• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାସନ୍ତୀକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ମହାଗୌରୀ ବେଶରେ ଦର୍ଶନ ଦେଲେ ମା ଜାଗୁଳାଇ

Proprietor Abhimanyu Maharana by Proprietor Abhimanyu Maharana
March 29, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାସନ୍ତୀକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ମହାଗୌରୀ ବେଶରେ ଦର୍ଶନ ଦେଲେ ମା ଜାଗୁଳାଇ
Share on FacebookShare on TwitterWhatsapp

୨୮ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ  :- କୁଦିଆରି ଗ୍ରାମଦେବୀ ମା” ଜାଗୁଳାଇଙ୍କ ଶକ୍ତିପୀଠରେ ଚାଲିଥିବା ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ ଆଜି ମା ମହାଗୌରୀ ବେଶରେ ଦର୍ଶନ ଦେଇଥିଲେ । ମଙ୍ଗଳବାର ଅଷ୍ଟମୀ ତିଥିରେ ପ୍ରଥମ କରି ମା ଜାଗୁଳାଇ ଗ୍ରାମ ପରିକ୍ରମା କରିଥିଲେ । ଆଜି ସକାଳ ସୁର୍ଯ୍ୟ ପୂଜା ପରେ ସ୍ଵତନ୍ତ୍ର ପାଲିଙ୍କି ଯୋଗେ ମା ଜାଗୁଳାଇ ଗ୍ରାମର ବିଭିନ୍ନ ସାହି ଦେଇ ଗଡ଼ ବଘେଇ ଠାକୁରାଣୀଙ୍କ ପାଖେ ପହଞ୍ଚିଥିଲେ । ସେଠାରେ ବଘେଇଁ ଠାକୁରାଣୀଙ୍କ ପରିଚାଳନା କମିଟି ଓ କିଛି ସମାଜସେବୀଙ୍କ ଦ୍ଵାରା ମା ଙ୍କୁ ସ୍ଵାଗତ ଜଣାଇବା ସହ କୋଠୋ ଭୋଗ ଓ ମଧ୍ୟାର୍ଣ୍ଣ  ଭୋଗ ଲାଗି କରିଥିଲେ । ଦୀର୍ଘ ଶହେ ବର୍ଷ ପରେ ମା ନଗର ଭ୍ରମଣ କରି ଭଉଣୀ ଗଡ ବଘେଇଁଙ୍କ ସହ ଅପୂର୍ବ ମିଳନର ଦୃଶ୍ୟ ଦେଖିବାକୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ସମାଗମ ହୋଇଥିଲେ । ଦ୍ୱିପହର ବିଶ୍ରାମ ପରେ ସନ୍ଧ୍ୟା ଚାରିଟାରେ ମା ଜାଗୁଳାଇ ନିଜ ମନ୍ଦିର କୁ ପ୍ରତ୍ୟାବର୍ତ୍ତନ କରି ସଂଧ୍ୟାରେ ମହାସ୍ନାନ ପରେ ଚିତ୍ରକର ବିଜୟ କୁମାର ପଣ୍ଡାଙ୍କ ଦ୍ଵାରା ମା ଙ୍କୁ ମହାଗୌରୀ ବେଶରେ ସଜ୍ଜିତ କରାଯାଇଥିଲା । ଆଳତି ପରେ ମା ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ଆସନ୍ତା କାଲି ବିଶ୍ରାମ ଦିବସରେ କେବଳ କୁମାରିପୂଜା ଅନୁଷ୍ଟିତ ହେବ ।ନ’ଜଣ କୁମାରୀ କନ୍ୟାଙ୍କୁ ମା’ଙ୍କ ନ’ ଗୋଟି ସୁରୂପରେ ସଜାଯାଇ ପ୍ରଥମେ ବ୍ରତଧାରୀ ଓ ପରେ ଅନ୍ୟ ଶ୍ରଦ୍ଧାଳୁ ମାନେ ପୂଜାର୍ଚ୍ଚନା କରିବେ ବୋଲି ମନ୍ଦିର ପୂଜକ ଶ୍ରୀ ମନୋରଞ୍ଜନ ପଣ୍ଡା କହିଛନ୍ତି । ଆଜିର କାର୍ଯ୍ୟକ୍ରମକୁ ସଭାପତି ରାଧାମୋହନ ପଟ୍ଟନାୟକ,କୋଷାଧ୍ୟକ୍ଷ ଅଶୋକ ଦାସ,ସହ କୋଷାଧ୍ୟକ୍ଷ ଚନ୍ଦ୍ର ଶେଖର ପଣ୍ଡା,ବଘେଇଁ କମିଟିର ସଭାପତି ଲୁସେନ୍ ରାୟ ,ସତିଶ ପରିଡ଼ା, ପୂର୍ଣ୍ଣଚନ୍ଦ୍ର ସାହାଣୀ,ଜିତେନ୍ଦ୍ର ଜେନା,ଗୁନିଆ ଛୋଟରାୟ, ଚଚି ବାରିକ,ଶଶିକାନ୍ତ ମହାପାତ୍ର,ଭାଗିରଥି ପ୍ରଧାନ, ବସନ୍ତ ପଣ୍ଡା,ବବି ପଣ୍ଡା, ଚଟୁ,ଦିପୁ ପାଲ୍,କୃତିବାସ ପୃଷ୍ଟି,ପ୍ରମୁଖ ସହଯୋଗ କରିଥିଲେ ବୋଲି କମିଟି ସମ୍ପାଦକ ଶ୍ରୀ ଏଲ ଡି ମହାନ୍ତି ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version