• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଲ୍କିପୁର ଠାରେ ମହାନଦୀ ତଟତ୍ସୋବ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
April 16, 2023
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
ମଲ୍କିପୁର ଠାରେ ମହାନଦୀ ତଟତ୍ସୋବ ଉଦଘାଟିତ
Share on FacebookShare on TwitterWhatsapp

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଟକ ଜିଲ୍ଲା ପ୍ରତିନିଧି ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ :- କଟକ ସଦର ନିର୍ବାଚନ ମଣ୍ଡଳୀ ନିଶ୍ଚିତକୋ ଇଲି ବ୍ଲକ କିଶନନଗର ନିକଟସ୍ଥ ଇଷାଣୀ ବ୍ରହ୍ମପୁର ପଞ୍ଚାୟତର ମଲ୍ଲିକପୁର ଠାରେ କଟକ ସଦର ସାମାଜିକ ଓ ସାଂସ୍କୃତିକ ସଂସଦ ଓଡିଶା ପକ୍ଷରୁ ଶନିବାର ସନ୍ଧ୍ୟାରେ ମହାନଦୀ ତଟତ୍ସୋବ ଉଦଘାଟିତ ହୋଇଛି । ପ୍ରଥମେ ପୂଜାପାଠ କରାଯାଇ ମହାନଦୀ ଆଳତୀ କରାଯାଇଥିଲା ।ପରେ ପରେ ସାଂସ୍କୃତିକ କାର୍ଯ୍ୟ ଉଦଘାଟନ କରାଯାଇଥିଲା । କଟକ ସଦର ବିଧାୟକ ତଥା ପୂର୍ବତନ କ୍ରୀଡା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରାଙ୍କ ଉଦ୍ୟମ ଆୟୋଜିତ ଏହି କାର୍ଯ୍ୟକ୍ରମରେଓଡିଶା ଚଳଚ୍ଚିତ୍ର ନିଗମର ଅଧ୍ୟକ୍ଷ ତଥା କଟକ ସଦର ସାମାଜିକ ଓ ସାଂସ୍କୃତିକ ପରିଷଦର ସଭାପତି କୁନା ତ୍ରିପାଠୀ ସତ୍ୟବ୍ରତ ତ୍ରିପାଠୀ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ । କଟକ ଜିଲ୍ଲା ସୂଚନା ଅଧିକାରୀ ଲଲାଟେନ୍ଦୁ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ଲୋକସଭା ସଦସ୍ୟ ଭତୃହରି ମହତାବ, କଟକ ଜିଲ୍ଲା ପାଳ ଭବାନୀ ଶଙ୍କର ଚୟନୀ, କଟକ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ବିଧାୟକ ଡାକ୍ତର ପ୍ରମୋଦ କୁମାର ମଲ୍ଲିକ,ମହାନଦୀ ତଟତ୍ସୋବର ମୁଖ୍ୟ ପୁରୋଧା କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା, କଟକ ସଦର ଉପ ଜିଲ୍ଲାପାଳ କମଲଜିତ ଦାସ, କଟକ ଜିଲ୍ଲାର ପ୍ରକଳ୍ପ ଉନ୍ନୟନ ଅଧିକାରୀ ଅମ୍ବର କୁମାର କର, ସାଲେପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷା ପ୍ରମିଳା ବେହେରା,କଟକ ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ସୁଭଦ୍ରା ଦାସ, ସଦର ବିଡ଼ିଓ ରାଜିବୀ ଲୋଚନ ପ୍ରଧାନ, କିଶନନଗର ତହସିଲଦାର ମଧୁସୂଦନ ନାୟକ, ସରପଞ୍ଚ ସୁଶାନ୍ତ କୁମାର ସେଠୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।ଏହା ପାଞ୍ଚଦିନ ଧରି ଚାଲିବ। ଏହି ଉତ୍ସବରେ ଦୁଇଶରୁ ଉର୍ଦ୍ଧ୍ବ ଓରମାସର ଷ୍ଟଲ ଖୋଲାଯାଇଛି । ଉଦଘାଟନୀ ଉତ୍ସବରେ ଓଡ଼ଶୀ ନୃତ୍ୟ, ବାଲୁକା କଳା, ଗଞ୍ଜାମର ଯୋଡ଼ି ଶଂଙ୍ଖ ବାଦ୍ୟ, ମେଲୋଡି ଆଦି ପରିବେଷଣ କରା ଯାଇଥିଲା । ଉଦଘାଟନୀ ଉତ୍ସବ ସ୍ଥଳୀ ଏକ ମିନି ବାଲିଯାତ୍ରା ପରି ମନେହେଉଥିଲା ।ଆଖପାଖ ବିଭିନ୍ନ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ବିଜେଡି ଯୁବ,ଛାତ୍ର, ମହିଳା ଦଳର ସଭାପତି ସଂପାଦମାନେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ପରିଚାଳନା କରିବାରେ ସହଯୋଗ କରିଥିଲେ । ସଦର ବିଧାୟକଙ୍କ ଏପରି କାର୍ଯ୍ୟକୁ ଅତିଥି ମାନେ ଭୁଇଅଂଶି ପ୍ରଶଂସା କରିଥିଲେ । ଏହି ମେଳାରେ ପ୍ରବଳ ଜନସମାଗମ ହେଉଥିବା ଦେଖବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version