• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ ଆଶ୍ରୟ ‘ ପକ୍ଷରୁ ସାହିତ୍ୟ ଉତ୍ସବ ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
April 23, 2023
in ଓଡ଼ିଶା, ରାୟଗଡା, ହୋମ୍
0
‘ ଆଶ୍ରୟ ‘ ପକ୍ଷରୁ ସାହିତ୍ୟ ଉତ୍ସବ ଆୟୋଜନ
Share on FacebookShare on TwitterWhatsapp

୨୩ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡ଼ା :- କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟା ତୃତୀୟା ଅବସରରେ ରାୟଗଡ଼ ଜିଲ୍ଲା ସଦରମହକୁମା ଅ‌ନ୍ତର୍ଗତ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ପରିସରରେ ନୟାଗଡ଼ ଜିଲ୍ଲାର ଶରଣକୁଳ ଠାରେ ଅବସ୍ଥାପିତ ଆଶ୍ରୟ ଦିବ୍ଯାଙ୍ଗ ସେବାଶ୍ରମ ତରଫରୁ ଆଶ୍ରୟ ସାହିତ୍ୟ ଉତ୍ସବ -୨୦୨୩ ଆଲୋଚନାଚକ୍ର, ପତ୍ରିକା ଏବଂ ପୁସ୍ତକ ଉନ୍ମୋଚନ, ପ୍ରତିଭା ସମ୍ମାନ ଏବଂ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି ।ବିଶିଷ୍ଟ କବି ତଥା ଆଶ୍ରୟ ସଂଗଠନର ସଦସ୍ୟ ଶ୍ରୀଯୁକ୍ତ ଜୟଦେବ ସିଠଙ୍କ ସଂଯୋଜିତ ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ସୁସାହିତ୍ଯକ ଶ୍ରୀଯୁକ୍ତ ବଙ୍ଗାଳୀ ନନ୍ଦ ମୁଖ୍ଯ ଅତିଥି,ଡ଼: ଦୁଷ୍ମନ୍ତ କୁମାର ମହାନ୍ତି ମୁଖ୍ୟ ବକ୍ତା, ଡ଼: ଗୌରାଙ୍ଗ ଚରଣ ରାଉତ, ଶ୍ରମିକ ନେତା ଶ୍ରୀ ଯୋଗେଶ୍ଵର ଦାସ , ଆଶ୍ରୟର ପ୍ରତିଷ୍ଠାତା ଲୋକନାଥ ଦାଶ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରି “ସାହିତ୍ୟରେ ଅବହେଳିତ ସଂପ୍ରଦାୟ”ଶୀର୍ଷକ ଆଲୋଚନାଚକ୍ରରେ ନିଜସ୍ଵ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ଅତିଥି ମାନଙ୍କ ସଂଗଠନର ମୁଖପତ୍ର ଆଶ୍ରୟ ଏବଂ କବୟିତ୍ରୀ ଶ୍ରୀମତୀ ଅହଲ୍ୟା ମହାରଣାଙ୍କ ତୃତୀୟ କବିତା ସଂକଳନ ‘ପୂର୍ବାଶା’ର ଉନ୍ମୋଚନ କରିଥିଲେ । ନାରୀ କବି ଶ୍ରୀମତୀ ପଦ୍ମିନୀ ମିଶ୍ର, ସସ୍ମିତା ମିଶ୍ର, ତ୍ରିବେଣୀ ମିଶ୍ର, ଅହଲ୍ୟା ମହାରଣା ଓ ମହେଶ୍ବତା ପାଣିଗ୍ରାହୀଙ୍କୁ ମାନପତ୍ର,ଅଙ୍ଗ ବସ୍ତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ବ୍ୟଙ୍ଗ ଶିଳ୍ପୀ ପ୍ରଭାକର ମିଶ୍ର (ଟୁନା ଟନ ଟନ) ହାସ୍ୟରସ ପରିବେଷଣ କରିଥିଲେ ।ଦ୍ବିତୀୟ ଅଧିବେଶନରେ ଶ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ପାଢ଼ୀ, ସସ୍ମିତା ମିଶ୍ର, ପ୍ରଦିପ ନାୟକ,ମହେଶ୍ବତା ପାଣିଗ୍ରାହୀଙ୍କ ସଂଯୋଜନାରେ ୨୫ ଜଣରୁ ଉର୍ଦ୍ଧ୍ଵ କବି, କବୟିତ୍ରୀ ସ୍ବରଚିତ କବିତା ଆବୃତ୍ତି କରିଥିଲେ । କାର୍ଯକ୍ରମ ପ୍ରାରମ୍ଭରେ ପ୍ରଫୁଲ୍ଲ ନାହାକ ଦାସକାଠିଆ ମାଧ୍ୟମରେ ସଂଗୀତ ଏବଂ ବିଦ୍ୟାଳୟର ଛାତ୍ରୀ ବୃନ୍ଦ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ପ୍ରଧାନ ଶିକ୍ଷକ ଶ୍ରୀ ବିଜୟ କୁମାର ଚୌଧୁରୀ, ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ତ୍ରିବେଣୀ ମିଶ୍ର, କବି ଲଳିତ କୁମାର ଜେନାଙ୍କ ସହ ସ୍ଵାମୀ ବିବେକାନନ୍ଦ ସ୍କୁଲ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲା ବେଳେ ଶ୍ରୀମତୀ ପଦ୍ମିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version