• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 25, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ
Share on FacebookShare on TwitterWhatsapp

୨୪ ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :- ଜିଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ବିଶ୍ୱ ଯକ୍ଷ୍ମା ଦିବସ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ରବୀନ୍ଦ୍ର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଭାରତ ସରକାର 2025 ସୁଦ୍ଧା ଦେଶକୁ ଟିବି ମୁକ୍ତ କରିବାକୁ ଲକ୍ଷ୍ୟ ରଖିଛନ୍ତି ।ପ୍ରତେକ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିଃଶୁକ୍ଲ ଟିବି ନିରୂପଣ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାଃ ମକରନ୍ଦ ବେଉରାଙ୍କ ସଂମାନିୟ ଅତିଥି ଭାବେ ଯୋଗ ଦେଇ ଯକ୍ଷ୍ମା ରୋଗର ଲକ୍ଷଣ, ସମସ୍ତ ସରକାରୀ ସ୍ୱସ୍ଥ୍ୟ କେନ୍ଦ୍ରରେ ବିନା ଦେୟରେ ଟିବି ରୋଗର ଔଷଧ ଯୋଗାଇ ଦିଆଯାଇଛି ଓ ଚିକିତ୍ସା ସହ ପୃଷ୍ଟି କର ଖାଦ୍ୟ ପାଇଁ ସହାୟତା ଉପଲଧ ବିଷୟରେ ବୁଝାଇ ଥିଲେ ।ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ ।ଟିବି କାଯ୍ୟକ୍ରମ ରେ ଉଲ୍ଲେଖ ନିୟ ନୋଟିଫିକେସନ, ନିଦାନ ଓ ଚିକିତ୍ସା ନିଜର ଦକ୍ଷତା ପ୍ରତିପାଦନ କରିଥିବା ଡାକ୍ତର ସୁବାସ ଚନ୍ଦ୍ର ଘଡେଇ,ଡାକ୍ତର ସିଦ୍ଧାର୍ଥ ଦାସ, ଘରେଇ ଚିକିତ୍ସା ହସ୍ପିଟାଲ କୁ ସମ୍ନାନିତ କରାଯାଇଥିଲା । ଜିଲ୍ଲା ଯକ୍ଷ୍ମା ନିୟନ୍ତ୍ରଣ କାର୍ଯ୍ୟକ୍ରମ ବିଭାଗରେ କାର୍ଯ୍ୟକରୁଥିବା କର୍ମଚାରୀ ଦିଲୀପ ପ୍ରଧାନ, ଦୀପକ ଦଳବେହେରା, ଶରତ ଚନ୍ଦ୍ର ଓଝା , ଆଶୁତୋଷ ସାମନ୍ତସିଂହାର, ବିଶ୍ବରଂଜନ ଦଳେଇ ଓ କାର୍ଯ୍ୟକ୍ରମ ସଂଯୋଜକ ରୁଦ୍ର ଜେନା ପ୍ରମୁଖ ସହଯୋଗ କରିଥିଲେ।ତେବେ ଏ କାର୍ଯ୍ୟକ୍ରମ ଏତେ ଉଚ୍ଚକୋଟିର ଆଉ ଉନ୍ନତ ମାନର ହୋଇଥିଲାଯେ ସଭାରେ ଉପସ୍ଥିତ ସଚେତନତା ପ୍ରେମୀ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପ୍ରଶଂସାରେ ପୋତି ପକାଇ ଥିବାବେଳେ ଏପରିକି ଏତେ ଉନ୍ନତ ମାନର ଯକ୍ଷମା ସଚେତନତା କାର୍ଯ୍ୟକ୍ରମ କେତେବେଳେ ହୋଇ ନଥିବାବେଳେ ଜଣେ ଦକ୍ଷ ଆଉ ସାଧୁ ସିଡ଼ିଏମଓ ଆସିବାରୁ ଏଭଳି ଉନ୍ନତ କାମ ହେବା ସମ୍ଭବ ହେଲା ବୋଲି ସମଗ୍ର ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଛି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

ରଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

June 30, 2026
ଭାପୁର ସାମ୍ବାଦିକ ସଙ୍ଘ ଗୃହ ସହିତ ୪୦ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ, ବିଧାୟକ

ଭାପୁର ସାମ୍ବାଦିକ ସଙ୍ଘ ଗୃହ ସହିତ ୪୦ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ, ବିଧାୟକ

June 30, 2026
ରାଜସୁନାଖଳା ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତଙ୍କ ସମାଗମ

ରାଜସୁନାଖଳା ସ୍ନାନ ମଣ୍ଡପରେ ଗଜାନନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି : ଶତାଧିକ ଭକ୍ତଙ୍କ ସମାଗମ

June 30, 2026
ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

ରଣପୁରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

June 30, 2026
ଭାପୁର ସାମ୍ବାଦିକ ସଙ୍ଘ ଗୃହ ସହିତ ୪୦ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ, ବିଧାୟକ

ଭାପୁର ସାମ୍ବାଦିକ ସଙ୍ଘ ଗୃହ ସହିତ ୪୦ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସାଂସଦ, ବିଧାୟକ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version