• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିଡବ୍ଲ୍ୟୁସି ପକ୍ଷରୁ ନିବେଶକ ରୋଡ୍ଶୋ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
May 1, 2023
in ଓଡ଼ିଶା, ମହାନଗର, ହୋମ୍
0
ପିଡବ୍ଲ୍ୟୁସି ପକ୍ଷରୁ ନିବେଶକ ରୋଡ୍ଶୋ ଆୟୋଜିତ
Share on FacebookShare on TwitterWhatsapp

୩୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ପିଡବ୍ଲ୍ୟୁସି ପକ୍ଷରୁ ଗତ ଏପ୍ରିଲ ୨୮ ତାରିଖ ୨୦୨୩ରେ ଭୁବନେଶ୍ୱରରେ ଧାତୁ ଓ ଖଣିଜ ପଦାର୍ଥ କ୍ଷେତ୍ରର ବିକାଶ ଉପରେ ଏକ ନିବେଶକ ରୋଡ୍ଶୋ’ର ଆୟୋଜନ କରାଯାଇଥିଲା । ଓଡିଶା ସରକାରଙ୍କ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ ମଲ୍ଲିକ ଏହି ରୋଡ୍ଶୋ’ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତର ଧାତୁ ଓ ଖଣିଜ ପଦାର୍ଥ ଶିଳ୍ପର ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବୋଧିତ କରିଥିଲେ । ସେହିପରି ପିଡବ୍ଲ୍ୟୁସି ସହଯୋଗୀ ସମ୍ବିତୋଷ ମହାପାତ୍ର ସ୍ୱାଗତ ଅଭିଭାଷଣ ଦେବା ସହ ରାଜ୍ୟରେ ଧାତୁ ଓ ଖଣିଜ ପଦାର୍ଥ କ୍ଷେତ୍ରର ଗୁରୁତ୍ୱକୁ ହାଇଲାଇଟ୍ କରିଥିଲେ । ପିଡବ୍ଲ୍ୟୁସି ଭୁବନେଶ୍ୱରର ପରିଚାଳନା ସହଯୋଗୀ ଅମୁଲ୍ୟ ପଟ୍ଟନାୟକ ରାଜ୍ୟର ଧାତୁ ଓ ଖଣିଜ ପଦାର୍ଥ କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ଓ ଇକୋସିଷ୍ଟମ ସୃଷ୍ଟି କରିବା ଲାଗି ଓଡିଶା ସରକାରଙ୍କ ପଦକ୍ଷେପଗୁଡିକୁ ପ୍ରଶଂସା କରିଥିଲେ ।

ଏହି ଅବସରରେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ, ଶ୍ରୀଯୁକ୍ତ ପ୍ରଫୁଲ୍ଲ ମଲ୍ଲିକ୍ ଧାତୁ, ଖଣି ଓ ଖଣିଜ ପଦାର୍ଥ କ୍ଷେତ୍ରର ହିତାଧିକାରୀମାନଙ୍କ ସହ ଆୟୋଜନ କରିଥିବା ସମ୍ମିଳନୀ ପାଇଁ ପିଡବ୍ଲ୍ୟୁସିର ପଦକ୍ଷେପକୁ ପ୍ରଶଂସା କରିଥିଲେ । ସେ କହିଥିଲେ, ରାଜ୍ୟର ଲକ୍ଷ୍ୟ ହେଉଛି ଏକ ଉନ୍ନତ ଖଣିଜ ପଦାର୍ଥ ଇକୋସିଷ୍ଟମ ବିକଶିତ କରିବା ଯାହା ରାଜ୍ୟ ମଧ୍ୟରେ କଂଚାମାଲକୁ ଚୂଡାନ୍ତ ଉତ୍ପାଦରେ ପରିଣତ କରିବାର ପ୍ରକ୍ରିୟାକରଣକୁୁ ସକ୍ଷମ କରିବ । ଖଣିଜ ପଦାର୍ଥ ଶିଳ୍ପର ବିକାଶ ନିଯୁକ୍ତି ସୃଷ୍ଟି କରିବା ସହ ରାଜ୍ୟ ପାଇଁ ଅଧିକ ରାଜସ୍ୱ ଆଣିବା ଯାହାକୁ ସାମାଜିକ-ଅର୍ଥନୈତିକ ସମୃଦ୍ଧି ପାଇଁ ଉପଯୋଗ କରାଯାଇପାରିବ । ରାଜ୍ୟ ସରକାର ଖଣିଜ ପଦାର୍ଥ ଶିଳ୍ପରେ ଅଧ୍ଚଳ ନିବେଶ ଆକର୍ଷିତ କରିବା ଓ ନିଯୁକ୍ତି ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି । ରାଜ୍ୟ ସରକାର ଖଣିଜ ପଦାର୍ଥ ଶିଳ୍ପର ବିକାଶକୁ ପ୍ରୋତ୍ସାହିତ କରିବା ଲାଗି ଅନେକ ନୀତି କାର୍ଯ୍ୟକାରୀ କରିଛନ୍ତି ଏବଂ ଏହି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅଭିବୃଦ୍ଧି ପରିଲକ୍ଷିତ କରିଛନ୍ତି ।’ କାର୍ଯ୍ୟକ୍ରମରେ ଓଡିଶା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ମୁଖ୍ୟ ସଚିବ ମନୋଜ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେବା ସହ ଇଣ୍ଡଷ୍ଟ୍ରୀ ୪.୦ ଏବଂ ଓଡିଶାରେ ଖଣି ଓ ଧାତୁ ଶିଳ୍ପର ବିକାଶ ପାଇଁ ଟେକ୍ନୋଲୋଜିର ବ୍ୟବହାର ଉପରେ ନିଜର ମତପ୍ରକାଶ କରିଥିଲେ । ସେ ଶିଳ୍ପଗୁଡିକରେ ବୈଷୟିକ ଉଦ୍ଭାବନର ଗୁରୁତ୍ୱପୂର୍ଣ୍ଣ ରୂପାନ୍ତରଣ ଓ ସେଗୁଡିକର ଗ୍ରହଣୀୟତା ଏବଂ ସମଗ୍ର ମୂଲ୍ୟ ଶୃଙ୍ଖଳାରେ ଉତ୍ପାଦକତା ଓ ଦକ୍ଷତାକୁ ବୃଦ୍ଧି କରୁଥିବା ସୂଚନା ପ୍ରଯୁକ୍ତିବିଦ୍ୟାର ଭୂମିକା ଉପରେ ଆଲୋକପାତ କରିଥିଲେ । ଏହି ରୋଡ୍ଶୋ’ରେ ପିଡବ୍ଲ୍ୟୁସି ଧାତୁ ଓ ଖଣିଜପଦାର୍ଥ ଶିଳ୍ପର ମହତ୍ୱ ଓ ଏହା କିଭଳି ୧ ଟ୍ରିଲିୟନ ଡଲାରର ଅର୍ଥନୀତି ପାଇଁ ସାହାଯ୍ୟ କରିପାରିବ, ତାହା ଉପରେ ଦୁଇଟି ପ୍ୟାନେଲ ଆଲୋଚନାର ଆୟୋଜନ କରିଥିଲା । ଏହି ଆଲୋଚନାରେ ରାଜ୍ୟରେ ମେକ୍ ଇନ୍ ଓଡିଶାର ୩ୟ ସଂସ୍କରଣରେ ଗୁରୁତ୍ୱପୂର୍ଣ୍ଣ ନିବେଶ କରିଥିବା ଶିଳ୍ପର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

ସେମାନଙ୍କ ମଧ୍ୟରେ ଏସାର ମିନ୍ମେଟ୍ର ଏମ୍ଡି ଓ ସିଇଓ, ଶଶି ଶେଖର ମହାନ୍ତି, ଟାଟା ଷ୍ଟିଲ୍ ମାଇନିଂର ଏମ୍ଡି, ପଙ୍କଜ ସତିଜା, ଏସ୍ଏନ୍ଏମ୍ ଗ୍ରୁପ୍ର ଏମ୍ଡି ପ୍ରବୋଧ ମହାନ୍ତି, ଇରାମେଟ୍ର ସିଇଓ ସୁଯୋଗ୍ୟ ଦାସ, ଓଏମ୍ଇସିଏଲ୍ ନିର୍ଦ୍ଦେଶ. ଶୈଳେନ୍ଦ୍ର କୁମାର ସିହ୍ନା, ଓଡିଶା ଆସେଟ୍ସ, ଏଏମ୍/ଏନ୍ଏସ୍ ଇଣ୍ଡିଆର କାର୍ଯ୍ୟକାରୀ ନିର୍ଦ୍ଦେଶକ ଜି ସୁରେଶ, ବେଦାନ୍ତ ଲିମିଟେଡର ଅଧ୍ୟକ୍ଷ, ଡଃ ତପନ କୁମାର ଚାନ୍ଦ, ବିଆର୍ପିଏଲ୍ର ପରିଚାଳନା ନିର୍ଦ୍ଦେଶକ ପ୍ରିୟ ରଞ୍ଜନ ପ୍ରସାଦ, ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ର ଫେଜ୍ ୧ର ବ୍ୟବସାୟ ମୁଖ୍ୟ ଓ ଚିଫ୍ ମେଟାଲର୍ଜିଷ୍ଟ ଏ କେ ସିଂହ, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରୀଜ୍ର ପରାମର୍ଶଦାତା ବିଭୁ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ସେହିପରି ପିଡବ୍ଲ୍ୟୁସି ଲିଡରମାନେ ଡିଜିଟାଲ ଟେକ୍ନୋଲୋଜି, ଇଏସ୍ଜି, ରିସ୍କ, ଟିକସ ଓ ଭିତିଭୂମିର ମହତ୍ୱ ଉପରେ ବିସ୍ତୃତ ଉପସ୍ଥାପନା ଦେଇଥିଲେ । ସେମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ନୀତି ଓ ପଦକ୍ଷେପଗୁଡିକୁ ହାଇଲାଇଟ୍ କରିଥିଲେ ଯାହା ରାଜ୍ୟକୁ ଏକ ଆକର୍ଷଣୀୟ ନିବେଶ ଗନ୍ତବ୍ୟସ୍ଥଳୀରେ ପରିଣତ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version