• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ବଭାରତୀୟ ସ୍ତରରେ ଚମକିଲେ ପୁଣି ଜଣେ ଓଡ଼ିଆ : ପରମାଣୁ ଶକ୍ତି ଆୟୋଗର ଅଧ୍ୟକ୍ଷ ହେଲେ ଅଜିତ ମହାନ୍ତି

Proprietor Abhimanyu Maharana by Proprietor Abhimanyu Maharana
May 1, 2023
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ଜଳେଶ୍ୱର-ରାଜଘାଟ (ଚାଲନ୍ତି କ୍ର.ସ ନଂ-52) ରେଳ ଓଭରବ୍ରିଜକୁ ଲୋକାର୍ପିତ କଲେ ମାନନୀୟ ବାଲେଶ୍ୱର ସାଂସଦ  ବିକାଶପଥେ ଜଳେଶ୍ୱର
Share on FacebookShare on TwitterWhatsapp

୩୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାରିପଦା :- କେନ୍ଦ୍ର ସରକାରଙ୍କ ଅଧିନରେ ବହୁ ବଡ଼ ବଡ଼ ପଦରେ ଏକାଧିକ ଓଡ଼ିଆ ଅବସ୍ଥାପିତ ହୋଇଛନ୍ତି । ତେବେ ଏହା ମଧ୍ୟରେ ପୁଣି ଜଣେ ଓଡ଼ିଆଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଦାୟିତ୍ୱ ପ୍ରଦାନ କରିଛନ୍ତି । ଡ. ଅଜିତ ମହାନ୍ତି ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ହୋଇଛନ୍ତି । ଆଟୋମିକ ଏନର୍ଜି ଡିପାର୍ଟମେଣ୍ଟର ସେକ୍ରେଟାରୀ ଭାବେ ଶ୍ରୀ ମହାନ୍ତି କାର୍ଯ୍ୟ କରିବେ । ବର୍ତ୍ତମାନ ଶ୍ରୀ ମହାନ୍ତି ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ବେଳେ ସେ ଗତ ୨୦୧୯ରୁ ଏହି ପଦ ସମ୍ଭାଳୁଛନ୍ତି ।

ଗତ ୨୦୧୯ ମସିହା ମାର୍ଚ୍ଚ ମାସ ୧୨ ତାରିଖରେ ଅଜିତ ଭାବା ଆଟୋମିକ୍ ରିସର୍ଚ୍ଚ କେନ୍ଦ୍ରର ଡାଇରେକ୍ଟର ଭାବେ ନିଯୁକ୍ତି ପାଇଥିଲେ । ଗତ ୧୯୫୯ ମସିହାରେ ଜନ୍ମଗ୍ରହଣ କରିଥିବା ଅଜିତ ୧୯୭୯ରେ ମୟୁରଭଞ୍ଜ ଜିଲ୍ଲାର ବାରିପଦାର ଏମ.ପିସି କଲେଜକୁ ପଦାର୍ଥ ବିଜ୍ଞାନରେ ଗ୍ରାଜୁଏଟରେ ଉତ୍ତୀର୍ଣ୍ଣ ହୋଇଥିଲେ । ଏହାପରେ ସେ ୧୯୮୧ରେ କଟକର ରେଭେନ୍ସା କଲେଜରୁ ପୋଷ୍ଟଗ୍ରାଜୁଏଟ ଡିଗ୍ରୀ ହାସଲ କରିଥିଲେ ।

ଶ୍ରୀ ମହାନ୍ତି ୬୬ ବର୍ଷ ବୟସ ପର୍ଯ୍ୟନ୍ତ ଆଣବିକ ଶକ୍ତି ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱରେ ରହିବେ । ଆସନ୍ତା ୨୦୨୫ ମସିହା ଅକ୍ଟୋବର ମାସ ୧୦ ତାରିଖରେ ତାଙ୍କର କାର୍ଯ୍ୟକାଳ ସମାପ୍ତ ହେବ । ଅଜିତଙ୍କ ନିଯୁକ୍ତିକୁ ଗତ ୨୯ ତାରିଖରେ କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ମଞ୍ଜୁରୀ ପ୍ରଦାନ କରିଥିଲା । ଅଜିତ ବିଭିନ୍ନ ସଂସ୍ଥାରେ ସମ୍ମାନଜନକ ପଦରେ କାର୍ଯ୍ୟ କରିଥିଲେ । ଭାରତୀୟ ଫିଜିକ୍ସ ସୋସାଇଟି ପକ୍ଷରୁ ଗତ ୧୯୮୮ରେ ତାଙ୍କୁ ଯୁବ ପଦାର୍ଥ ବିଜ୍ଞାନୀ ପୁରସ୍କାର ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ୧୯୯୧ରେ ସେ ଜାତୀୟ ବିଜ୍ଞାନ ଏକାଡେମୀ ତରଫରୁ ଯୁବ ବିଜ୍ଞାନୀ ପୁରସ୍କାର ପାଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version