• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକଙ୍କ ସୁଖଦୁଃଖର ସାଥୀ : କନ୍ଧମାଳ ସାଂସଦ ଡଃ.ଅଚ୍ୟୁତ ସାମନ୍ତଙ୍କ ଲୋକପ୍ରିୟତା ଏବେବି ଅକ୍ଷୁର୍ଣ୍ଣ ରହିଛି

Proprietor Abhimanyu Maharana by Proprietor Abhimanyu Maharana
April 9, 2023
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ଲୋକଙ୍କ ସୁଖଦୁଃଖର ସାଥୀ : କନ୍ଧମାଳ ସାଂସଦ ଡଃ.ଅଚ୍ୟୁତ ସାମନ୍ତଙ୍କ ଲୋକପ୍ରିୟତା ଏବେବି ଅକ୍ଷୁର୍ଣ୍ଣ ରହିଛି
Share on FacebookShare on TwitterWhatsapp

କନ୍ଧମାଳ ଜିଲ୍ଲ ଲୋକପ୍ରିୟ ସାଂସଦ ଡଃ. ଅଚ୍ୟୁତ ସାମନ୍ତ

ଆଗାମୀ ୨୦୨୪ ପାଇଁ ଅଚ୍ୟୁତ ହିଁ ଏକମାତ୍ର ବିକଳ୍ପ ବୋଲି ବିଜେଡ଼ି ଦଳର ନେତାଙ୍କ ମୁହଁରୁ ଆପେ ଆପେ ବାହାରି ଆସୁଛି ।

୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- ଲୋକ ପ୍ରିୟତା ସାଂସଦ ଅଚ୍ୟୁତ ସାମନ୍ତ ଗତ ୨୦୧୯ ସାଧାରଣ ନିର୍ବାଚନ ବେଳେ ବିଜେପି ଓ କଂଗ୍ରେସ ପ୍ରତିଦ୍ୱନ୍ଦୀ ନେତାମାନଙ୍କୁ ପଛରେ ପକାଇ ବିଜେଡ଼ିର ଶଙ୍ଖଧ୍ୱନୀର ମହକ କନ୍ଧମାଳ ଜିଲ୍ଲାରେ ଫୁଙ୍କି ଜୟଯାତ୍ରାର ମହାନାୟକ ସାଜିଥିବା ସାଂସଦ ଅଚ୍ୟୁତ ସାମନ୍ତଙ୍କ ଲୋକପ୍ରିୟତା ଏବେବି ଅକ୍ଷୁର୍ଣ୍ଣ ରହିଛି । ସାଂସଦ ଡଃ ଅଚ୍ୟୁତ ସାମନ୍ତ ନୀରବଚ୍ଛିନ୍ନ ଭାବେ କନ୍ଧମାଳ ଅଞ୍ଚଳର ସାତୋଟିଯାକ ବିଧାନସଭା ଆସନରେ ବିଜେଡ଼ି ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବ୍ୟବସ୍ଥାକୁ ନିଜେ ତଦାରଖ କରି ସେଥିରୁ ସାଧାରଣ ଲୋକେ କିଭଳି ଅଧିକ ଉପକୃତ ହେବେ ସେଥିପ୍ରତି ଯଥେଷ୍ଟ ଧ୍ୟାନ ଦେଉଥିବା ସହ ଦଳୀୟ ସଂଗଠନ ଏବଂ ଆପତ୍ତି ଅଭିଯୋଗ ବ୍ୟବସ୍ଥା ଭିତରେ ଲୋକଙ୍କ ସୁଖଦୁଃଖର ସାଥୀ ହେବାର ସୁଯୋଗକୁ ହାତଛଡ଼ା କରିନାହାଁନ୍ତ ସାଂସଦ ସାମନ୍ତ ।ସରକାରୀ ଯୋଜନାର ଲାଭାଂଶ ଯେଭଳି ସିଧାସଳଖ ଲୋକଙ୍କ ପାଖରେ ପହଞ୍ଚିବ ସେଥିପ୍ରତି ଯଥେଷ୍ଟ ଧ୍ୟାନ ଦେବା ଏବଂ ରାସ୍ତାଘାଟର ଉନ୍ନତି, ଜନଜାତି ହାଟର ଉନ୍ନତି, ପିଇବା ପାଣି ବ୍ୟବସ୍ଥା, ପାରିପାଶ୍ୱିର୍କ ସ୍ଥିତିର ଉନ୍ନତି, ପଞ୍ଚାୟତି ବ୍ୟବସ୍ଥା, ମହିଳା ଶକ୍ତିକରଣ ଏବଂ ଜନ୍ମଠାରୁ ମୃତ୍ୟୁ ପର‌୍ୟ୍ୟନ୍ତ ସମସ୍ତ ସରକାରୀ ଯୋଜନା ଯେପରି ଲୋକଙ୍କ ପାଖରେ ସିଧାସଳଖ ପହଞ୍ଚିବ ସେଥିପ୍ରତି ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷା କରିଛନ୍ତି ସାଂସଦ ଡଃ ସାମନ୍ତ । ମାଗଣାରେ ଆଦିବାସୀ ପିଲାଙ୍କ ଶିକ୍ଷାର ବ୍ୟବସ୍ଥା ପାଇଁ ଡଃ ଅଚ୍ୟୁତ ସାମନ୍ତଙ୍କ ଶିକ୍ଷାନୁଷ୍ଠାନ କିଟ୍ ସବୁବେଳେ ଚର୍ଚ୍ଚାର ବଳୟ ଡେଇଁଛି । ଏହି ଅନୁଷ୍ଠାନ ବିଶେଷ କରି ଆଦିବାସୀ ପିଲାମାନଙ୍କ ପାଠପଢ଼ା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେଉଥିବା ଏବଂ ସେମାନଙ୍କ ଉଚ୍ଚଶିକ୍ଷା ଲାଗି ବିଦେଶକୁ ପଠାଉଥିବା ଘଟଣା କିଛି କମ୍ ନୁହେଁ । ଆଦିବାସୀ ପିଲାମାନଙ୍କ ସ୍ୱାସ୍ଥ୍ୟ, ଶିକ୍ଷା, ମାନସିକ ସନ୍ତୁଳନ ବ୍ୟବସ୍ଥା ଏବଂ ଭାରତର ଅନ୍ୟ ରାଜ୍ୟର କୃତିବିତ୍ ଛାତ୍ରଛାତ୍ରୀଙ୍କ ସହ ସମତୁଲ କରିବା ପାଇଁ କିଟ୍ ସଂସ୍ଥାର ଉଦ୍ୟମ ଖୁବ୍ ପ୍ରଶଂସନୀୟ । ତେଣୁ ଆଗାମୀ ୨୦୨୪ ପାଇଁ ଅଚ୍ୟୁତ ହିଁ ଏକମାତ୍ର ବିକଳ୍ପ ବୋଲି ଗ୍ରାସରୁଟ୍ ସଂଗଠନ ଦାୟିତ୍ୱରେ ଥିବା ବିଜେଡ଼ି ଦଳର ନେତାଙ୍କ ମୁହଁରୁ ଆପେ ଆପେ ବାହାରି ଆସୁଛି । ତେବେ ଅଚ୍ୟୁତଙ୍କ ସପକ୍ଷରେ ଜନମତ ଥିବା ଚର୍ଚ୍ଚା ଥମିନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

August 2, 2026
ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

August 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version