• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ ବ୍ଲକ : ସଚେତନତା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 31, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ ବ୍ଲକ : ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୩୦ମାର୍ଚ୍ଚ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା/ଗତ :- ବୋଲଗଡ ବ୍ଲକ ଅଧୀନରେ ଥିବା ଗେଡିଆପଲ୍ଲୀ ହାଇସ୍କୁଲ, ରଘୁନାଥ ହାଇସ୍କୁଲ, ଟାଙ୍ଗୀସାହି, ପଞ୍ଚୁପଲ୍ଲୀ ହାଇସ୍କୁଲ, ମଣି ବନ୍ଧ ଠାରେ ଏକ ବ୍ଲକ ସ୍ଥରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ଆଞ୍ଚଳିକ ନିୟୋଜନ ଅଧିକାରୀ, ଶ୍ରୀଯୁକ୍ତ ବିଜୟ କୁମାର ପାତ୍ର, ଭୁବନେଶ୍ୱର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ର ପ୍ରଶିକ୍ଷଣ ଅଧିକାରୀ, ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସୁନ୍ଦରାୟ ଏବଂ ଅନୁଷ୍ଠାନ ର ଆପରେଣ୍ଟିସିପ ଆଡଭାଇଜର ଶ୍ରୀ ଦେବେନ୍ଦ୍ର ନାଥ ମଲ୍ଲିକ ଏବଂ ଶିଳ୍ପ ତାଲିମ ଅନୁଷ୍ଠାନ ର ସହକାରୀ ପ୍ରଶିକ୍ଷଣ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ସେନାପତି ଅଂଶ ଗ୍ରହଣ କରି ଶିଳ୍ପ ତାଲିମ ଅନୁଷ୍ଠାନର ବିଭିନ୍ନ ପ୍ରଶିକ୍ଷଣ ଏବଂ ତାଲିମ ସମ୍ପର୍କରେ ବୁଝାଇଥିଲେ l ଏହି କାର୍ଯ୍ୟକ୍ରମ ଟି ସରପଞ୍ଚ ମହୋଦୟା ଏବଂ ସମିତି ସଭ୍ୟଙ୍କ ଉପସ୍ଥିତି ରେ ପ୍ରଧାନ ଶିକ୍ଷକଙ୍କ ସହଯୋଗିତା ରେ ଉପସ୍ଥାପନ କରାଯାଇ ଥିଲା l ଏଠାରେ ସମୁଦାୟ 273 ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ର 50 ଜଣ ମହିଳା ଅଂଶ ଗ୍ରହଣ କରିଥିଲେ l ସରକାରଙ୍କର ସମସ୍ତ ଲୋକାଭିମୁଖ ତାଲିମ ଏବଂ ରୋଜଗାର କ୍ଷମ ଯୋଜନା ବିଷୟରେ ଆଲୋଚନା କରାଯାଇଥିଲା l ଏହା ଏକ ଉଚ୍ଚକୋଟୀର କାର୍ଯ୍ୟକ୍ରମ ହୋଇଥିବାରୁ ମଣ୍ଡଳ ଉନ୍ନୟନ ଅଧିକାରୀ ମଧ୍ୟ ଅବଗତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version