• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଜମିରୁ ଜେସିବି ମାଧ୍ୟମରେ ବେଆଇନ ପଥର ଚୋରା ଚାଳଣା ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
March 19, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ସରକାରୀ ଜମିରୁ ଜେସିବି ମାଧ୍ୟମରେ ବେଆଇନ ପଥର ଚୋରା ଚାଳଣା ଅଭିଯୋଗ
Share on FacebookShare on TwitterWhatsapp

ଜିସିବି ବୋଝେଇ ଟ୍ରକ ଜବତ,୧ ଲକ୍ଷ,୧ ହଜାର ଟଙ୍କା ଜରିମାନା ଆଦାୟ ।

୧୯ମାର୍ଚ୍ଚ ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ :- ସରକାରୀ ଜମିରେ ଜେସିବି ଲଗାଇ ବେଆଇନ ପଥର ଚୋରା ଚାଳଣା ଅଭିଯୋଗ ପରେ ତହସିଲଦାର ଙ୍କ ନିର୍ଦ୍ଧେଶ କ୍ରମେ ତାଙ୍କ କର୍ମଚାରୀ ଉକ୍ତ ଜେସିବି ବୋଝେଇ ଟ୍ରକ କୁ ଜବତ କରିବା ସହ ୧ ଲକ୍ଷ ୧ ହଜାର ଟଙ୍କା ଜୋରିମାନା ଆଦାୟ ହୋଇଥିବା ତହସିଲଦାର ଲକ୍ଷଣ ମାଝୀ ସୂଚନା ଦେଇଛନ୍ତି । ସୂଚନ ଅନୁସାରେ ପାଟଣାଗଡ ବ୍ଳକ କେନ୍ଦୁମୁଣ୍ଡି ପଞ୍ଚାୟତ ଗଡିଆଯୋର ଗାଁ ପୋଖରୀ ତଳେ ଥିବା ଏକ ସରକାରୀ ଜମିରୁ ତହସିଲ ର ବିନା ଅନୁମତି ରେ ଜେସିବି ଓ ହେମର ମାଧ୍ୟମରେ ପଥର ଫଟାଇ ପାଟଣାଗଡ଼ ଅଞ୍ଚଳର ଜନୈକ ଠିକାଦାର ବାହାର କୁ ଚୋରା ଚାଳାଣା କରୁଥିବା ସହ ଏକ ନିର୍ଦ୍ଧିଷ୍ଟ କୁପ ବନ୍ଦାଇ କାର୍ଯ୍ୟ ରେ ବ୍ୟବହାର କରୁଥିଲେ ।

ଏହି ଅଭିଯୋଗ ପାଟଣାଗଡ଼ ତହସିଲଦାର ଶ୍ରୀ ମାଝି ଙ୍କ ପାଖରେ ପହଞ୍ଚିଥିଲା ‌ । ସେ କୌଣିସି କାର୍ଯ୍ୟ ବଶତଃ ବାହାରେ ଥିବାରୁ ତାଙ୍କ ନିର୍ଦ୍ଧେଶ କ୍ରମେ ଆଜି ରବିବାର ମଧ୍ୟାହ୍ନ ସମୟରେ ପାଟଣାଗଡ଼, ଯୋଗିମୁଣ୍ଡା ଓ କେନ୍ଦୁମୁଣ୍ଡି ରାଜସ୍ବ ନିରିକ୍ଷକ ମିଶି ଘଟଣାସ୍ଥଳ କୁ ପହଞ୍ଚି ଥିଲେ । ସେମାନେ ପହଞ୍ଚିବା ପୂର୍ବରୁ ଉକ୍ତ ଜେସିବି ଓ ହେମର ଏକ ଟ୍ରକରେ ଲୋଡ ହୋଇ ଗଡିଇଜୋର ଗାଁ ଅଭିମୁଖେ ବାହାରୁଥିଲା । ଜିସିବି ବୋଝେଇ ଟ୍ରକ କୁ ଅଟକାଇ ପଚରାଉଚରା ପରେ ପାଟଣାଗଡ଼ ଥାନା କୁ ଆଣିଥିଲେ ।

ଥାନା ଗେଟ ଦେଇ ଉକ୍ତ ଜେସିବି ବୋଝେଇ ଟ୍ରକଟି ଥାନା ଭିତର ପଶିନପାରିବାରୁ ପାଟଣାଗଡ଼ ଗଙ୍ଗାଧର ପାର୍କ କୁ ନେଇ ଥିଲେ । ସେଠାରେ ପଥର ମାଫିଆ ଓ ଜେସିବି ମାଲିକ ଙ୍କ ଠାରୁ ୧ ଲକ୍ଷ ୧ ହଜାର ଟଙ୍କା ଜୋରିମାନା ଆଦାୟ କରିଥିଲେ । ଏତତ୍ ବ୍ୟତିତ ସରକାରୀ ଜମିରୁ ବେଆଇନ ପଥର ଖନନ କରୁଥିବା ପଥର ମାଫିଆ ଙ୍କୁ ଉକ୍ତ ପଥର ଗୁଡିକ ର ରାଜସ୍ବ ଦେଇ ତାକୁ ନେବାକୁ ତାଗିତ କରିଥିଲେ । ତହସିଲଦାର ଙ୍କ ଏପରି ପଦକ୍ଷେପ କୁ ସାଧାରଣରେ ପ୍ରସଂଶା କରାଯାଇଥିବା ବେଳେ ପାଟଣାଗଡ଼ ଅଞ୍ଚଳର ପଥର ଓ ବାଲି ମାଫିଆ ଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version