• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଦଯାପିତ ହେଲା ମହାନଦୀ ତଟତ୍ସୋବ : ନୃତ୍ୟଗୀତରେ ଝୁମିଲେ ଉପସ୍ଥିତ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
April 20, 2023
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
ଉଦଯାପିତ ହେଲା ମହାନଦୀ ତଟତ୍ସୋବ : ନୃତ୍ୟଗୀତରେ ଝୁମିଲେ ଉପସ୍ଥିତ ଦର୍ଶକ
Share on FacebookShare on TwitterWhatsapp

କଟକ ଜିଲ୍ଲା ପ୍ରତିନିଧି ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ :- କଟକ ସଦର ନିର୍ବାଚନ ମଣ୍ଡଳୀର ନିଶ୍ଚିତକୋଇଲି ବ୍ଲକ କିଶନନଗର ଥାନା ଅନ୍ତର୍ଗତ ଈଷାଣୀ ବହ୍ମପୁର ପଞ୍ଚାୟତର ମଲିପୁର ନିକଟସ୍ଥ ମହାନଦୀ କୂଳରେ ଥିବା ବିସ୍ତୀର୍ଣ ସବୁଜଜୀମା ନଦୀ ପଠାରେ, କଟକ ସଦର ସାମାଜିକ ଓ ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ମହାନଦୀ ତଟତ୍ସୋବ ଏପ୍ରିଲ ୧୫ ତାରିଖ ଠାରୁ ଆରମ୍ଭ ହୋଇ ୧୯ ତାରିଖ ମଧ୍ୟ ରାତ୍ରରେ ଉଦଯାପିତ ହୋଇଛି । କଟକ ସଦର ର ବିକାଶ ପାଇଁ ଉଦ୍ୟମ ଜାରି ରଖିଥୀବା ପୂର୍ବତନ ଯୁବ କ୍ରୀଡାମନ୍ତ୍ରୀ ତଥା କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା  ( ବାବୁନି ବାବୁଙ୍କ ) ସ୍ୱପ୍ନର ମହାନଦୀ ତଟତ୍ସୋବ ପାଞ୍ଚଦିନ ଧରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହୋଇଛି ।ପ୍ରତ୍ୟେକ ଦିନ ସନ୍ଧ୍ୟାରେ କ୍ଷାତନାମା କଳାକାରଙ୍କ ଦ୍ୱାରା ଅନୁଷ୍ଠିତ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ, ଓଡିଶୀ ନୃତ୍ୟ, ବାରିପଦାର ଛଉନୃତ୍ୟ, ସମ୍ବଲପୁରୀ ନୃତ୍ୟ, ମାଲଖମ୍ବ, ବହ୍ମପୁର ଯୋଡ଼ି ଶଙ୍ଖ ବାଦ୍ୟ, ଶଙ୍କର ଓ ପ୍ରଞାନଙ୍କ କମେଡି, ସଂଗୀତ , ଆସାମର ବିହୁ ନୃତ୍ୟର ତାଳେ ତାଳେ ଉପସ୍ଥିତ ଦର୍ଶକ ଝୁମି ଉଠିଥିଲେ । ଏହାସହିତ ବିଭିନ୍ନ ଦିବସରେ ବିଜେଡ଼ି ବରିଷ୍ମ ମନ୍ତ୍ରୀ ବିଧାୟକ ମାନେ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରତ୍ୟେକ ଦିନ କଳାକାର, ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ବ୍ୟକ୍ତି, ସମାଜସେବୀଙ୍କୁ ମାନପତ୍ର ଉପଢୌକନ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।କଟକ ସଦର ବିଧାୟକ ଚନ୍ଦ୍ର ସାରଥୀଙ୍କ ନେତୃତ୍ବରେ ଆୟୋଜିତ ଉଦଯାପନୀ ଉତ୍ସବରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ କୁନା ଭାଇ ଅଧ୍ୟକ୍ଷତା କରିଥିଲେ । ଏହି ଉତ୍ସବରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି, ପୂର୍ବତନ ମନ୍ତ୍ରୀ ତଥା ନରସିହପୁର ବିଧାୟକ ଦେବୀ ପ୍ରସାଦ ମିଶ୍ର, କଟକ ଚୌଦ୍ୱାର ଯୁବ ବିଧାୟକ ସୌଭିକ ବିଶ୍ୱାଳ ଅତିଥି ଭାବେ ଯୋଗ ଦେଇ କହିଲେ ଯେ,କଟକ ସଦର ବିଧାୟକ ଜଣେ କର୍ମ ତତ୍ପର ବିଧାୟକ । କଟକ ସଦର ଉନ୍ନତି ପାଇଁ ସବୁବେଳେ ତାଙ୍କର ଉଦ୍ୟମ ଜାରିରଖିଥାନ୍ତି ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । କଟକ ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ବଡ଼ ବଡ଼ ମେଳା ଆୟୋଜନ କରାଯାଉଥିଲା ବେଳେ, ବ୍ଲକ ସ୍ତରରେ କୌଣସି ଏଭଳି କାର୍ଯ୍ୟ କରାଯାଇ ପାରୁ ନାହିଁ । କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା ଗ୍ରାମାଞ୍ଚଳରେ ପ୍ରଥମ କରି ଖୁବ କମ ସମୟ ମଧ୍ୟରେ, ଏତେବଡ଼ କାର୍ଯ୍ୟ ହାତକୁ ନେଇ ସଫଳ କରିଥିବାରୁ ଭୁୟଂସୀ ପ୍ରଶଂସା କରିବା ସହ ଏହି କାର୍ଯ୍ୟ ଆଗକୁ ଯାରି ରଖିବା ପାଇଁ କହିଥିଲେ । ଉକ୍ତ କାର୍ଯ୍ୟକ୍ରମରେ କଟକ ସଦର ନିର୍ବାଚନ ମଣ୍ଡଳୀର ସରପଞ୍ଚ, ସମିତି ସଭ୍ୟ ସଭ୍ୟା, ଜିଲ୍ଲା ପରିଷଦ ସଭ୍ୟସଭ୍ୟା, ବିଜୁ ଜନତା ଦଳର ଯୁବ,ଛାତ୍ର, ମହିଳା,ବ୍ଲକ ଏବଂ ନଗରର ନବ ନିର୍ବାଚିତ କର୍ମକର୍ତ୍ତା ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ । କଟକ ସଦର ବିଧାୟକଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବିରୋଧୀ ଦଳର କେତେକ ଅଶୈଷ୍ଣ ନେତା ଏଭଳି କାର୍ଯ୍ୟକ୍ରମକୁ ସହ୍ୟ କରିନପାରି ବିଭ୍ରାନ୍ତି କର ବିଵୃତ୍ତି ଦେବା ଘଟଣାକୁ , କଟକ ସଦର ସାମାଜିକ ଓ ସାଂସ୍କୃତିକ ପରିଷଦର ସଦସ୍ୟ ମାନେ ନାପସନ୍ଦ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ କିଶନନଗର ଥାନା ଅଧିକାରୀ, କର୍ମଚାରୀ, ଅଗ୍ନି ଶମ ବାହିନୀ, କଟକ ସଦର ସାମାଜିକ ଓ ସାଂସ୍କୃତିକ ପରିଷଦର ସଦସ୍ୟମାନେ ପାଞ୍ଚଦିନ ଧରି ମଲିପୁର ଠାରେ ଆୟୋଜିତ ମହାନଦୀ ତଟତ୍ସୋବରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version