• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଥାର୍ଲା ଛକ ଡକାୟତି ଘଟଣା,୩ଜଣଅଭିଯୁକ୍ତ ଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କଲେ କୋର୍ଟ

Proprietor Abhimanyu Maharana by Proprietor Abhimanyu Maharana
April 13, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବଥାର୍ଲା ଛକ ଡକାୟତି ଘଟଣା,୩ଜଣଅଭିଯୁକ୍ତ ଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କଲେ କୋର୍ଟ
Share on FacebookShare on TwitterWhatsapp

୧୨ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାଟଣାଗଡ :- ପାଟଣାଗଡ଼ ଥାନା ବଥର୍ଲା ଗାଁର ନିକଟରେ ହୋଇଥିବା ଡକାୟତ ଘଟଣା ର ଅଭିଯୁକ୍ତ ମାନଙ୍କୁ ୭ବର୍ଷ ପାଇଁ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି ପାଟଣାଗଡ଼ ଆସିଷ୍ଟାଣ୍ଟ ସେକ୍ସନ ଜଜ | ଦଣ୍ଡିତ ହୋଇଥିବା ଅଭିଯୁକ୍ତ ମାନେ ହେଲେ ଆୱାଜ ମେହେର,ରଞ୍ଜନ ବଗର୍ତ୍ତୀ ଓ ପ୍ରଶାନ୍ତ ଦାମୋଦର, ଗତ ୨୩/୧୦.20 ତାରିଖ ଦିନ ଖପ୍ରାଖୋଲ ବୁଢ଼ୀବାହାଲ ଗାଁର ମାନସ ସାହୁ ଓ ସାଇରାମ ସାହୁ ଏକ ମଟର ସାଇକଲ ରେ ପାଟଣାଗଡ଼ ଷ୍ଟେଟ ବ୍ୟାଙ୍କ ରୁ ୩ ଲକ୍ଷ ୫୦ ହଜାର ଉଠାଇ ଘର କୁ ଯାଉଥୁବା ବେଳେ ବଥର୍ଲା ନୂଆବନ୍ଧ ନିକଟରେ 6ଜଣ ଦୃବୁର୍ତ୍ତ ହାତରେ ଅସ୍ତ୍ରଶସ୍ତ୍ର ଧରି ଆକ୍ରମଣ କରିବା ସହ ସବୁଟଙ୍କା ଲୁଟି ନେଇଥିଲେ |

ଏନେଇ ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ୪ଜଣ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚଲାଣ କରିଥିବା ବେଳେ ଏଥିରେ ସମ୍ପୃକ୍ତ ଅନ୍ୟଦୁଇ ଅଭିଯୁକ୍ତ ଶିବ କୁମ୍ଭାର ଓ ରାଜୁ ବାଗ ଘଟଣା ଦିନରୁ ହିଁ ଫେରାର ଅଛନ୍ତି | ତେବେ ବିଚାର ଚାଲିଥିବା ସମୟରେ ହିଁ ଜଣେ ଅଭିଯୁକ୍ତ ପିତବାସ ସାହୁ ଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ୩ ଜଣଙ୍କୁ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ ହୋଇଛନ୍ତି ଏନେଇ ସରକାରୀ ଓକିଲ ପ୍ରଶାନ୍ତ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version