• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଆକ୍ସିସ ବ୍ୟାଙ୍କ ନିକଟରୁ ଟଙ୍କା ଲୁଟ୍‌ ଘଟଣା : କେସିଙ୍ଗାରୁ ଲୁଟେରାଙ୍କୁ କାବୁ କଲା ପୁଲିସ – ୬ ଜଣ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
April 6, 2023
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଆକ୍ସିସ ବ୍ୟାଙ୍କ ନିକଟରୁ ଟଙ୍କା ଲୁଟ୍‌ ଘଟଣା : କେସିଙ୍ଗାରୁ ଲୁଟେରାଙ୍କୁ କାବୁ କଲା ପୁଲିସ – ୬ ଜଣ ଗିରଫ
Share on FacebookShare on TwitterWhatsapp

୫ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଆକ୍ସିସ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଲୁଟ୍‌ ଘଟଣାରେ କନ୍ଧମାଳ ଜିଲା ପୋଲିସ କଳାହାଣ୍ଡି ପୋଲିସ ସହାୟତାରେ ଲୁଟେରା ଗ୍ୟାଙ୍ଗ୍‌ଙ୍କୁ କେସିଙ୍ଗା ନିକଟରୁ ଧରିଛି । ଏହି ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରାଯାଇଛି । ସେମାନେ ଗଞ୍ଜାମ ଜିଲା ଆସିକା ଥାନା ପକଲାପାଲି ଅଞ୍ଚଳର ଏ.କିଶୋର, ଏ.ଶ୍ରୀକାନ୍ତ, ଆଇବି କ୍ୟାମ୍ପ୍‌ ଅଞ୍ଚଳର ଏ.ହରି, ଆଙ୍କଟେସ, କିଶୋରଙ୍କ ମା’ ଏମ୍‌.ଲିଲି, ହରିଙ୍କ ବାପା ଏମ୍‌.ପାଣ୍ଡୁ, ଆସିକା ଅଞ୍ଚଳର ସରସ୍ବତୀ,ସରଶା ଦାସ, କାର୍‌ ଡ୍ରାଇଭର ଲିଟୁ ଗୌଡ଼ ବୋଲି ବୁଧବାର ଫୁଲବାଣୀ ଟାଉନ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତ ୩ ତାରିଖରେ ଜଣେ ବ୍ୟବସାୟୀଙ୍କ ଠାରୁ ଲୁଟେରାମାନେ ଲୁଟ୍‌ କରିବା ପରେ ଫେରାର ହୋଇ ଯାଇଥିଲେ । ଟାଉନ ଥାନା ପୋଲିସ ସହରର ବିଭିନ୍ନ ସିସିଟିଭ ଫୁଟେଜ୍‌କୁ ଆଧାର କରି ଆରମ୍ଭ କରିଥିଲା । ଜଣେ ଏଏସ୍‌ଆଇ ଲୁଟେରାଙ୍କୁ ଚିହ୍ନିବାରୁ ସେମାନଙ୍କୁ ଧରିବା ପାଇଁ ସହରର ଚାରିଆଡ଼େ ନାକାବନ୍ଦୀ କରାଯାଇଥିଲା । ଲୁଟେରାମାନେ ଗୋଚ୍ଛାପଡ଼ା ଆଡ଼େ ଯାଇଥିବାରୁ ସେଠାର ପୋଲିସକୁ ଖବର ଦିଆ ଯାଇଥିଲା । ପୋଲିସ ଚେକିଂ କରୁଥିବା ଦେଖି ଲୁଟେରାମାନେ ଗାଡ଼ି ବୁଲାଇ ଖଜୁରୀଗାଁ ରାସ୍ତା ଦେଇ ପଳାଇବାକୁ ଉଦ୍ୟମ କରିଥିଲେ । ହେଲେ ବାଟ ନ ପାଇ ସେଠାରେ ବାଇକ୍‌ ଫିଙ୍ଗି ଜଙ୍ଗଲ ମଧ୍ୟକୁ ଚାଲି ଯାଇଥିଲେ ।ପୋଲିସ ସେମାନଙ୍କୁ ଚାରିଆଡୁ ଘେରି ରହିଥିଲା । ମାତ୍ର ସେମାନେ ବାହାରି ନ ଥିଲେ । ମଙ୍ଗଳବାର ସନ୍ଧ୍ୟାରେ ଆସିକା ଅଞ୍ଚଳରୁ ଏକ କାରରେ ସେମାନେ ଖସି ଯାଇଥିଲେ । ପୋଲିସ ଏହି ଖବର ପାଇବା ପରେ ସେମାନଙ୍କୁ ପିଛା କରିଥିଲା । ଗାଡ଼ିଟି କଳାହାଣ୍ଡି ଜିଲା କେସିଙ୍ଗା ଆଡ଼କୁ ଯାଉଥିବା ଦେଖି କେସିଙ୍ଗା ପୋଲିସକୁ ଖବର ଦିଆ ଯାଇଥିଲା। ରାତି ୧୦ଟାରେ ପୋଲିସ ଏହି ଲୁଟେରା ଗ୍ୟାଙ୍ଗ୍‌କୁ ଧରିଥିଲା । ସେମାନଙ୍କ ପାଖରୁ ଲୁଟ୍‌ ହୋଇଥିବା ସମସ୍ତ ଟଙ୍କା, ୭ଟି ଫୋନ୍‌, ଡିକି ଭାଙ୍ଗିବାକୁ ଚାବି, କାର୍‌, ବାଇକ ଜବତ୍‌ କରାଯାଇଛି । ଏମାନଙ୍କ ନାମରେ ସମ୍ବଲପୁର, ପୁରୀ, ନୟାଗଡ଼, ଭଦ୍ରକ, ବିହାର ଆଦି ଅଞ୍ଚଳରେ ମାମଲା ରହିଛି ।

ଘଟଣାର ଆହୁରି ତଦନ୍ତ ପାଇଁ ସେମାନଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ଏସ୍‌ପି କହିଛନ୍ତି । ଏନେଇ ଫୁଲବାଣୀ ଟାଉନ ଥାନାରେ ୮୯/୨୩ରେ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଅବ୍ୟାହତ ରହିଛି  l ଏହି ଖବର ଦାତା ସମ୍ମିଳନୀ ରେ ଫୁଲବାଣୀ ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଲିକ, ଥାନାଧିକାରୀ ଅଶୋକ କୁମାର ଗିରି, ଗୋଚ୍ଛପଡ଼ା ଥାନାଧିକାରୀ ରଞ୍ଜିତ କୁମାର ମୁନୀଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଗଣ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version