• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଥାନାରେ ଅଭିଯୋଗକୁ ନେଇ ହେଉଛି : ଘୋଡାବେପାର !!

Proprietor Abhimanyu Maharana by Proprietor Abhimanyu Maharana
April 12, 2023
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଥାନାରେ ଅଭିଯୋଗକୁ ନେଇ ହେଉଛି : ଘୋଡାବେପାର !!
Share on FacebookShare on TwitterWhatsapp

୧୧ ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ ଜିଲ୍ଲା /ଭଦ୍ରେଶ୍ୱର :- ପ୍ରଥମେ ଆପ୍ରତି କର ଘଟଣା ପାଇଁ ଉସକାଇବା, ପରେ ମାଡପିଟ ହୋଇ ମେଡିକାଲ ଯିବା ଓ ପରେ ଘଟଣାକୁ ନେଇ ଥାନାରେ ହୋଇଥିଲା  ଏତଲା l ତେବେ ଏତେଲାରେ  4 ଜଣ ଅଭିଯୁକ୍ତଙ୍କ ଙ୍କ ନାମରେ ମାମଲା ରୁଜୁ ନକରିଵାକୁ ଅଭିଯୋଗକାରୀ ଦଲାଲ ମାଧ୍ୟମରେ କ୍ଷତିପୂରଣ ପାଇ ଥାନାରେ ରଫାନାମା ଦାଖଲ କରିବା ସହ  ମାମଲା ଆଗକୁ  ନବଢ଼ାଇବାକୁ ଉଭୟ ପକ୍ଷ ଥାନାରେ ମଧ୍ୟ ଲିଖିତ ଭାବେ ଜଣାଇ ଥିଲେ l ତେବେ ପରବର୍ତ୍ତୀ ସମୟରେ  ପୁନର୍ବାର ଅଧିକ ଅର୍ଥ ଦାବିକରି ୪ ଜଣକ ବଦଳରେ ୮ଜଣଙ୍କ ନାମରେ ଏତେଲା ଦେବା ଘଟଣା କଟକ ଜିଲ୍ଲା ଭଦରେଶ୍ୱର ଥାନା ଅଂଚଳରେ ଆଲୋଚନାର ବିଷୟ ବସ୍ତୁ ହୋଇଛି,

ଏପରିକି ପୁଲିସ ଅଭିଯୋଗ ପାଇବା ପରେ ନାଚାର ହୋଇ ୮ଜଣଙ୍କ ନାମରେ  କେଶ ରୁଜୁକରି ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି, ସଂମ୍ପୃକ୍ତା ଏତେଲକାରୀ ଘଟଣାର ଏକ ମାସ ପରେ ଅଧିକ ଟଙ୍କା ପାଇବା ଆଶାରେ କିଛି ୱେବ ମିଡିଆ  ପ୍ରତିନିଧି ଙ୍କ   ମାଧ୍ୟ୍ୟମରେ ଥାନା ଅଧିକାରୀଙ୍କ ଉପରେ ଚାପ ପକାଇ ମାମଲା ରୁଜୁ କରିବାରେ ସଫଳ ହେଲେ l ପ୍ରଥମ ଏତେଲାରେ 4 ଜଣକ ଅଭିଯୁକ୍ତ ଥିବାବେଳେ ରାଫାନାମା ପରେ କିପରି  8 ଜଣଙ୍କ ନାମରେ ଅଭିଯୋଗ ହେବା ଓ ମାମଲା ରୁଜୁ ହେଲା ଏହାର ଉଛସ୍ତରୀୟ ତଦନ୍ତ କରାନଗଲେ ଆଇନ ଉପରୁ ସାଧାରଣ ଲୋକଙ୍କ ଭରଷା ତୁଟି ଯିବ ବୋଲି ବୁଦ୍ଧିଜୀବି ମତ ଦେଇଛନ୍ତି  l

ତେବେ ଏପରି ଅଭିଯୋଗ କୁ ନେଇ ହୋଇଥିବା ଘୋଡା ବେପାର ଉପରେ ରୋକ ଲଗାଇବାକୁ ସାଧାରଣରେ ଦାବି ହୋଇଛି, ଅପରପଅକ୍ଷରେ କିଛି ୱେବ ମିଡିଆ ପ୍ରତିନିଧି ଥାନାରେ ପ୍ରବେଶ କରି ଘୋଡ଼ା ବେପାର ଉଦ୍ଧେଶ୍ୟରେ ୮ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଅଧିକାରୀ ତପନ ନାୟକ ଙ୍କ ଉପରେ ଚାପ ପକାଇବା ସହ କଥାରେ କାର୍ଯ୍ୟ ନକଲେ ଥାନାରେ ରଖେଇ ନଦେବାକୁ ବିଭିନ୍ନ ଧମକ ଦେଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି, l

ଏପରି ଘଟଣା ଘଟିଛି କଟକ ଜିଲ୍ଲା ଭଦ୍ରେଶ୍ୱର ଥାନା ଗୌଡ଼ଗୋପ  ଅଞ୍ଚଳରେ l ହୋଲି ଦିନ ହୋଇଥିବା ଏକ ମାଡପିଟ ଘଟଣାକୁ ନେଇ ମାସକ ପରେ ପୁଲିସ ବାଧ୍ୟ ହୋଇ ମାମଲା ରୁଜୁ କରିଛି, ତୁରନ୍ତ ପୁଲିସ ଉଚ ଅଧିକାରୀ ଘଟଣାର ତଦନ୍ତ କରି ଘଟଣାକୁ ରାହସ୍ୟବୃତ କରୁଥିବା ଅସାମାଜିକ ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଆଇନ ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଆଗାମୀ ଦିନରେ ଥାନା ସମ୍ମୁଖରେ ଆନ୍ଦୋଳନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version