• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
March 28, 2023
in ଓଡ଼ିଶା, ଗଞ୍ଜାମ, ଦେଶ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ
Share on FacebookShare on TwitterWhatsapp

ମିଶନ ଶକ୍ତି ମା ମନଙ୍କୁ ବିନା ସୁଧରେ ଋଣ ପ୍ରଦାନ

ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇ ସ୍କୁଲ୍ ର ରୂପାନ୍ତର ହେବ – ମୁଖ୍ୟମନ୍ତ୍ରୀ

୨୭ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ଛତ୍ରପୁର, ହିଞ୍ଜିଳି, ଓ କବି ସୂର୍ୟ ନଗର ଆଦି ସ୍ଥାନରେ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଛତ୍ରପୁର ରେ ୧୦୦୦ କୋଟି, ହିଂଜିଲିରେ ୫୯୦ କୋଟି ଓ କବି ଶୂର୍ୟ ନଗରରେ ୩୧୬ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରା ଯାଇଥିଲା । ଆଜି ମୁଖ୍ୟମନ୍ତ୍ରୀ ଗଞ୍ଜାମରେ ପ୍ରାୟ ୨୦ ହଜାର ଲୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ପ୍ରଦାନ କରିଛନ୍ତି। ଛତ୍ରପୁର ରେ ୩୫୦୦ ପଟ୍ଟା, ହିଞ୍ଜିଲରେ ୪୫୦୦ ପଟ୍ଟା ଓ କବି ସୂର୍ଯ ନଗରରେ ୧୧ ହଜାରରୁ ଅଧିକ ପଟ୍ଟା ଦିଆ ଯାଇଥିଲା ।ଏହି ସବୁ ସ୍ଥାନରେ ଉପସ୍ଥିତ ଜନ ସାଧାରଣ ଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାକୁ ରଜ୍ୟର ଏକ ଆଗୁଆ ଜିଲ୍ଲା ବୋଲି ମତ ଦେବା ସହିତ ଏହାକୁ ଦେଶର ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ୫ଟି ସ୍କୁଲ୍ ରୂପାନ୍ତର ରାଜ୍ୟ ସରକାରଙ୍କ ଦୁଇଟି ମାଇଲ ଷ୍ଟୋନ ସଫଳତା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ବର୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାର ୫୦ ହଜାର ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଓ ଏଥିପାଇଁ ରାଜ୍ୟ ସରକାର ୧୯୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ସେ କହିଥଲେ ।ସେହିପରି ୫ଟି ସ୍କୁଲ୍ ରୂପାନ୍ତର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାର ୬୩୦ ଟି ହାଇ ସ୍କୁଲ ମଧ୍ୟରୁ ବର୍ତମାନ ସୁଦ୍ଧା ୪୭୧ ଟି ସ୍କୁଲର ରୂପାନ୍ତର ସରିଛି ଓ ଆସନ୍ତା ଡିସେମ୍ବର ସୁଦ୍ଧା ଜିଲ୍ଳାର ସବୁ ସ୍କୁଲ୍ ରୂପାନ୍ତରିତ ହେବ ବୋଲି ସେ ପ୍ରତିଶୃତି ଦେଇଥିଲେ। ରାଜ୍ୟରେ କୃଷକ ମାନଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କାର ଋଣ ଦିଆ ଯାଉଛି ବୋଲି ମଧ୍ୟ ସେ କହିଥିଲେ । ମିଶନ ଶକ୍ତି ର ମା ମାନଙ୍କର ଉଚ୍ଚ ପ୍ରଶଂସା କରି ସେ କହିଥିଲେ ଯେ ମା ମାନେ ବହୁତ ଭଲ କାମ କରୁଛନ୍ତି ଏବଂ ରାଜ୍ୟ ସରକାର ସେମାନଙ୍କୁ ସବୁ ସହଯୋଗ ଯୋଗାଇ ଦେଉଛନ୍ତି ।ମା ମାନେ ଉଦ୍ୟୋଗୀ ହୁଅନ୍ତୁ ବୋଲି ସେ ଚାହାନ୍ତି ବୋଲି ପ୍ରକାଶ କରି ରାଜ୍ୟର SHG ଗୁଡ଼ିକ SME ହେବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ବୋଲି କହିଥିଲେ। ମା ମାନଙ୍କୁ ପାଞ୍ଚ ଲକ୍ଷ ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆ ଯାଉଛି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଆଜି ଗଞ୍ଜାମରେ ମିଶନ ଶକ୍ତି ମା ମାନଙ୍କୁ ୬୧୪ କୋଟି ଟଙ୍କାର ଋଣ ଦେଇଥିଲେ । ଛତ୍ରପୁର ରେ ୧୮୦ କୋଟି, ହିଞ୍ଜିଲିରେ ୧୫୪ କୋଟି ଓ କବି ସୁର୍ୟ ନଗରରେ ୨୮୦ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିଲା । ମା ମାନଙ୍କର ଉନ୍ନତି ହେଲେ ଦେଶର ଉନ୍ନତି ହେବ ବୋଲି ମୁଖ୍ୟମନ୍ତ୍ରୀ କହଥିଲେ ।ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଗଞ୍ଜାମର ଆରାଧ୍ୟ ଦେବୀ ତାରା ତାରିଣୀଙ୍କୁ ସ୍ମରଣ କରି ବିଶିଷ୍ଟ ସାହିତ୍ୟ ସାଧକ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, କବି ସୂର୍ଯ୍ୟ ବଳଦେବ ରଥ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ସଂସାଦ ଚନ୍ଦ୍ରଶେଖର ସାହୁ ,ସଂସାଦ ପ୍ରମିଳା ବିଶୋଇ , ଜିଲ୍ଲା ର ବିଧାୟକ ଗଣ ,ଓ ଜିଲା ପରିଷଦ ସଭାପତି ପ୍ରମୂଖ ଉପସ୍ଥିତ ଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

September 24, 2026
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 24, 2026
ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ

September 24, 2026
ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ

September 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା”ମୋ ପରିବାର”

September 24, 2026
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version