• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଦିନ ଦ୍ୱିପ୍ରହରରେ ଲୁଟ୍‌ : କଳା ପଲସର ଆତଙ୍କ – ବ୍ୟବସାୟୀ ଙ୍କ ଠାରୁ ୧୭ଲକ୍ଷ ରୁ ଉର୍ଧ୍ଵ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Proprietor Abhimanyu Maharana by Proprietor Abhimanyu Maharana
April 3, 2023
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଦିନ ଦ୍ୱିପ୍ରହରରେ ଲୁଟ୍‌ : କଳା ପଲସର ଆତଙ୍କ – ବ୍ୟବସାୟୀ ଙ୍କ ଠାରୁ ୧୭ଲକ୍ଷ ରୁ ଉର୍ଧ୍ଵ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
Share on FacebookShare on TwitterWhatsapp

୩ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍‌ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି । ଏନେଇ ବ୍ୟବସାୟୀ ଜଣକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତବକ, ସଂସ୍କାର ପାତ୍ର ଗ୍ରୋସରି ହୋଲ୍‌ସେଲ ବ୍ୟବସାୟ କରନ୍ତି ।ଗତ ୩ଦିନ ହେଲା ବ୍ୟାଙ୍କ ବନ୍ଦ ରହିଥିଲା । ବ୍ୟବସାୟ ଟଙ୍କା ବ୍ୟାଙ୍କରେ ଜମା କରିବାକୁ ପୂର୍ବାହ୍ନ ୧୧ ଟାରେ ସଂସ୍କାରଙ୍କ ଭାଇ ଅଜୟ ଏବଂ କର୍ମଚାରୀ ରମେଶ ପ୍ରଧାନ ସ୍କୁଟିରେ ବାହାରିଥିଲେ । ପ୍ରଥମେ ଷ୍ଟେଟ ବ୍ୟାଙ୍କରେ ଟଙ୍କା ଜମା କରିବା ପରେ ବାକି ୧୭ ଲକ୍ଷ ୫୦ ହଜାର ଟଙ୍କା ଆକ୍ସିସ୍‌ ବ୍ୟାଙ୍କରେ ଜମା କରିବାକୁ ଆସୁଥିଲେ । ହେଲେ ଆକ୍ସିସ୍‌ ବ୍ୟାଙ୍କଠାରୁ ମାତ୍ର ୩୦ ମିଟର ଦୂରରେ ଏକ ପଲ୍‌ସର ବାଇକ୍‌ରେ ୨ଜଣ ଯୁବକ ଆସି ସ୍କୁଟିକୁ ଗୋଇଠା ମାରିଥିଲେ । ଫଳରେ ସେମାନେ ସ୍କୁଟିରୁ ତଳେ ପଡ଼ିଯାଇଥିଲେ । ଏହାର ସୁଯୋଗ ନେଇ ଯୁବକ ଦ୍ୱୟ ଟଙ୍କା ଭର୍ତ୍ତି ବ୍ୟାଗ୍‌କୁ ଝାମ୍ପିନେଇ ଦ୍ରୁତଗତିରେ ସରକୁଲାର ରୋଡ୍‌ ଦେଇ ଫେରାର ହୋଇଯାଇଥିଲେ । ଖବର ପାଇ ଟାଉନ ଥାନା ଅଧିକାରୀ ଅଶୋକ କୁମାର ଗିରି ଆକ୍ସିସ୍‌ ବ୍ୟାଙ୍କ ସମ୍ମୁଖରେ ପହଞ୍ଚି ବ୍ୟାଙ୍କରେ ଲାଗିଥିବା ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version