• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ ସେନା ବାହିନୀରେ ଯୋଗଦେବାର ସୁବର୍ଣ ସୁଯୋଗକୁ ହାତଛଡା କରନ୍ତୁ ନାହିଁ

Proprietor Abhimanyu Maharana by Proprietor Abhimanyu Maharana
April 14, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଭାରତୀୟ ସେନା ବାହିନୀରେ ଯୋଗଦେବାର ସୁବର୍ଣ ସୁଯୋଗକୁ ହାତଛଡା କରନ୍ତୁ ନାହିଁ
Share on FacebookShare on TwitterWhatsapp

୧୩ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଭାରତୀୟ ସେନା ବାହିନୀରେ ନିଯୁକ୍ତି  ହେତୁ ଯୁକ୍ତ ୨ପରୀକ୍ଷା ଦେଇସାରିଥିବା ତଥା ପୂର୍ବରୁ ମାଟ୍ରିକ ପାସ କରିଥିବା ଛାତ୍ର ଛାତ୍ରୀ ଯେଉଁମାନଙ୍କର ବୟସ ୧୭ରୁ ଉର୍ଦ୍ଧ ଏବଂ ୨୧ରୁ କମ ସେମାନେ Army Recruit Making Institute (ARMI) ଠାରେ  ଚାଲିଥିବା ତାଲିମରେ (ଶାରୀରିକ ଏବଂ ଲିଖିତ) ଯୋଗଦେଇ ପାରିବେ Iଭୁତପୁର୍ବ ସୈନ ଅଧିକାରୀ ଏବଂ ଅଭିଜ୍ଞ ଶିକ୍ଷକ ମାନଙ୍କ ଦ୍ୱାରା ପରିଚାଳିତ  ଏହି ଅନୁଷ୍ଠାନଟି ଦୀର୍ଘ ୫ ବର୍ଷ ହେଲାଣି ଦେଶକୁ ତଥା ରାଜ୍ୟକୁ ବହୁତ ଯୋଗ୍ୟ ସୈନିକ ତଥା sub Inspector/Constable ଯୋଗାଇବାରେ ଏକ ବଡ ଭୂମିକା ତୁଲାଉଛି I  ଦୀର୍ଘ  ୩ ବର୍ଷରେ (୨୦୧୭ ରୁ ୨୦୨୨) Corona ମହାମାରୀର ୨ବର୍ଷ (୨୦୨୦ ରୁ ୨୦୨୧) ଥାଇ ମଧ୍ୟ ୨୦୦ ରୁ ଅଧିକ ସୈନିକ  ତଥା ୩୦ ରୁ  ଅଧିକ ରାଜ୍ୟ ପୋଲିସ  କର୍ମୀ  ପ୍ରସ୍ତୁତ କରିସାରିଛି Iବହୁତ Coaching centre ଗୁଡିକ ଦିନକୁ ୩ ଓ ୪ ଘଣ୍ଟା  ପାଠ ପଢାଉ ଥିବା ବେଳେ ପିଲାର ରହିବା ଖାଇବା ତଥା ଅନୁଶାସନ ପ୍ରତି ବ୍ୟକ୍ତିଗତ ଭାବେ ଧ୍ୟାନ ଦିଅନ୍ତି ନାହିଁ I କିନ୍ତୁ ଏହି ଅନୁଷ୍ଠାନଟି ଭୂତପୂର୍ବ ସୈନିକଙ୍କ ଦ୍ୱାରା ପରିଚାଳିତ ଥିବାରୁ ତାଲିମ ସମୟ ଦିନକୁ ୮ ଘଣ୍ଟାରୁ ଉର୍ଦ୍ଧ ହୋଇଥିବା ସହ ଏସବୁ ପ୍ରତି କଡା ଧ୍ୟାନ  ଦିଆଯାଇଥାଏ I ଜଦି ଆପଣମାନେ ନିଜ ସନ୍ତାନର (ପୁଅ କିମ୍ବା ଝିଅ) ଏକ ଉଜ୍ଜ୍ୱଳ ଭବିଷ୍ୟତ ତଥା ଅନୁଶାସିତ ଜୀବନଶୈଳୀ ପାଇଁ  ଇଛୁକ ତେବେ  ସବିଶେଷ ବିବରଣୀ ପାଇଁ ଏହି   ନମ୍ବରରେ  (9337099335 & 7044219369) ଯୋଗାଯୋଗ କରିପାରିବେ  ଏବଂ ୱେବସାଇଡ www.joinarmi.in / youtube ଚ୍ୟାନେଲ Army Recruit Making Institute / Instagram ଚ୍ୟାନେଲ Army_Recruit_ Making_Institute ମାଧ୍ୟମରେ ପାଇପାରିବେ I ଆପଣଙ୍କ ପିଲାର ଭବିଷ୍ୟତ ଆପଣଙ୍କ ହାତରେ, ଭାବିଚିନ୍ତି  ନିଷ୍ପତି ନିଅନ୍ତୁ I   

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

August 12, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

State Panchayati Raj Minister Meets Union Minister to Discuss Housing and Rural Development in Odisha

August 11, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

August 11, 2026
Bajaj Finance Conducts Financial Literacy Programs in Rural Odisha

Bajaj Finance Conducts Financial Literacy Programs in Rural Odisha

August 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

August 12, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

State Panchayati Raj Minister Meets Union Minister to Discuss Housing and Rural Development in Odisha

August 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version