• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନନ୍ୟା ମେଧା ପ୍ରତିଭା : ଆଦର୍ଶ ଛାତ୍ରୀ ବାଲୁଗାଁର ଦୀପ୍ତି ସାହୁ

Proprietor Abhimanyu Maharana by Proprietor Abhimanyu Maharana
April 20, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଅନନ୍ୟା ମେଧା ପ୍ରତିଭା : ଆଦର୍ଶ ଛାତ୍ରୀ ବାଲୁଗାଁର ଦୀପ୍ତି ସାହୁ
Share on FacebookShare on TwitterWhatsapp

୧୯ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲୁଗାଁ :- ଏକଦା ଉତ୍କଳର କଥା,ଗାଥା, ପରମ୍ପରା,ଜନସମାଜ,ଶିକ୍ଷା,ଶାସନ ତନ୍ତ୍ର,ଶିଳ୍ପ,ବାଣିଜ୍ୟ ଓ ରାଜନୀତି ଆଦି ସାମାଜିକ ବିକାଶର ଅନୁଭବ ସ୍ତରରେ ଦ୍ୱିଗୁଣିତ ହେଉଥିଲା,ଠିକ୍ ସେହି ସମୟରେ ବିଦେଶୀ ବା ଅଣଓଡ଼ିଆ ମାନଙ୍କର କୃର ଚକ୍ରାନ୍ତ, ଓଡ଼ିଆ ଭାଷା ଓ ସାହିତ୍ୟ ସଂସ୍କୃତିର ବିଲୋପ ଦିଗରେ ହୀନ ଚେଷ୍ଟା ଚାଲିଥିଲା ସେହି ସନ୍ଧିକ୍ଷଣରେ ଅନେକ ଯୋଗଜନ୍ମା,ସାରସ୍ବତ ବରେଣ୍ୟ ସାଧକ ନିଜର ପ୍ରଚେଷ୍ଟା ବଳରେ ଓଡ଼ିଆର ସ୍ଵତନ୍ତ୍ରତା ପାଇଁ ସ୍ଵର ଉତ୍ତୋଳନ କରି ଭାଷା ଓ ଜାତିକୁ ବଞ୍ଚାଇଥିଲେ । ଆଜି ଆମ ଗହଣରେ ମଧ୍ୟ ଅନେକ ନବୀନ ପ୍ରବୀଣ ପ୍ରତିଭା ଅଛନ୍ତି ଯେଉଁ ମାନେ ସେହି ମହା ମାନବଙ୍କ ପ୍ରେରଣାରେ ଉଦବୁଦ୍ଧ ହୋଇ ଆମ ଭାଷା ଆଉ ସାହିତ୍ୟକୁ ଭଲପାଇ ଏଥିରେ ପିଲାଦିନୁ ନିଜର ରୁଚି ରଖି ଆଜି ସମାଜ ଆଗରେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି ସେଇଭଳି ମେଧା ପ୍ରତିଭା,କବି,ଚିତ୍ରଶିଳ୍ପୀ ହେଉଛନ୍ତି ଦୀପ୍ତି ସାହୁ ।ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ସୁବୁଦ୍ଧି ପାଟଣା ଗ୍ରାମର ପିତା ବସନ୍ତ କୁମାର ସାହୁ ଓ ମାଆ ଛବି ସାହୁଙ୍କ କନିଷ୍ଠ କନ୍ୟା ଦୀପ୍ତି ୨୦୦୪ ମସିହାରେ ଜନ୍ମ ଗ୍ରହଣ କରିଛନ୍ତି । ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ ବରକୂଳରୁ ମାଟ୍ରିକ ପାସ୍ ପରେ ଅଧୁନା ବାଲୁଗାଁ କଲେଜର ଯୁକ୍ତ ୩ କଳା ବିଭାଗର ଛାତ୍ରୀ । ସେ ଭଲ ପାଠ ପଢିବା ସହିତ ଗୀତ ଗାଇବା,ନୃତ୍ୟ ପରିବେଷଣ,ବକ୍ତୃତା ପ୍ରଦାନ,କବିତା ଲେଖିବା ଓ ଭଲ ଚିତ୍ରାଙ୍କନ କରି ନିଜର କଳା ପ୍ରତିଭାକୁ ବିଭିନ୍ନ ଜାଗାରେ ପରିବେଷଣ କରି ଖୁବ୍ କୃତିତ୍ୱ ଅର୍ଜନ କରିଛନ୍ତି । ଯେତେବେଳେ ସେ ବଡକୂଳ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ସଙ୍ଗୀତ ପତିଯୋଗିତାରେ ପ୍ରଥମ ସ୍ଥାନ,ନବମ ଶ୍ରେଣୀରେ ସିନିୟର ଜୁବ୍ଲି ଏଯେୟାଇସି କ୍ଲବର ଆୟୋଜିତ ପରେ ବ୍ଲକସ୍ତରୀୟ,ଜିଲ୍ଲା ସ୍ତରୀୟ ଓ ହାଇସ୍କୁଲର ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ସଫଳତା ହାସଲ କରିଛନ୍ତି । ବିଗତ ଦିନରେ ନିଜ ଗ୍ରାମ ନିକଟସ୍ଥ ଓଡ଼ି ଆର୍ଟ ସେଣ୍ଟର ପରିସରରେ ଆୟୋଜିତ କାଣ୍ଣୀଭାଲ ଉତ୍ସବରେ ଭାଗ ନେଇ ନୃତ୍ୟ ପରିବେଷଣ କରି ସେଠାରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରିପାରିଛନ୍ତି । ବାଲୁଗାଁ କଲେଜରେ ୬୭ ତମ ବନ୍ୟଜନ୍ତୁ ସପ୍ତାହ କାର୍ଯ୍ୟକ୍ରମରେ ଇଂରାଜୀରେ ବକ୍ତୃତା ପ୍ରଦାନ କରି ସେଠାରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଗ୍ରାମାଞ୍ଚଳ ରେ ରହି ମଧ୍ୟ ନିଜର ଦୃଢ଼ ଏକ ନିଷ୍ଟ ସାଧନା ବଳରେ ସେ ଅନେକ ସଫଳତାକୁ ଆପଣେଇ ପାରିଛନ୍ତି ଏହା ସମସ୍ତଙ୍କ ପାଇଁ ପ୍ରେରଣା ଓ ଆଗକୁ ବଢାଇବାର ଆହ୍ବାନ । ଦୀପ୍ତିଙ୍କ ଏହି ସଫଳତାର ଶ୍ରେୟ ତାଙ୍କ ବାପା ମାଆଙ୍କ ସମେତ ବଡ଼ ଭଉଣୀ ଲକ୍ଷ୍ମୀପ୍ରିୟା ସାନ ଭାଇ ସୋମନାଥଙ୍କୁ ମଣିଛନ୍ତି । ଆଗାମୀ ଦିନରେ ରାଜ୍ୟ ତଥା ଅନ୍ତଜାତୀୟ ସ୍ଥରରେ ନିଜ ପାଖରେ ରହିଥିବା କଳା ଗୁଡ଼ିକ ପ୍ରଦର୍ଶନ କରି ଗୈାରବ ଆଣିବା ତାଙ୍କର ଲକ୍ଷ୍ୟ ବୋଲି ଦୀପ୍ତି ଦୃଢ ମନୋବଳ ପୋଷଣ କରିବା ସହ ଭବିଷ୍ୟତରେ ଓଏଏସ୍ ହେବାର ସ୍ବପ୍ନ ରଖିଛନ୍ତି । ଏହି ବହୁମୁଖି ପ୍ରତିଭାଙ୍କ ସ୍ବପ୍ନ ସଫଳ ହେଉ ସେ କଳା ଦିଗରେ ଆହୁରି ଉନ୍ନତି କରନ୍ତୁ ଏଟିକି ପାର୍ଥନା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026
ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version