• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତ ସମିତି ମୋହନା ର ଚତୁର୍ଥ ସାଧାରଣ ବୈଠକ, ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
April 27, 2023
in ଓଡ଼ିଶା, ଗଜପତି, ହୋମ୍
0
ପଞ୍ଚାୟତ ସମିତି ମୋହନା ର ଚତୁର୍ଥ ସାଧାରଣ ବୈଠକ, ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା
Share on FacebookShare on TwitterWhatsapp

୨୬ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ମୋହନା ବ୍ଲକ ବିଜୁ କଲ୍ୟାଣ ମଣ୍ଡପ ଠାରେ ବ୍ଲକ ଅଧକ୍ଷ ରଞ୍ଜୀବ ଶବର ଙ୍କ ଅଧକ୍ଷତାରେ ଚତୁର୍ଥ ସାଧାରଣ ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ବ୍ଲକ ଉପାଧକ୍ଷ ବାଲ୍ମୀନା ଅଧିକାରୀ, ଗୋଷ୍ଠି ଉନ୍ନୟନ ଅଧିକାରୀ ତପସ୍ୱିନୀ ହଂସଦା, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର କୁମାର ମଲ୍ଲିକ, ସୁନୀଲ କୁମାର ବିଷୋୟୀ ଙ୍କ ସମେତ ସାଂସଦ ଏବଂ ବିଧାୟକ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।ଏହି ବୈଠକରେ ବରିଷ୍ଠ ପଞ୍ଚାୟତ ନିର୍ବାହୀ ଅଧିକାରୀ ରବି କୁମାର ପାତ୍ର ପୂର୍ବ ବୈଠକର ବିବରଣୀ ପଠନ କରିବା ସହ ଗୋଷ୍ଠି ଉନ୍ନୟନ ଅଧିକାରୀ ଏବଂ ବ୍ଲକ ଅଧକ୍ଷ ଦୁହେଁ ଉପସ୍ଥିତ ପଞ୍ଚାୟତ ପ୍ରତିନିଧି ଏବଂ ସମସ୍ତ ବିଭାଗରୁ ଆସିଥିବା ଅଧିକାରୀଙ୍କୁ ସ୍ୱାଗତ କରି ବୈଠକ ଆରମ୍ଭ କରିଥିଲେ।ଏହି ବୈଠକରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶିଷ କୁମାର ଶତପଥୀ ଙ୍କ ସହ ସହକାରୀ ଯନ୍ତ୍ରୀ ନାରାୟଣ ପାଢ଼ୀ, କନିଷ୍ଟ ଯନ୍ତ୍ରୀ ପ୍ରଦୀପ୍ତ କୁମାର ସେଠୀ ଙ୍କ ସମେତ ଯୋଗାଣ ଅଧିକାରୀ ସୁବେନ୍ଧୁ ପାଣିଗ୍ରାହୀ, ଶିଶୁ ବିକାଶ ଅଧିକାରିଣୀ ମମତା ମଲ୍ଲିକ, ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ, ବନ ବିଭାଗ, କୃଷି ବିଭାଗ ଅଧିକାରୀ ଭବେନ୍ଦ୍ର ମୁର୍ମୁ, ବ୍ଲକ ଜୀବିକା ମିଶନ, ପାନୀୟ ଜଳସମେତ ସମସ୍ତ ବିଭାଗୀୟ ଅଧିକାରୀ ଙ୍କ ଉପସ୍ଥିତିରେ ସମିତିର ଚତୁର୍ଥ ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ମୋହନା ବ୍ଲକର ୩୯,ଗ୍ରାମ ପଞ୍ଚାୟତ ରେ ବିଭିନ୍ନ ଯୋଜନା ରେ ହେଉଥିବା ଏବଂ ସମ୍ପୂର୍ଣ ହୋଇଥିବା କାର୍ଯ୍ୟ ଗୁଡିକ ସମାର୍କରେ ଉପସ୍ଥିତ ଥିବା ପଞ୍ଚାୟତ ପ୍ରତିନିଧି ମାନଙ୍କୁ ଜଣାଇବା ସହ ବିଭିନ୍ନ ପ୍ରଶ୍ନ ର ଉତ୍ତର ଦେଇଥିଲେ।ବିଶେଷ କରି ଶିକ୍ଷା ବିଭାଗ ସମ୍ପର୍କରେ ଗୁରୁତର ଆଲୋଚନା ହୋଇଥିଲା।ଚଳିତ ବୈଠକରେ ପଞ୍ଚାୟତ ପ୍ରତିନିଧି ଙ୍କ ସହ ସରକାରୀ କର୍ମଚାରୀଙ୍କ ସମେତ ନୂତନ ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଭ୍ୟ ସଭ୍ୟା ଙ୍କୁ ବୈଠକ କୁ ଡକାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

October 12, 2026
ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ

ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ

October 12, 2026
ରା ଉଦୟଗିରିଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରା ଉଦୟଗିରିଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

October 12, 2026
ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

October 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ ‘ଡିଜିଟାଲ ଯୁଗରେ ଜନସମ୍ପର୍କ’ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

October 12, 2026
ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ

ନଦୀ ପାର ହେବା ସମୟରେ ଭାସିଯାଇ ମହିଳା ମୃତ

October 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version