• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୋଲିସ ବ୍ରଦର ହୂଡ଼ କ୍ରିକେଟ ଟୁର୍ନାମେଣ୍ଟ ଫାଇନାଲ ରେ ଆଇଆରବିଏନ କୁ ହରାଇ ଏସଓଜି ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
April 20, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ପୋଲିସ ବ୍ରଦର ହୂଡ଼ କ୍ରିକେଟ ଟୁର୍ନାମେଣ୍ଟ ଫାଇନାଲ ରେ ଆଇଆରବିଏନ କୁ ହରାଇ ଏସଓଜି ଚମ୍ପିୟାନ
Share on FacebookShare on TwitterWhatsapp

୨୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଫୁଲବାଣୀ :- କନ୍ଧମାଳ ଜ଼ିଲ୍ଲା ଫୁଲବାଣୀ ସ୍ଥିତ ମାଦିକୁନ୍ଦ ରିଜର୍ଭ ପଡ଼ିଆ ଠାରେ ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ପାତ୍ର ଙ୍କ ତତ୍ଵା ବଧାନ ରେ ପ୍ରଥମ ଥର ପାଇଁ ଜ଼ିଲ୍ଲା ରେ କର୍ତଵ୍ୟରତ ବିଭିନ୍ନ ସୁରକ୍ଷା ବାହିନୀ ମଧ୍ୟରେ ଉତ୍ତମ ବୁଝାମଣା, ସମ୍ମନୟ ଓ ଭାଇ ଚାରା ସୃଷ୍ଟି କରିବା ପାଇଁ 15-4-23 ଠାରୁ 19-4-23 ପର୍ଯ୍ୟନ୍ତ ଏକ ବ୍ରଦରହୁଡ କ୍ରିକେଟ ଟୁର୍ନାମେଣ୍ଟ ଆୟୋଜିତ କରାଯାଇଥିଲା l ଆୟୋଜିତ ଏହି କ୍ରିକେଟ ଟୁର୍ନାମେଣ୍ଟ ରେ କନ୍ଧମାଳ ପୋଲିସ ସହ, ବିଏସଏଫ, ଏସ ଏସ ବିଏନ,ସିଆର ପିଏଫ, ବିଏସଏଫ, ଡିଭିଏଫ, ହୋମଗାର୍ଡ ଓ ଆଇ ଆର ବିଏନ ଅଂଶ ଗ୍ରହଣ କରିଥିଲେ l ଏହି ଫାଇନାଲ ମ୍ୟାଚ ରେ ପ୍ରଥମେ ଆଇଆର ବିଏନ ବ୍ୟାଟିଙ୍ଗ କରି ନିର୍ଦ୍ଧାରିତ କୋଡିଏ ଓଭର ରେ 168 ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ l ଆଇଆରବିଏନ ଦଳ ପକ୍ଷରୁ ପବିତ୍ର ସାହାଣୀ ଚିତାକର୍ଷକ ଶଟ ମାନ ଖେଳି 45 ବଲ ରେ 9 ଚୌକା ଓ 7 ଚକା ସହ 89 ରନ କରି ଦର୍ଶକଙ୍କ ମନ ଜିଁଣିଥିଲେ l ଜିତିବା ପାଇଁ 169 ରନ ପିଛା କରି ଏସଓଜି ଯବାନ ମାତ୍ର 3 ଉଇକେଟ 173 ରନ କରି ବିଜୟ ହାସଲ କରିନେଇଥିଲେ l

ଏସଓଜି ଦଳପକ୍ଷରୁ ନିର୍ଭରଶିଳ ବ୍ୟାଟ୍ସମ୍ୟାନ ଶଙ୍କର 25 ବଲ ରୁ 5ଟି ଚୌକା ଓ 3 ଟି ଛକା ସହାୟତା ରେ 47 ରନ ଏଂବ ଦଳର ହାର୍ଡ ହିଟର ଦେବାଶିଷ ଦେହୁରୀ ମାତ୍ର 11 ଟି ବଲ ରେ 2 ଟି ଚୌକା ଓ 4ଟି ବିଶାଳ ଛକା ସହାୟତା ରେ ଦ୍ରୁତ 35 ରନ କରି ଦଳକୁ ବିଜୟ କରିବା ରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ l ଉଭୟ ଦଳ ପକ୍ଷରୁ ବିଶାଳକାୟଛକା ବର୍ଷଣ ହୋଇଥିଲା ଏହା ସହିତ ଫାଇନାଲ ମ୍ୟାଚ ରେ ଅମ୍ପାୟାରିଙ୍ଗ କରିବା ପାଇଁ ସୁଦୂର କେନ୍ଦ୍ରାପଡ଼ା ରୁ ଆସିଥିବା ଡ୍ୟାନସିଂ ଅମ୍ପାୟାର ବିକନ ଦର୍ଶକଙ୍କ ବେଶ ମନୋରଞ୍ଜନ କରିଥିଲେ l ମୁଖ୍ୟ ଅତିଥି ଆରକ୍ଷୀ ଅଧିକ୍ଷ୍ୟକ ଶୁଭେନ୍ଦୁ ପାତ୍ର ଚମ୍ପିୟାନ ଓ ରନର୍ସ ଦଳଙ୍କୁ ଟ୍ରଫି ପ୍ରଦାନ କରିଥିଲେ l ଏହି ଟୁର୍ନାମେଣ୍ଟ ରେ ସର୍ବ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରିଥିବା ଏସ ଓ ଜି ଦଳ ର ତନ୍ମୟ ଦଳେଇ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ, ଆଇ ଆର ବିଏନ ଦଳ ର ହାର୍ଡ ହିଟର ପବିତ୍ର ସାହାଣୀ ଙ୍କୁ ମ୍ୟାନ ଅଫ ଦି ସିରିଜ, ଆଇଆରବିଏନ ଦଳ ର ଭରୋସା ଯୋଗ୍ୟ ବ୍ୟାଟ୍ସମ୍ୟାନ ମୃତ୍ୟୁଞ୍ଜୟ ମଲ୍ଲିକ ଙ୍କୁ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଓ ଟୁର୍ନାମେଣ୍ଟ ରେ ଉର୍ନତଧରଣ ବୋଲିଂ କରି ବ୍ୟାଟ୍ସମ୍ୟାନ ଧରାଶାୟୀ କରିଥିବା ଏସ ଓ ଜି ଦଳର ମନୋଜ ମହାନନ୍ଦ ଙ୍କୁ ଶ୍ରେଷ୍ଠ ବୋଲର ଭାବେ ମୁଖ୍ୟ ଅତିଥି ଓ ସଂମ୍ମାନିତ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଥିଲା l

ସନ୍ନମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଲଳିତ କୁମାର ପଟ୍ଟନାୟକ, ଡେପୁଟି କମାଡେଣ୍ଟ ପ୍ରଦୀପ କୁମାର ରାଉତ ଯୋଗ ଦେଇଥିବା ବେଳେ ରିଜର୍ଭ ଇନିସ୍ପେକ୍ଟର ଧର୍ମେନ୍ଦ୍ର ପ୍ରଧାନ, ସରଜେଣ୍ଟ ସରୋଜ ନାୟକ ଏଂବ ଷ୍ଟାଫ ଟୁର୍ନାମେଣ୍ଟ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅତିସୁନ୍ଦର ଭାବରେ ପରିଚାଳନା କରିଥିଲେ l ଶେଷରେ ଦର୍ଶକ ଙ୍କ ମନଜୀଣିଥିବା ଦୁଇ ଡ୍ୟାନସିଂ ଅମ୍ପାୟାର ଙ୍କୁ ମଧ୍ୟ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version