• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହୁଲପାଳରେ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଜଗାବଳିଆ ଏସଏଚଜି ଗ୍ରୁପ : ମାନଙ୍କ ପାଇଁ ଆଦର୍ଶ ୫ ଜଣ ଚାଷୀ ଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ଋଣ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
March 31, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ମହୁଲପାଳରେ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଜଗାବଳିଆ ଏସଏଚଜି ଗ୍ରୁପ : ମାନଙ୍କ ପାଇଁ ଆଦର୍ଶ ୫ ଜଣ ଚାଷୀ ଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ଋଣ ବଣ୍ଟନ
Share on FacebookShare on TwitterWhatsapp

୩୦ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ମୃଦଙ୍ଗା – ମହୁଲପାଳ ସେବା ସମବାୟ ସମିତି ପରିସରରେ ସମିତି ସ୍ତରୀୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଆୟୋଜିତ ହୋଇଯାଇଛି । ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ର ୧୨ ନମ୍ବର ଜୋନ ନିର୍ଦ୍ଦେଶକ ଅଭିମନ୍ୟୁ ବେହେରା ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି କହିଥିଲେ ଯେ , ଚାଷ ଓ ଚାଷୀ ଭାଇ ମାନଙ୍କ ଉନ୍ନତି ସକାଶେ ରାଜ୍ୟ ସରକାର ବିନା ସୁଧରେ ୧ ଲକ୍ଷ ଟଙ୍କା ଓ ଏସଏଚଜି ଗ୍ରୁପ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା କରିଛନ୍ତି । ଆପଣମାନେ ଏହାର ସୁଯୋଗ ନେବାକୁ ଆହ୍ୱାନ କରିଥିଲେ । ସମିତି ର ଗୋଦାମ ଗୃହ ପାଇଁ ୨୫ ଲକ୍ଷ ଟଙ୍କା ମଂଜୁର କରିଥିବା ସଂପର୍କରେ ଶ୍ରୀଯୁକ୍ତ ବେହେରା ସୂଚନା ଦେବାସହ ସେ ନିଜେ ମାର୍କଫେଡ ନିର୍ଦ୍ଦେଶକ ଥିବାରୁ ଠିକ ସମୟରେ ସାର , ବିହନ ,ଔଷଧ ଯୋଗାଇ ଦେବାକୁ ପ୍ରତିଶୃତି ଦେଇଥିଲେ । ମୃଦଙ୍ଗା-ମହୁଲପାଳ ସେବା ସମବାୟ ସମିତି ସଭାପତି ମାନସ କୁମାର ଦାସ ଙ୍କ ସଭାପତିତ୍ୱ ଏବଂ ଦିଲ୍ଲୀପ ରାଉତ ଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଭୁବନ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ , ପୂର୍ବତନ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ , ଜିଲ୍ଲା ପରିଷଦ ସଭ୍ୟ ରମେଶ ଚନ୍ଦ୍ର ସାହୁ , କାମାକ୍ଷାନଗର ଏଆରସିଏସ ଅନିଲ କୁମାର ରଥ , ଭୂଷଳ ସେବା ସବାୟ ସମିତି ସଭାପତି ସହଦେବ ପରିଡା , ବ୍ୟାଙ୍କ ସୁପରଭାଇଜର କ୍ଷୀରୋଦ ଚନ୍ଦ୍ର ପାତ୍ର ଏବଂ ମୁଖ୍ୟବକ୍ତା ଭାବେ ଏୟୁସିସି ବ୍ୟାଙ୍କ , ଭୁବନ ଶାଖା ପରିଚାଳକ ଗଣେଶ୍ୱର ଖଟୁଆ ଯୋଗଦେଇ ରାଜ୍ୟ ସରକାରଙ୍କ କୃଷିଭିତିକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ଉକ୍ତ କର୍ମଶାଳାରେ ସମସ୍ତ ଋଣ ପରିଶୋଧ କରିଥିବାରୁ ଜଗାବଳିଆ ସ୍ୱୟଂ ସହାୟକ ଗୋଷ୍ଠି କୁ ସମ୍ବର୍ଦ୍ଧିତ କରାଯିବା ସହିତ ଏହି ଗ୍ରୁପ ସାରା ଜିଲ୍ଲାରେ ଅନ୍ୟ ମାନଙ୍କ ପାଇଁ ଆଦର୍ଶ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ସମିତି ସଭାପତି ଙ୍କ ସମେତ ସମସ୍ତ ଡାଇରେକ୍ଟର ଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶତାଧିକ ଚାଷୀ ଙ୍କ ସମେତ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version