• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଣପୁର ଶ୍ରୀ ଶ୍ରୀ ବାବା ଗୁପ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ ଓ ଅଷ୍ଟଶମ୍ଭୁ ମେଳନ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
April 22, 2023
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ହୋମ୍
0
ବାଣପୁର ଶ୍ରୀ ଶ୍ରୀ ବାବା ଗୁପ୍ତେଶ୍ୱର ଦେବଙ୍କ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ ଓ ଅଷ୍ଟଶମ୍ଭୁ ମେଳନ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୨୨ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଣପୁର :- ଖୋର୍ଦ୍ଧା ଜିଲ୍ଲା ବାଣପୁରର ପୁରାତନ ଶୈବପୀଠ ଶ୍ରୀ ଶ୍ରୀ ଗୁପ୍ତେଶ୍ୱର ମହା ଦେବଙ୍କ ପୀଠରେ ୧୮ ତାରିଖ ମଙ୍ଗଳବାର ଠାରୁ ୨୧ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ଚାରିଦିନ ଧରି ବିଶ୍ଵଶାନ୍ତି ମହାଯଜ୍ଞ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ଅବସରରେ ତେଇଶ ଦେବା ଦେବୀଙ୍କ ମହା ମେଳନ ଉତ୍ସବ ଅନୁଷ୍ଠିତ ହୋଇଥିଲା । ୪ ଦିନ ବ୍ୟାପୀ ମହାଯଜ୍ଞ ଚାଲିଥିବା ବେଳେ , ପିଠାଧିପତି ଶ୍ରୀ ଶ୍ରୀ ଗୁପ୍ତେଶ୍ୱର ଦେବ ଏହି ଯଜ୍ଞ ପୂର୍ବରୁ ବିଭିନ୍ନ ଗ୍ରାମର ୨୩ ଦେବାଦେବୀଙ୍କୁ ଯଜ୍ଞର ପୂର୍ଣ୍ଣାହୁତି ଅବସରରେ ସମସ୍ତଙ୍କୁ ମହା ମିଳନ ନିମନ୍ତେ ତାଙ୍କ ଦେବ ପୀଠକୁ ବିଧିବିଧାନ ଅନୁଯାଇ ନିମନ୍ତ୍ରଣ କରିଥିଲେ ।ସ୍ଥାନାଧିପତି ଗୁପ୍ତେଶ୍ୱର ଦେବଙ୍କ ନିମନ୍ତ୍ରଣ କ୍ରମେ ବାଣପୁର ବାଲୁଗାଁ ଅଞ୍ଚଳର ଶ୍ରୀ ଶ୍ରୀ ରାମେଶ୍ଵର ଦେବ ବିଜେ ଗବପଦର, ଶ୍ରୀ ଶ୍ରୀ ଗତିଶ୍ୱର ଦେବ ବିଜେ ଦୁଲଣୀ ଶାସନ, ଶ୍ରୀ ଶ୍ରୀ ଜଗତେଶ୍ୱର ଦେବ ବିଜେ ମଙ୍ଗଳପୁର ଶାସନ, ଶ୍ରୀ ଶ୍ରୀ ସୋମନାଥଶ୍ୱର ଦେବ ବିଜେ ଏକ ଡ଼ାଳିଆ, ଶ୍ରୀ ଶ୍ରୀ ଗୁପ୍ତେଶ୍ୱର ଦେବ ବିଜେ ରଘୁନାଥ ପୁର ବାଲୁଗାଁ, ଶ୍ରୀ ଶ୍ରୀ ଗତିଶ୍ୱର ଦେବ ବିଜେ ମଙ୍ଗରାଜ ପୁର, ଶ୍ରୀ ଶ୍ରୀ କପିଳେଶ୍ଵର ଦେବ ବିଜେ ସାନହନ୍ତୁଆଡ, ଶ୍ରୀ ଶ୍ରୀ ବ୍ରହ୍ମେଶ୍ୱର ଦେବ ବିଜେ ପଲଟଣ ପଡ଼ିଆ, ଶ୍ରୀ ଶ୍ରୀ ବାଲୁଙ୍କେଶ୍ବର ଦେବ ବିଜେ ଦୋଳ ମୁଣ୍ଡାଇ, ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଦେବ ବିଜେ ବଡ଼କୂଳ, ଶ୍ରୀ ଶ୍ରୀ ବାଙ୍କନିଧି ଦେବ ବିଜେ ଗବପଦର, ଶ୍ରୀ ଶ୍ରୀ ଗଛବାଲୁଙ୍କେଶ୍ୱର ଦେବ ବିଜେ ହାତୀମୁଣ୍ଡା,ଶ୍ରୀ ଶ୍ରୀ ଧବଳେଶ୍ଵର ଦେବ ବିଜେ ଭେଲେରୀ, ଶ୍ରୀ ଶ୍ରୀ କୁଞ୍ଜବିହାରୀ ଦେବ ବିଜେ ସାନହନ୍ତୁଆଡ, ଶ୍ରୀ ଶ୍ରୀ ବୃନ୍ଦାବନଚନ୍ଦ୍ର ଦେବ ବିଜେ ଭୀମପୁର, ଶ୍ରୀ ଶ୍ରୀ ରଘୁନାଥ ଦେବ ବିଜେ ଭୀମପୁର, ଶ୍ରୀ ଶ୍ରୀ ଉତ୍ତରାୟଣୀ ଦେବୀ ବିଜେ ବିଞ୍ଝଳା, ଶ୍ରୀ ଶ୍ରୀ ପାଦୁକାୟୀ ଦେବୀ ବିଜେ ଖଣନ୍ତ, ଶ୍ରୀ ଶ୍ରୀ ଭୁଇଁୟାଣୀ ଦେବୀ ବିଜେ ଖଣନ୍ତ, ଶ୍ରୀ ଶ୍ରୀ ବାଟମଙ୍ଗଳା ଦେବୀ ବିଜେ ବିଜେ ଗୋପୀନାଥପୁର, ଶ୍ରୀ ଶ୍ରୀ ଜଗତେଶ୍ୱର ଦେବ ବିଜେ ସୁବୁଦ୍ଧିପାଟଣା, ଶ୍ରୀ ଶ୍ରୀ ଲୋକନାଥ ଦେବ ବିଜେ ବାଲିପଦର ଆଦି ବିଜେ କରିଥିଲେ । ତେବେ ଶୁକ୍ରବାର ପ୍ରାତଃ କାଳରେ ସମସ୍ଥ ଦେବାଦେବୀ ସୁସଜ୍ଜିତ ବିମାନ ସହ ଘଣ୍ଟ, କାହାଳୀ, ମଶାଲ ପାଟ ପଟୁଆର ସହିତ ବାବା ଗୁପ୍ତେଶ୍ୱର ଦେବଙ୍କ ପୀଠରେ ପହଞ୍ଚି ଥିଲେ । ତେବେ ସମସ୍ତ ଦେବାଦେବୀ ନିଜ ନିଜ ଆସନ ଗ୍ରହଣ କରିବା ପରେ ନିତିକାନ୍ତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା ଓ ଅପରାହ୍ନ ସମୟରେ ଯଜ୍ଞର ପୂର୍ଣ୍ଣାହୁତି ପରେ ସମସ୍ତ ଦେବାଦେବୀ ଙ୍କର ମେଳଣ ପର୍ବ ଅନୁଷ୍ଠିତ ହୋଇଥିଲା । ଚିଲିକା ବିଧାୟକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦ୍ଦେବ ଙ୍କ ଧର୍ମ ପତ୍ନୀ ସୁ ସଙ୍ଘଠିକା ନାରୀନେତ୍ରୀ ଶ୍ରୀମତୀ ସ୍ୱାଗତିକା ଜଗଦ୍ଦେବ,ଖୋର୍ଦ୍ଧା ଜିଲ୍ଲା ଵିଜୁ ଜନତା ଦଳର ସାଧାରଣ ସମ୍ପାଦକ୍ ତଥା ବାଣପୁର ବ୍ଲକ ବିଧାୟକ ପ୍ରତିନିଧି ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ, ବାଣପୁର ବ୍ଲକ ସାଂସଦ ପ୍ରତିନିଧି ଶ୍ରୀଯୁକ୍ତ ଯଦୁ ପ୍ରଧାନ, ତୋର ସିଂହ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଆକାଶ ପ୍ରଧାନ, ତୁମୁରାପୁଟ୍ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଅକ୍ଷୟ ସେଠୀ,ଅଷ୍ଟଶମ୍ଭୁ ମେଳଣ ରେ ଯୋଗଦେଇ ଆଶ୍ରିବାର୍ଦ ଭିକ୍ଷା ଲାଭ କରିଥିଲେ, ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳର ଶତାଧିକ ଭକ୍ତଙ୍କର ସମାଗମ ହୋଇଥିଲା । ଚାରି ଦିନ ଧରି ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମକୁ ଗାଲୁଆ ଗ୍ରାମବାସୀ ବୃନ୍ଧ ଏବଂ ମାଟିର ପୁଅ ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପ ସଭାପତି ଶ୍ରୀଯୁକ୍ତ ଗୋପୀନାଥ ମହାରଣା ଦ୍ୱାରା ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026
ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version