• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ସମ୍ବିଧାନ ର ପ୍ରସ୍ତାବନା ଓ ସଦିଦ ଏବଂ ସ୍ଵାଧିନତା ସଂଗ୍ରାମୀ ସ୍କୃତି ଫଳକ ଜରାଜୀର୍ଣ୍ଣ ଅବସ୍ଥାରେ

Proprietor Abhimanyu Maharana by Proprietor Abhimanyu Maharana
April 9, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଭାରତୀୟ ସମ୍ବିଧାନ ର ପ୍ରସ୍ତାବନା ଓ ସଦିଦ ଏବଂ ସ୍ଵାଧିନତା ସଂଗ୍ରାମୀ ସ୍କୃତି ଫଳକ ଜରାଜୀର୍ଣ୍ଣ ଅବସ୍ଥାରେ
Share on FacebookShare on TwitterWhatsapp

୯ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :- ଭାରତୀୟ ସମ୍ବିଧାନ ର ପ୍ରସ୍ତାବନା ଓ ସଦିଦ ଏବଂ ସ୍ଵାଧିନତା ସଂଗ୍ରାମୀ ସ୍କୃତି ଫଳକ ଜରାଜୀର୍ଣ୍ଣ ଅବସ୍ଥାରେ I ଆଗାମୀ ପିଢୀ ଅନ୍ଧାର ରେ ରହିଯିବେ I ସଭିଙ୍କ ଜାଣିବା ପାଇଁ ମହତ ଉଦ୍ଦେଶ୍ୟ ରେ ପ୍ରତ୍ୟେକ ବ୍ଲକ କାର୍ଯ୍ୟାଳୟ ଆଗରେ ଦୁଇଟି ସ୍କୃତି ସ୍ତମ୍ଭ ଥାଏ , ରଣପୁରରେ ବି ଅଛି ମାତ୍ର ଥାଇ ନଥିଲା ଭଳି l ଏହାର ଜୀର୍ଣ୍ଣୋଦ୍ଧାର ତୁରନ୍ତ କରାଜିବା ପାଇଁ ସ୍ଵାଧିନତା ସଂଗ୍ରାମୀ ଉତ୍ତରା ଧିକାରୀ ସଂଗଠନ ଦାବୀ ରଖିଛି I ସହିତ ଅର୍ଜୁନ ରାଉତ , ରଘୁନାଥ ମହାନ୍ତି,ଦିବାକର ପରିଡା , ସଂଗ୍ରାମୀ ବନମାନ୍ଦୀ ରାମ , ମୁରଲୀଧର ଦାସ , କୃପାସିନ୍ଧୁ ମିଶ୍ର , ଗଂଗାଧର ମିଶ୍ର , ବୀରବର ଷଡ଼ଙ୍ଗୀ , ମୁରଲୀ ଧର ପଣ୍ଡା . ମଦନ ମୋହନ ଦାସ , ଭଗବାନ ସାଥୁଆ , ରଘୁନାଥ ମଳିକ , ଭୋବନୀ ପୃଷ୍ଟି , ଚକ୍ରଧର ପରିଡା , ଗୌରୀ ଶ୍ୟାମ ମହାନ୍ତି ପ୍ରଭୃତି ସଂଗ୍ରାମୀ ଙ୍କ ନାମ ଖୋଦିତ ହୋଇଥିଲା , ଯାହା ଆଜିର ଦିନରେ ଆଉ ଦେଖା ଯାଉନାହିଁ lଅତୀତରେ ଏନେଇ ରଣପୁର ରଘୁ,ଦିବାକର ଆସୋସିଏସନ ଓ କଧନୟାଗଡ ଗାନ୍ଧୀ ସ୍କୃତି ସମିତି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କୁ ଦାବୀ ପତ୍ର ପ୍ରଦାନ କରିଥିଲେ l ମାଡ୍ର ଏଯାବତ କିଛି ସୁଫଳ ହୋଇପାରନି I ରାଜନେତା , ନିର୍ବାଚିତ ପ୍ରତିନିଧି , ପ୍ରଶାସକ ତତ୍ପର ତା ପ୍ରକାଶ ପାଇଲେ ଏହାର ନବୀକରଣ ହୋଇପାରନ୍ତା I ସଦିଦ ଓ ସଂଗ୍ରାମୀ ଉଚ଼ିତ ସମ୍ମାନ ପାଇ ପାରନ୍ତେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

October 17, 2026
ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା

October 17, 2026
TPSODL Flags Off Solar Rath in Koraput

ଟିପିଏସ୍ଓଡିଏଲ୍ ତରଫରୁ କୋରାପୁଟ ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

ନୁଆସାହିରେ ମା’ ଦୁର୍ଗାଙ୍କ ଆବାହନ, କଳସ ଶୋଭାଯାତ୍ରା – ଆଧ୍ୟାତ୍ମିକ ପରିବେଶ

October 17, 2026
ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

ଖଣ୍ଡପଡା ସହର ପରିକ୍ରମା କରି ଶେଷ ହୋଇଛି ସୁଜଳ ରଥ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version