛି। ପ୍ରତିଷ୍ଠିତ ସମାଜସେବୀ ଓ ଶିଳ୍ପୋଦ୍ୟୋଗୀ ଅଜୟ ଦେବତା ସଂଗଠନର ସାଧାରଣ ସମ୍ପାଦକ ହେବେ। ଉଦୀୟମାନ ଓଡ଼ିଶୀ ନୃତ୍ୟାଙ୍ଗନା ଅଙ୍କିତା ପଟେଲ ଓ ଯୁବନେତା ପୀୟୂଷ ମିଶ୍ର ସଂସ୍ଥାର ଉପସଭାପତି ପଦଭାର ଗ୍ରହଣ କରିବେ।

ବରିଷ୍ଠ ପ୍ରଶାସକ ଜନାର୍ଦ୍ଦନ ସିଂହ ଏବଂ ଲବ୍ଧପ୍ରତିଷ୍ଠ ସୌନ୍ଦର୍ଯ୍ୟବିତ୍ ଶର୍ମିଳା ସାମନ୍ତରାୟଙ୍କୁ ସଂଘର ଦୁଇ ସଂଯୁକ୍ତ ସାଧାରଣ ସମ୍ପାଦକ ପଦବୀ ପାଇଁ ଚୟନ କରାଯାଇଛି। ପୂର୍ବତନ ରାଜ୍ୟ ମୁଖ୍ୟ ସୂଚନା କମିଶନର ମନ୍ମଥ କୁମାର ରାଉତ ଏହି ଶାଖାର ମୁଖ୍ୟ ଉପଦେଷ୍ଟା ରହିବେ। ରାୟପୁରସ୍ଥିତ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠାତା ପୁରନ୍ଦର ମିଶ୍ରଙ୍କୁ ସଂସ୍ଥାର ମୁଖ୍ୟ ପୃଷ୍ଠପୋଷକ ଭାବେ ନାମିତ କରାଯାଇଛି।୬୯ଟି ଦେଶରେ ଶାଖା ରହିଥିବା ୱାର୍ଲଡ୍ ଓଡ଼ିଶା ସୋସାଇଟି, ବିଶ୍ଵ ଭରି ଓଡ଼ିଆ ସମ୍ପ୍ରଦାୟର ସର୍ବୋଚ୍ଚ ଛାମୁଆ ସଂଗଠନ ଭାବରେ ଗଣ୍ୟ ହେଉଛି। ଏହି ସଂସ୍ଥାରେ ବିଭିନ୍ନ ରାଷ୍ଟ୍ରର ଓଡ଼ିଆ ସମାଜର ପ୍ରତିନିଧି, ତୁଙ୍ଗ ପ୍ରବାସୀ ଓଡ଼ିଆ, ଓଡ଼ିଶା ପ୍ରେମୀ ବ୍ୟକ୍ତିବିଶେଷ ଏବଂ ପୃଥିବୀବ୍ୟାପୀ ଓଡ଼ିଆ ସାମାଜିକ ତଥା ସାଂସ୍କୃତିକ ସଂଗଠନ ମାନଙ୍କର ନେତାମାନେ ସଦସ୍ୟ ରହିଛନ୍ତି।
ସଭାପତି ପଦବୀ ଅଳଙ୍କୃତ କରିବା ପରେ ଏକ ବକ୍ତବ୍ୟରେ ପୂର୍ଣ୍ଣଶ୍ରୀ ରାଉତ, ୱାର୍ଲଡ୍ ଓଡ଼ିଶା ସୋସାଇଟି ଛତିଶଗଡ଼ ପ୍ରଦେଶରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆମାନଙ୍କର ସ୍ବାର୍ଥରକ୍ଷା ତଥା ସେମାନଙ୍କର ସୁଖ, ସ୍ଵାଚ୍ଛନ୍ଦ ଏବଂ ସର୍ବାଙ୍ଗୀନ କଲ୍ୟାଣ ସାଧନ ଦିଗରେ କାର୍ଯ୍ୟ କରିବ ବୋଲି ଘୋଷଣା କରିଛନ୍ତି।

ସମଗ୍ର ଛତିଶଗଡ଼ରେ ଓଡ଼ିଶାର ମହାନ କଳା, ଉତ୍କୃଷ୍ଟ ସଂସ୍କୃତି ଏବଂ ସମୃଦ୍ଧ ପରମ୍ପରାର ପ୍ରଚାର, ପ୍ରସାର ତଥା ଏହାକୁ ଲୋକପ୍ରିୟ କରିବା ଦିଗରେ ୱାଓସୋର ପ୍ରୟାସକୁ ସହଯୋଗ କରିବା ପାଇଁ ଶ୍ରୀମତୀ ରାଉତ ରାଜ୍ୟର ଓଡ଼ିଶାପ୍ରେମୀ ଜନସାଧାରଣମାନଙ୍କୁ ନିବେଦନ କରିଛନ୍ତି। ୱାର୍ଲଡ୍ ଓଡ଼ିଶା ସୋସାଇଟିର ଅନ୍ତଃରାଷ୍ଟ୍ରୀୟ ଅଧ୍ୟକ୍ଷ କିଶୋର ଦ୍ବିବେଦୀ ଏବଂ ଭାରତୀୟ ଅଧ୍ୟାୟର ସଭାପତି ଡଃ ବିପିନ ମିଶ୍ର, ଶ୍ରୀମତୀ ରାଉତ ଏବଂ ନୂଆ ଛତିଶଗଡ଼ ଟିମକୁ ଭବ୍ୟ ସ୍ଵାଗତ ଜଣାଇବା ସହିତ ନବନିଯୁକ୍ତ ପଦାଧିକାରୀ ମାନେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର କୃପାରୁ ରାଜ୍ୟର ପ୍ରବାସୀ ଓଡ଼ିଆମାନଙ୍କର ଆଶା, ଆକାଂକ୍ଷାକୁ ପୂରଣ କରିବା ଦିଗରେ ସକ୍ଷମ ହେବେ ବୋଲି କାମନା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version