• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ବିକାଶର ଅନନ୍ୟ ଉଦାହରଣ : ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଉଦଘାଟନ କଲେ – ବିଧାୟକ ଅରୁଣ

Proprietor Abhimanyu Maharana by Proprietor Abhimanyu Maharana
March 31, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ବିକାଶର ଅନନ୍ୟ ଉଦାହରଣ : ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଉଦଘାଟନ କଲେ – ବିଧାୟକ ଅରୁଣ
Share on FacebookShare on TwitterWhatsapp

୩୦ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :- ବିକାଶ ପରେ ବିକାଶର ବାସ୍ତବ ପୃଷ୍ଠା ନୟାଗଡ ଓଲଟେଇ ଚାଲିଥିବା ବେଳେ ଆଜି ଆଉ ଏକ ବିକାଶର ଫର୍ଦରେ ଯୋଡି ହୋଇଛି ନୟାଗଡ ଆଉ ଏହି ବିକଶିତ କାର୍ଯ୍ୟକୁ ନିଜ କରକମଳରେଉଦଘାଟନ କରିଛନ୍ତି ଖୋଦ ନୟାଗଡ ବିଧାୟକ ଅରୁଣ|ଲୋକଙ୍କ ହାତ ପାହାନ୍ତାରେ ଉଚ୍ଚ ଗୁଣବତ୍ତା ଏବଂ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବା ଉଦେଶ୍ୟରେ ନୟାଗଡ ମ୍ୟୁନିସିପାଲିଟିର ଆଠ ନମ୍ବର ୱାର୍ଡ ସ୍ଥିତ କମ୍ୟୁନିଟି cସେଣ୍ଟରଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ମାନ୍ୟବର ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ କରକମଳରେ ଉଦଘାଟିତ ହୋଇଗଲା ।ଏହି ଅବସରରେ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାଃ ମକରନ୍ଦ ବେଉରା, ନୟାଗଡ ମ୍ୟୁନିସିପାଲିଟି ଅଧ୍ୟକ୍ଷ୍ୟା ଶ୍ରୀମତୀ ନିରୁପମ ଖଟେଇ, ଉପାଧ୍ୟକ୍ଷ୍ୟ ଗୁରୁପ୍ରସାଦ ଜେନା, କାଉନସେଲର କିଶାନ କୁମାର ଦାସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦେଇ ଥିଲେ । ଏହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ବାରଗୋଟି ବିସ୍ତୃତ ପ୍ରାଥମିକ ସ୍ୱାସ୍ଥ୍ୟ ସେବା ଉପଲବ୍ଧ ହେବ ।ସେଗୁଡିକ ମଧ୍ୟରେ ଗର୍ଭଧାରଣ ଏବଂ ଶିଶୁ-ଜନ୍ମରେ ଯତ୍ନ, ନବଜାତକ ସ୍ୱାସ୍ଥ୍ୟ ସେବା, କିଶୋର ସ୍ୱାସ୍ଥ୍ୟ ସେବା, ପରିବାର ନିଯୋଜନ, ଗର୍ଭନିରୋଧକ ସେବା ଏବଂ ଅନ୍ୟାନ୍ୟ ପ୍ରଜନନ ସ୍ୱାସ୍ଥ୍ୟ ସେବା, ସଂକ୍ରାମକ ରୋଗର ପରିଚାଳନା, ସଂକ୍ରାମକ ରୋଗର ଚିକିତ୍ସା, ଅଣ-ସଂକ୍ରାମକ ରୋଗର ସ୍କ୍ରିନିଂ, ପ୍ରତିରୋଧ, ନିୟନ୍ତ୍ରଣ ଏବଂ ପରିଚାଳନା, ଚକ୍ଷୁ, ନାସା, କର୍ଣ୍ଣ ସମସ୍ୟାର ଚିକିତ୍ସା ଯତ୍ନ, ଶଜ୍ୟାଶାୟୀ ବୃଦ୍ଧଙ୍କ ପାଇଁ ଉପଶମକ ସ୍ୱାସ୍ଥ୍ୟ ସେବା, ଜରୁରୀକାଳୀନ ଚିକିତ୍ସା, ମାନସିକ ସ୍ୱାସ୍ଥ୍ୟର ସ୍କ୍ରିନିଂ ଆଦି ମୌଳିକ ସ୍ୱାସ୍ଥ୍ୟ ସେବାଗୁଡିକ ଯୋଗାଇ ଦିଆଯିବ । ଏଠାରେ ସର୍ବସାଧାରଣଙ୍କ ପାଇଁ କ୍ଲିନିକାଲ୍ ଯତ୍ନ, ପ୍ରାଥମିକ ଚିକିତ୍ସା, ଔଷଧ, ନିଦାନ, ଏବଂ ଜରୁରୀକାଳୀନ ସେବା ଇତ୍ୟାଦି ବିନାମୂଲ୍ୟରେ ଉପଲବ୍ଧ ହେବ । ଏଥିପାଇଁ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯାଇଛି ଏବଂ ମାନବ ସମ୍ବଳ ଉକ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ଉପଲବ୍ଧ କରାଯାଇଛି । ଜାତୀୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ଏକୀକରଣ ଏବଂ କାର୍ଯ୍ୟକ୍ଷମତା ବୃଦ୍ଧି ସହିତ ସ୍ୱାସ୍ଥ୍ୟ ପ୍ରଣାଳୀର ମଜବୁତକରଣରେ ଏହା ଯୋଗଦାନ କରିବାର ଲକ୍ଷ୍ୟ ରହିଛି । ତତ ସହିତ ଯୋଗ, ବ୍ୟାୟାମ ଇତ୍ୟାଦି ସ୍ୱାସ୍ଥ୍ୟ ପ୍ରୋତ୍ସାହନ କାର୍ଯ୍ୟକଳାପ କରାଯିବା ପାଇଁ ବ୍ୟବସ୍ଥା ରହିବ ।ଏହି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଦୈନନ୍ଦିନ ପରିଚାଳନା, ଉପଭୋକ୍ତା ସନ୍ତୋଷ ଏବଂ ସ୍ଥାୟୀ କାର୍ଯ୍ୟକ୍ଷମତାକୁ ସୁନିଶ୍ଚିତ କରିବା ପାଇଁ ସ୍ଥାନୀୟ ଲୋକ ପ୍ରତିନିଧୀ ଓ ହିତାଧିକାରୀଙ୍କୁ ନେଇ “ଜନ ଆରୋଗ୍ୟ ସମିତି’ ଗଠନ କରାଯାଇ ଏହି କେନ୍ଦ୍ରର ମାଲିକାନା ଓ ପରିଚାଳନା ଦାୟିତ୍ୱ ଦିଆଯିବ ।
ଏହି କାର୍ଯ୍ୟକ୍ରମଟି ଡିପିଏମ ବିଶ୍ଵ ରଞ୍ଜନ ରଥ, ଆଶା ମ୍ଯାନେଜର ସୀତାକାନ୍ତ ପଟ୍ଟନାୟକଙ୍କ ପ୍ରତ୍ଯକ୍ଷ ତତ୍ତ୍ବାବଧାନ ରେ ହୋଇଥିବା ବେଳେ ସ୍ଥାନୀୟ ଜନପ୍ରତିନିଧି, ସାଧାରଣ ଜନତା ଓ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମର ଭୂଯସୀ ପ୍ରଶଂସା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Gold & Diamonds announces Exclusive Diwali and Dhanteras Offers

Malabar Gold & Diamonds announces Exclusive Diwali and Dhanteras Offers

October 17, 2026
ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

October 17, 2026
ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds announces Exclusive Diwali and Dhanteras Offers

Malabar Gold & Diamonds announces Exclusive Diwali and Dhanteras Offers

October 17, 2026
ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version