• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନକଲି ପ୍ରମାଣପତ୍ର ମାମଲା : ୧୫୦ରୁ ଅଧିକ ଶିକ୍ଷକ ବହିଷ୍କୃତ

Proprietor Abhimanyu Maharana by Proprietor Abhimanyu Maharana
April 16, 2023
in ଅପରାଧ, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ନକଲି ପ୍ରମାଣପତ୍ର ମାମଲା : ୧୫୦ରୁ ଅଧିକ ଶିକ୍ଷକ ବହିଷ୍କୃତ
Share on FacebookShare on TwitterWhatsapp

ଖୋଳତାଡ଼ ଜାରି ରହିଛି, ପାଖାପାଖି ୧୫୦ରୁ ଅଧିକ ଶିକ୍ଷକଙ୍କୁ ବହିଷ୍କାର କରାଯାଇଛି ।

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :– ନକଲି ପ୍ରମାଣପତ୍ର ମାମଲାରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି । ଏହି ଘଟଣା ସମ୍ପର୍କରେ ପୂର୍ବରୁ ଖବର ଥିଲା । ଖୋଳତାଡ଼ ଜାରି ରହିଛି, ପାଖାପାଖି ୧୫୦ରୁ ଅଧିକ ଶିକ୍ଷକଙ୍କୁ ବହିଷ୍କାର କରାଯାଇଛି । ଏତଲା ମଧ୍ୟ ଦିଆଯାଇଛି, ମୟୂରଭଞ୍ଜରେ ମାମଲା ରୁଜୁ ହୋଇ କେତେକ ଗିରଫ ହୋଇଛନ୍ତି । ଏହାଏକ ନିରନ୍ତର ପ୍ରକ୍ରିୟା ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ବିବରଣୀ ପ୍ରସ୍ତୁତ କରି କାର୍ଯ୍ୟନୁଷ୍ଠାନ ନେବାକୁ ନିର୍ଦେଶ ଦିଆଯାଇଛି । ପ୍ରମାଣପତ୍ର ଅସଲି କିମ୍ବା ନକଲି ତାହା ସ୍ପଷ୍ଟ କରିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାର ବିଶ୍ବବିଦ୍ୟାଳୟକୁ ଚିଠି କରାଯାଉଛି। ସ୍ବତନ୍ତ୍ର ଦଳ ଗଠନ ପାଇଁ କିଛି ଆବଶ୍ୟକତା ଆସିନି ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି। ଅନ୍ୟପକ୍ଷରେ ଖରାକୁ ଦେଖି ଏପ୍ରିଲ ୧୬ ପରେ ବିଦ୍ୟାଳୟ ଖୋଲିବ କି ଛୁଟି ରହିବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ।

ରାଜ୍ୟ ସରକାର ଓ ରାଜସ୍ବ ବିଭାଗ ଯାହା ନିଷ୍ପତ୍ତି ନେବ, ତାକୁ ସବୁ ବିଭାଗ କାର୍ଯ୍ୟକାରୀ କରିବେ। ସେହିପରି ଚୁକ୍ତିଭିତ୍ତିକ ଶିକ୍ଷକ ନିୟମିତ ହେବା ପ୍ରସଙ୍ଗରେ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କରନ୍ତି। ଏହାଦ୍ବାରା ଶିକ୍ଷା କ୍ଷେତ୍ରରେ ଅଧିକ ମନୋନିବେଶ ପାଇଁ ଶିକ୍ଷକ-ଶିକ୍ଷୟିତ୍ରୀ ଉତ୍ସାହିତ ହେବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026
ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026
ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version