• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପରକନମାଲା ଆଶ୍ରମ ବିଦ୍ୟାଳୟ ର ଶିକ୍ଷକ ପ୍ରହଲ୍ଲାଦ ଖୋସଲା ଙ୍କ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ପରୀକ୍ଷାରେ କୃତ୍ତିତ୍ୱ ହାସଲ

Proprietor Abhimanyu Maharana by Proprietor Abhimanyu Maharana
April 28, 2023
in ଓଡ଼ିଶା, ମାଲକାନଗିରି, ହୋମ୍
0
ପରକନମାଲା ଆଶ୍ରମ ବିଦ୍ୟାଳୟ ର ଶିକ୍ଷକ ପ୍ରହଲ୍ଲାଦ ଖୋସଲା ଙ୍କ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ପରୀକ୍ଷାରେ କୃତ୍ତିତ୍ୱ ହାସଲ
Share on FacebookShare on TwitterWhatsapp

୨୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ମାଲକାନଗିରି :- ଅଧ୍ୟବସାୟ ଓ ନିଷ୍ଠାର ସହିତ ସାଧନା କଲେ ସିଦ୍ଧି ଅବଶ୍ୟ ପ୍ରାପ୍ତ ହୁଏ। ଏହି କଥା କୁ ପ୍ରମାଣିତ କରିଛନ୍ତି କୁଡୁମୁଲୁଗୁମ୍ମା ଠାରେ ରହୁଥିବା ପରକନମାଲା ଆଶ୍ରମ ବିଦ୍ୟାଳୟ ର ଶିକ୍ଷକ ପ୍ରହଲ୍ଲାଦ ଖୋସଲା। କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ନିକଟରେ ଏକ ଛୋଟ ଆଦିବାସୀ ଗାଁ ଡୋଲିଆମ୍ବର ସୁନା ପୁଅ ଶ୍ରୀ ଖୋସଲା ପ୍ରାଥମିକ ଶିକ୍ଷକ ଭାବରେ ମାଲକାନଗିରି ଜିଲ୍ଲା ଜାତି ଓ ଜନଜାତି ଉନ୍ନୟନ ବିଭାଗ ର ଆଶ୍ରମ ବିଦ୍ୟାଳୟ ରେ ପ୍ରାଥମିକ ଶିକ୍ଷକ ଭାବରେ ଯୋଗଦାନ କରିଥିଲେ । ସବୁବେଳେ କିଛି ସ୍ୱତନ୍ତ୍ର କରି ଦେଖାଇବାର ମନୋବୃତ୍ତି ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସେ ଭବିଷ୍ୟତ ଗଢ଼ିବାକୁ ଅଦମ୍ୟ ଉପାସନା କରିଥିଲେ ।

ବିଦ୍ୟାଳୟ ରେ ଶିକ୍ଷାଦାନ ସମୟ ପରେ ବଳକା ସମୟ କୁ ବିନିଯୋଗ କରି ଜଣେ ଅଫିସର ହେବା ର ସାଧନା ଜାରି ରଖିଥିଲେ । ନିଜ ଉଦ୍ୟମରେ ସେ ବିଇଡି ପାଠ୍ୟକ୍ରମ ସଫଳତାର ସହ ଶେଷ କରି ଓଏଏସ୍ ଅଧିକାରୀ ହେବାପାଇଁ ନିଜସ୍ଵ ଢଙ୍ଗରେ ପ୍ରଚେଷ୍ଟା ଜାରି ରଖିଥିଲେ । ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଘୋଷିତ ଅଧିସୂଚନା ଅନୁଯାୟୀ ଶ୍ରୀ ଖୋସଲା ସଫଳତା ର ସହ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବରେ ନିୟୋଜିତ ହେବା ପାଇଁ ଓପିଏସି ଦ୍ୱାରା ଆୟୋଜିତ ପରୀକ୍ଷା ରେ ସଫଳତା ହାସଲ କରିଛନ୍ତି ।

ତାଙ୍କର ଏହି ସଫଳତା ନିମନ୍ତେ କୁଡୁମୁଲୁଗୁମ୍ମାର ସମସ୍ତ ବୁଦ୍ଧିଜୀବୀ ,ଶିକ୍ଷକ ସଂଘ କର୍ମକର୍ତ୍ତା,ପତ୍ରକାର ସଂଘ ପକ୍ଷରୁ ଖୁସି ବ୍ୟକ୍ତ କରିବା ସହ ଉତ୍ସସ୍ୱତ ସମ୍ବର୍ଦ୍ଧିନା ପ୍ରଦାନ କରାଯାଇଛି । ଶ୍ରୀ ଖୋସଲା ଙ୍କ ନିଜ ଗ୍ରାମ ଲକ୍ଷ୍ମୀପୁର ର ସମସ୍ତ ବନ୍ଧୁ ମାନେ ଏହି ଅବସରରେ ଆଶୀର୍ବାଦ ପ୍ରଦାନ କରିଛନ୍ତି । ଛୋଟ ଛୋଟ ପିଲା ମାନେ ସାଧନା ବଳରେ ସିଦ୍ଧି ପ୍ରାପ୍ତ ହୁଅନ୍ତୁ ଵୋଲି ଶ୍ରୀ ଖୋସଲା ମତବ୍ୟକ୍ତ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version