• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେ. ଏମ. ଭାଲିଆସାହି ଉଚ୍ଚ ବିଦ୍ୟାଳୟରେ ନିଆରା ଢଙ୍ଗରେ ପାଳିଲେ ବିଦାୟ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
March 21, 2023
in ଓଡ଼ିଶା, ଗଜପତି, ଶିକ୍ଷା ଓ ନିଯୁକ୍ତି, ହୋମ୍
0
କେ. ଏମ. ଭାଲିଆସାହି ଉଚ୍ଚ ବିଦ୍ୟାଳୟରେ ନିଆରା ଢଙ୍ଗରେ ପାଳିଲେ ବିଦାୟ ଉତ୍ସବ
Share on FacebookShare on TwitterWhatsapp

୨୦ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଦିନ ସରକାରୀ ଉଚ୍ଚ ବିଦ୍ୟାଳୟ କେ. ଏମ. ଭାଲିଆସାହିଠାରେ ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କର ବିଦାୟକାଳୀନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଉଜ୍ଜଳ ଭବିଷ୍ୟତ କାମନା କରି ବିଦ୍ୟାଳୟର ଶିକ୍ଷକଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀମାନେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିବା 71 ଜଣ ଛାତ୍ରଛାତ୍ରୀଙ୍କୁ ଅଶ୍ରୁଳ ନୟନରେ ବିଦାୟ ଦେବା ସହିତ ଶିକ୍ଷାର ଅନ୍ତ ନାହିଁ ଏବଂ ଉଜ୍ୱଳ ଭବିଷ୍ୟତ ତଥା ଉଚ୍ଚଶିକ୍ଷା ନିମିତ୍ତ ଉପଦେଶମାନ ଦେଇ ପିଲାମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ l ଏହି ଅବସରରେ ବିଭୁବନ୍ଦନା, ଉପହାର ପ୍ରଦାନ ଏବଂ ବିଦାୟ ସଂଗୀତ ଗାନ କରାଯାଇ ଶୋକାକୂଳ ପରିବେଶ ସୃଷ୍ଟି କରାଯାଇଥିଲା l ତତ ସହିତ ବିଗତ ବର୍ଷର ଦଶମ ବୋର୍ଡ଼ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ବିଦ୍ୟାଳୟ ତଥା ବ୍ଲକରେ ଗୌରବ ଅର୍ଜନ କରିଥିବା ଛାତ୍ରୀ କୁମାରୀ ସନ୍ତୋଷୀ ନାୟକ, କୁମାରୀ ଝିଲ୍ଲୀ ପ୍ରଧାନ, କୁମାରୀ ମିନିତା ନାୟକ ଏହି ତିନିଜଣ ଛାତ୍ରୀଙ୍କର ନାମଫଳକ ଉନ୍ମୋଚନ କରାଯାଇ ସଭାର ମାନକୁ ବହୁଗୁଣିତ କରାଯାଇଥିଲା lବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରା ଛାତ୍ରଛାତ୍ରୀମାନଙ୍କ ସହ ଦୀର୍ଘ ଦଶବର୍ଷର ଅଭୁଲା ସମ୍ପର୍କ ତଥା ଅନୁଭୂତି ବିଷୟରେ ବକ୍ତବ୍ୟ ମାଧ୍ୟମରେ ଆଶୀର୍ବାଦ ପ୍ରଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନେ ପୂର୍ଣ୍ଣ ସହଯୋଗ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରାଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 7, 2026
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

September 7, 2026
କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

September 7, 2026
ନିଆଳି ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ : ୫୦ ଛେଳି ମୃତ ୧୫ ରୁ ଊର୍ଦ୍ଧ୍ବ ଅର୍ଦ୍ଧଦଗ୍ଧ

ନିଆଳି ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ : ୫୦ ଛେଳି ମୃତ ୧୫ ରୁ ଊର୍ଦ୍ଧ୍ବ ଅର୍ଦ୍ଧଦଗ୍ଧ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 7, 2026
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version