• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ଥାନାରେ ଅଟକ

Proprietor Abhimanyu Maharana by Proprietor Abhimanyu Maharana
April 7, 2023
in ଅପରାଧ, ଓଡ଼ିଶା, ବଲାଙ୍ଗିର, ହୋମ୍
0
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଶିକ୍ଷକ ଥାନାରେ ଅଟକ
Share on FacebookShare on TwitterWhatsapp

 ୭ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ :- ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଥାନା ଯୋଗିମୁଣ୍ଡା ହାଇସ୍କୁଲରେ ଅଧ୍ୟୟନରତ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ସେହି ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷକ ଅସଦାଚରଣ କରିଥିବା ନେଇ ଅଭିଯୋଗ ପରେ ପୁଲିସ ସଂପୃକ୍ତ ଶିକ୍ଷକ ଙ୍କୁ ଥାନାରେ ଅଟକ ରଖିଛି । ଶିକ୍ଷକ ଜଣକ ହେଲେ ସତ୍ୟନାରାୟଣ ନାଏକ । ଅଭିଯୋଗ ଅନୁସାରେ ଯୋଗୀ ମୁଣ୍ଡା ହାଇସ୍କୁଲ ରେ ଅଧ୍ୟୟନ ରତ ଖଲିଆ ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀ ଙ୍କୁ ସେହି ସ୍କୁଲରେ କାର୍ଯ୍ୟରତ ଶିକ୍ଷକ ସତ୍ୟ ନାରାୟଣ ଛାତ୍ରୀ ଜଣଙ୍କୁ କିଛି ପ୍ରଲୋଭନ ଦେଖାଇ ସ୍କୁଲ ପରିସରରୁ ଗତ ମାର୍ଚ୍ଚ ୨୮ ତାରିଖ ଦିନ ବାହାରକୁ ଡାକି ନେଇଥିଲେ । ଛାତ୍ରୀଙ୍କ ବାରଣ ସତ୍ତ୍ବେ ଶିକ୍ଷକ ଜଣକ ଆପତ୍ତି ଜନକ ଅଙ୍ଗ କୁ ସ୍ବର୍ଶ କରିବା ସହ ଛାତ୍ରୀ ଙ୍କ ସହିତ ଜୋରଜବରଦସ୍ତ ଶାରୀରିକ ସଂପର୍କ ସ୍ଥାପନ କରିବାକୁ ଚେଷ୍ଟା କରୁଥିଲେ ।

କୌଶଳ କ୍ରମେ ଛାତ୍ରୀ ଜଣକ ସେଠାରୁ ଖସି ପଳାଇ ଆସିଥିଲେ । ସେହି ସମୟରେ ସଂପୃକ୍ତ ଶିକ୍ଷଣ ଜଣକ ଘଟଣା ସମ୍ପର୍କରେ ପରିବାର ବର୍ଗଙ୍କୁ କିଛି ନ କହିବାକୁ ଛାତ୍ରୀଙ୍କୁ ହତ୍ୟା ଧମକ ଦେବା ସହ ସ୍କୁଲ ରୁ ବାହାର କରି ଦେବାକୁ ଚେତାବନୀ ଦେଇଥିଲେ । ଘଟଣା ଦିନଠୁ ଛାତ୍ରୀ ଜଣକ ଘରେ ଅନ୍ୟମନସ୍କ ସହ ଭୟଭୀତ ହୋଇ ଏକୁଟିଆ ରହିବାକୁ ଚେଷ୍ଟା କରୁଥିଲେ । ଝିଅ ର ଏପରି ଅବସ୍ଥା ଦେଖି ତାଙ୍କ ମାଆ ବାରମ୍ବାର ପଚାରିବା ପରେ ଝିଅ ଟି ଭୟଭୀତ ଅବସ୍ଥାରେ ଘଟଣା ସମ୍ପର୍କରେ ନିଜ ମାଆଙ୍କୁ କହିଥିଲେ ।

ଝିଅ ଠାରୁ ସଂପୃକ୍ତ ଘଟଣା ସମ୍ପର୍କରେ ଜାଣିବା ପରେ ବାପା ମାଆ ଆଜି ଥାନାର ଦ୍ଵାରସ୍ଥ ହୋଇ ସଂପୃକ୍ତ ଶିକ୍ଷକ ଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ । ଏନେଇ ପୁଲିସ ଏକ ମାମଲା ରୁଜୁ କରି ସଂପୃକ୍ତ ଶିକ୍ଷକ ଜଣକ ଙ୍କୁ ଥାନା ରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଥିବା ଏସଆଇ ବ୍ରଜକିଶୋର ପଣ୍ଡା ସୂଚନା ଦେଇଛନ୍ତି । ପ୍ରକାଶ ଥାଉ କି ସଂପୃକ୍ତ ଶିକ୍ଷକ ଜଣକ ସ୍କୁଲ ସମୟ ରେ ମଦ୍ୟ ପାନ କରି ଆସୁଥିବା ସହ ପୂର୍ବରୁ ମଧ୍ୟ ଛାତ୍ରୀ ମାନଙ୍କୁ ଅସଦାଚରଣ କରିଆସୁଥିବା ନେଇ ଅଭିଭାବକ ମାନେ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ମୌଖିକ ଅଭିଯୋଗ କରି ଆସୁଥିବା ଅଭିଯୋଗ ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version