• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାଷୀ ଭାଇ ମାନେ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେବାକୁ ଆହ୍ୱାନ : ୬ ଟି ସମିତିର ଗୋଦାମ ଗୃହ ପାଇଁ ଦେଢ କୋଟି ଟଙ୍କା ମଂଜୁର

Proprietor Abhimanyu Maharana by Proprietor Abhimanyu Maharana
March 29, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଚାଷୀ ଭାଇ ମାନେ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେବାକୁ ଆହ୍ୱାନ : ୬ ଟି ସମିତିର ଗୋଦାମ ଗୃହ ପାଇଁ ଦେଢ କୋଟି ଟଙ୍କା ମଂଜୁର
Share on FacebookShare on TwitterWhatsapp

ମଠକରଗୋଳାରେ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା

୨୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ମଠକରଗୋଳା ସେବା ସମବାୟ ସମିତି ପରିସରରେ ସମିତି ସ୍ତରୀୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଆୟୋଜିତ ହୋଇଯାଇଛି । ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ର ସଭାପତି ସନ୍ତୋଷ କୁମାର ପ୍ରଧାନ ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି କହିଥିଲେ ଯେ , ଚାଷୀ ଭାଇ ମାନେ ହେଉଛନ୍ତି ସମାଜର ମେରୁଦଣ୍ଡ । ଚାଷୀ ଙ୍କ ଉନ୍ନତି ନହେଲେ ଦେଶର ଉନ୍ନତି ଅସମ୍ଭବ । ଚାଷ ଓ ଚାଷୀ ଭାଇ ମାନଙ୍କ ଉନ୍ନତି ସକାଶେ ରାଜ୍ୟ ସରକାର ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା କରିଛନ୍ତି । ଆପଣମାନେ ଏହି ସୁବିଧାର ଫଇଦା ନେବାକୁ ଆହ୍ୱାନ କରିଥିଲେ । ମଠକରଗୋଳା ସେବା ସମବାୟ ସମିତି ସଭାପତି ନିରଂଜନ ବେହେରା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ୧୨ ନମ୍ବର ଜୋନ ନିର୍ଦ୍ଦେଶକ ଅଭିମନ୍ୟୁ ବେହେରା ଯୋଗଦେଇ ଭୁବନ , ବାରୁଆଁ , ସୁରପ୍ରତାପପୁର , ବାଲିବୋ ,ମହୁଲପାଳ ଏବଂ ମାର୍ଥାପୁର ସମିତି ର ଗୋଦାମ ଗୃହ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୧ କୋଟି ୫୦ ଲକ୍ଷ ଟଙ୍କା ମଂଜୁର କରାଇଥିବା ସଂପର୍କରେ ସୂଚନା ଦେଇଥିଲେ ଏବଂ ଖୁବ ଶୀଘ୍ର ଏଟିଏମ ମଧ୍ୟ ଖୋଲିବ ବୋଲି କହିଥିଲେ । ସମ୍ମାନୀତ ଅତିଥି ଭାବେ ଡିଆରସିଏସ ଶ୍ରୀମତୀ ସରୋଜିନୀ ଜେନା , ଭୁବନ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ , ଏୟୁସିସି ବ୍ୟାଙ୍କ , ଭୁବନ ଶାଖା ପରିଚାଳକ ଗଣେଶ୍ୱର ଖଟୁଆ , ବ୍ୟାଙ୍କ ସୁପରଭାଇଜର କ୍ଷୀରୋଦ ଚନ୍ଦ୍ର ପାତ୍ର ,ଏଜିଏମ ଅକ୍ଷୟ ମୁଦୁଲି , ଏଆରସିଏସ ଇନ୍ସପେକ୍ଟର ବିମଳ ସାହୁ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ କୃଷିଭିତିକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ଉକ୍ତ କର୍ମଶାଳାରେ ସମିତିର ସମସ୍ତ ଡାଇରେକ୍ଟର ଙ୍କ ସମେତ ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ । ଅନୁରୂପଭାବେ ଭୁବନ ବ୍ଲକର ଜିରାଳ ,ସୁରପ୍ରତାପପୁର , ଭୂଷଳ , ବାଲିବୋ ଏବଂ ଭୁବନରେ ମଧ୍ୟ ଏହି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version