• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ବାସ୍ଥ୍ୟ ସମିତି ଓ ସ୍ବେଛସେବୀ ସଂଗଠନ ସି ସି ଡିର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ବିଶ୍ଵ ସ୍ୱାସ୍ଥ୍ୟ ଦିବସ-୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 8, 2023
in ଓଡ଼ିଶା, ଗଜପତି, ଗଞ୍ଜାମ, ହୋମ୍
0
ଜିଲ୍ଲା ସ୍ବାସ୍ଥ୍ୟ ସମିତି ଓ ସ୍ବେଛସେବୀ ସଂଗଠନ ସି ସି ଡିର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ବିଶ୍ଵ ସ୍ୱାସ୍ଥ୍ୟ ଦିବସ-୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୭ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ସେଣ୍ଟର ଫର୍ କମ୍ୟୁନିଟି ଡେଭଲପମେଣ୍ଟ” ସିସିଡି: ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ସିସିଡିଅନୁଷ୍ଠାନର ସହଯୋଗରେ ଜିଲ୍ଲାସ୍ତରୀୟ“ବିଶ୍ସ ସ୍ଥ୍ୟଦିବସ-୨୦୨୩” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଦୀପ କୁମାର ପାତ୍ର ଯୋଗ ଦେଇ ଦିବସ ପାଳନର ତାତ୍ପର୍ଯ୍ୟ ଓ ରହିଥିବା ବାର୍ତ୍ତା “ଉତ୍ତମ ସ୍ୱାସ୍ଥ୍ୟ ସଭିଙ୍କ ପାଇଁ ଉପରେ ଆଲୋଚନା କରି ଲୋକଙ୍କ ଦ୍ୱାର ମୁହଁରେ କିଭଳି ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ ତାହାହିଁ ଆଜି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିଥିଲେ ।

ଲୋକଙ୍କୁ ସ୍ୱାସ୍ଥ୍ୟ-ସେବା ଯୋଗାଇ ଦେବା ପାଇଁ ତୃଣମୂଳ ସ୍ତରରୁ ହିଁ ବିଭିନ୍ନ ସରକାରୀ ବ୍ୟବସ୍ଥା ମାନ ରହିଥିବା ବେଳେ ତାହା ଦ୍ଵାରା ଜନ୍ମିତ ଶିଶୁ ଠାରୁ ଆରମ୍ଭ କରି ଗର୍ଭବତୀ ଓ ପ୍ରସୂତି ମହିଳା ଓ ବୁଢ଼ାବୁଢ଼ୀ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ବିଭିନ୍ନ ପ୍ରକାରର ସ୍ଵାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି ।
ସମାଜରେ ମା ଓ ଶିଶୁ ମାନେ ସୁସ୍ଥ ରହିଲେ ହିଁ ଭବିଷ୍ୟତରେ ଯୁବକ ଓ ଅନ୍ୟମାନେ ସୁସ୍ଥ ରହିବେ । ତେଣୁ ଦୈନନ୍ଦିନ ଜୀବନ ଶୈଳୀ ମାନରେ ଉନ୍ନତି ଆଣି ସମାଜରେ ସୁସ୍ଥ ଓ ଶୁଖି ଜୀବନ ବିତାଇବା ଦିଗରେ ସହାୟକ ହେବା ପାଇଁ କହିଥିଲେ ।

ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏଡିପିଏଚସିଓ: ଶ୍ରୀ ନେତ୍ରାନନ୍ଦ ଶତପଥୀ ମଞ୍ଚାସିନ ରହି ସରକାରଙ୍କ ପକ୍ଷରୁ କଣ ସବୁ ସ୍ୱାସ୍ଥ୍ୟ-ସେବା କାର୍ଯ୍ୟକ୍ରମ ଯୋଗାଇ ଦିଆ ଯାଉଛି ଏବଂ ସେ ଦିଗରେ କେଉଁମାନେ ନିୟୋଜିତ ହୋଇ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି , ସେ ସମ୍ପର୍କରେ କହିଥିଲେ । ସିସିଡ଼ି: ଅନୁଷ୍ଠାନର ମୁଖ୍ୟ ଶ୍ରୀ ଏ: ଜଗନ୍ନାଥ ରାଜୁ କାର୍ଯ୍ୟକ୍ରମରେ ମଞ୍ଚାସିନ ରହି “ଆମ ସ୍ଵାସ୍ଥ୍ୟ ଆମ ହାତରେ” ଏହାର ବିଭିନ୍ନ ଦିଗ ସମ୍ପର୍କରେ କହି ଗ୍ରାମାଞ୍ଚଳ ଓ ଅପହଞ୍ଚ ଇଲାକାରେ ନିଜ ଅନୁଷ୍ଠାନ ପକ୍ଷରୁ ଲୋକଙ୍କ ସ୍ୱାସ୍ଥ୍ୟର ଉନ୍ନତି କ୍ଷେତ୍ରରେ କିଭଳି ପଦକ୍ଷେପ ନିଆଯାଉଛି ତାହା ଅବଗତ କରାଇଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନର ଭୌତିକ ଚିକିତ୍ସକ ସରୋଜିନୀ ରଇତ , ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ର ଜିଲ୍ଲା ସଂପାଦକ ଶ୍ରୀ ସନ୍ତୋଷ ମହାରଣା ଏବଂ ସିସିଡ଼ି ଅନୁଷ୍ଠାନର ଶ୍ରୀମତୀ ଏ: ପଦ୍ମାରାଜ୍ ପ୍ରମୁଖ ରହିଥିବା ବାର୍ତ୍ତା “ଉତ୍ତମ ସ୍ୱାସ୍ଥ୍ୟ ସଭିଙ୍କ ପାଇଁ ର ବିଭିନ୍ନ ଦିଗ ଉପରେ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version