• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ବିଜୟୀ ଏବଂ ପରାଜିତ ଦଳକୁ ଟ୍ରଫି ପ୍ରଦାନ କଲେ – ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
April 17, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ବିଜୟୀ ଏବଂ ପରାଜିତ ଦଳକୁ ଟ୍ରଫି ପ୍ରଦାନ କଲେ – ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

୧୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୂଆଗାଁ :- ନୂଆଗାଁ ବ୍ଲକ ସଦରମହକୁମା ନୂଆଗାଁ ହାଇସ୍କୁଲ୍ ପଡ଼ିଆରେ ଏଫ୍ ଇ ସି ସି ଆନୁକୂଲ୍ୟରେ ଚାଲିଥିବା ଏନ୍ ପି ଏଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ୍ ଟି ପଞ୍ଚସଖା କୃଷକ କ୍ଲବ୍ ସହିତ ରାମେଶ୍ୱର ସୁପର ମାକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ରାମେଶ୍ବର ସୁପର ମାର୍କେଟ ଟଚ୍ ୱିନ୍ କରି ନିର୍ଦ୍ଧାରିତ ୧୫ ଉଭରରେ ୯ୱିକେଟ୍ ହରାଇ ୧୧୭ ରନ୍ କରିଥିଲା। ଜବାବରେ ପଞ୍ଚସଖା କୃଷକ କ୍ଲବ୍ ୧୩.୫ ବଲ୍ ରେ ୮ୱିକେଟ୍ ହରାଇ ୧୧୯ ରନ୍ ଚମ୍ପିୟାନ ହୋଇଥିଲା l ମୁଖ୍ୟ ଅତିଥି ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ନୂଆଗାଁ ଏଫ୍ ଇ ସି ସି ତରଫରୁ ଏଭଳି ଏକ ଏନ୍ ପି ଏଲ ମ୍ୟାଚ ଆୟୋଜନ କୁ ପ୍ରଶଂସା କରିବା ସହ ଗ୍ରାମାଞ୍ଚଳ ରେ ଯୁବକ ମାନଙ୍କ ମଧ୍ୟରେ ଲୁଚିରହିଥିବା ପ୍ରତିଭା ବିକଶିତ ହେବାର ଏହା ଏକ ମାଧ୍ୟମ ଏବଂ କ୍ରୀଡାର ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟା ଏବଂ ଗୁରୁତ୍ବ ଉପରେ ବର୍ଣ୍ଣନା କରିଥିଲେ।ତତ୍ ସହିତ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ନିଜେ ମଧ୍ୟ କ୍ରିକେଟ୍ ଖେଳିଥିଲେ । ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଶକ୍ତି ଭାରତ ଗ୍ୟାସ ମାଲିକ ଶକ୍ତି ପ୍ରସାଦ ପ୍ରଧାନ, ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳବେହେରା, ପ୍ରମୋଦ କୁମାର ପ୍ରଧାନ, ନରେନ୍ଦ୍ର କୁମାର ସାହୁ, ରମେଶ ଚନ୍ଦ୍ର ପ୍ରଧାନ, ସାରଦା ପ୍ରସାଦ ଖଣ୍ଡୁଆଳ, ନୂଆଗାଁ ପଞ୍ଚାୟତ ବିଜେଡ଼ି ସଭାପତି ପ୍ରକାଶ କୁମାର ନାୟକ,ପଞ୍ଚସଖା କୃଷକ କ୍ଲବ୍ ର ମାଲିକ ଭଗବାନ ପ୍ରଧାନ, ରାମେଶ୍ବର ସୁପର ମାର୍କେଟ ଦଳ ର ମାଲିକ ଲକ୍ଷ୍ମୀଧର ପରିଡ଼ା ପ୍ରମୁଖ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଦଶପଲ୍ଲା ଯୁବ ବିଧାୟକ ଚାମ୍ପିଅନ ଦଳକୁ ଟ୍ରଫି ପ୍ରଦାନ କରି ପରାଜିତ ଦଳକୁ ରନର୍ସ ଅଫ ଟ୍ରଫି ପ୍ରଦାନ କରିଥିଲେ । ଆଜିର ମ୍ୟାଚକୁ ଅଞ୍ଜନ ଗୋଚ୍ଛାୟତ ଓ ବିଜୟାନନ୍ଦ ସ୍ୱାଇଁ ଖେଳଟିକୁ ପରିଚାଳନା କରିଥିଲେ।ଏଫ୍ ଇ ସି ସିର କ୍ଲବର ସଭାପତି ଅଶୋକ କୁମାର ନାୟକଙ୍କ ସମେତ କ୍ଳବର୍ ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମକୁ ସହଯୋଗ କରିବା ସହ ଦଶପଲ୍ଲା ବିଧାୟକ ଙ୍କ ପ୍ରଚେଷ୍ଟା ଯୋଗୁଁ ପଡିଆର ସୋନ୍ଦର୍ଯ୍ୟ କରଣ ବୃଦ୍ଧି ପାଇଛି ଏବଂ ବିଧାୟକ ଙ୍କ ସହଯୋଗ ପାଇଁ ଏନ୍ ପି ଏଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଚିତ୍ତାକର୍ଷକ ହୋଇପାରିଛି ବୋଲି କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version