• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଆନ୍ତର୍ଜାତିକ ଶ୍ରମ ଦିବସ-୨୦୨୩ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 1, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଆନ୍ତର୍ଜାତିକ ଶ୍ରମ ଦିବସ-୨୦୨୩ ପାଳିତ
Share on FacebookShare on TwitterWhatsapp

‘ରାଜ୍ୟ ସରକାର ଅନେକ ଶ୍ରମିକ କଲ୍ୟାଣ ପଦକ୍ଷେପ ନେଇଛନ୍ତ’ : ମନ୍ତ୍ରୀ ଶ୍ରୀ ସାହୁ

୧ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଆନୁକୂଲ୍ୟରେ ଆଜି ଆନ୍ତର୍ଜାତିକ ଶ୍ରମ ଦିବସ ସ୍ଥାନୀୟ ଜୟଦେବ ଭବନଠାରେ ପାଳନ କରାଯାଇଛି . ଉକ୍ତ ସମାରୋହରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଲେ ଯେ ଆମ ରାଜ୍ୟ ତଥା ଦେଶର କ୍ରମାଗତ ପ୍ରଗତିରେ ଶ୍ରମିକମାନେ ନିରବଚ୍ଛିନ୍ନ ଭାବେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛନ୍ତି . ରାଜ୍ୟ ସରକାର ଶ୍ରମିକମାନଙ୍କର ସାମାଜିକ ତଥା ଅର୍ଥନୈତିକ ବିକାଶ ନିମନ୍ତେ ଗୁରୁତ୍ୱ ପ୍ରଦାନ କରିବା ସଙ୍ଗେ ସଙ୍ଗେ ବିଭିନ୍ନ କଲ୍ୟାଣକାରୀ ଯୋଜନା ହାତକୁ ନେଇଛନ୍ତି .ନିର୍ମାଣ ଶ୍ରମିକ, ପ୍ରବାସୀ ଶ୍ରମିକ, ମହିଳା ଶ୍ରମିକ, ଶିଳ୍ପସଂସ୍ଥା ତଥା ବାଣିଜ୍ୟ ପ୍ରତିଷ୍ଠାନରେ କାର୍ଯ୍ୟରତ ଶ୍ରମିକ ଏବଂ ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକମାନଙ୍କର ସ୍ୱାର୍ଥରକ୍ଷା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାରର କଲ୍ୟାଣମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି . ଆଜିର ଶ୍ରମ ଦିବସ ଅବସରରେ ଓଡ଼ିଶାର ଅଣ-ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ମାଧ୍ୟମରେ ଯୋଗ୍ୟ ଅଣ-ସଂଗଠିତ ଶ୍ରମିକମାନଙ୍କର ପଞ୍ଜିକରଣ ତଥା ସହାୟତା ପାଇଁ ଏକ ଅନ୍‌ଲାଇନ ପୋର୍ଟାଲ, ବିଭାଗର ପରିଶ୍ରମ ପୋର୍ଟାଲ ଅଧୀନରେ ୫୨ ଗୋଟି ଅନ୍‌ଲାଇନ ସେବା ସହିତ ନୂତନ ଭାବେ ଅତିରିକ୍ତ ୧୫ ଗୋଟି ସେବା ଏବଂ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ନିର୍ମାଣ ଶ୍ରମିକ ପୋର୍ଟାଲ ମାଧ୍ୟମରେ ଅନ୍‌ଲାଇନ ସେସ୍‌ ଆଦାୟ ମଡୁ୍ୟଲର ଲୋକାର୍ପଣ କରାଯାଇଛି.ଫଳରେ ଶ୍ରମିକମାନଙ୍କ ନିମନ୍ତେ ବିଭିନ୍ନ ସହାୟତା ଓ ସେବା ସହଜରେ ଉପଲବ୍ଧ ହେବ. ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ଶେ୍ୱତାସ୍ନିUା ମିଶ୍ର ସମ୍ମାନିତ ଅତିଥିଭାବେ ଯୋଗଦେଇ ତାଙ୍କ ବକ୍ତବ୍ୟରେ କହିଲେ ଯେ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ପଞ୍ଜିକୃତ ନିର୍ମାଣ ଶ୍ରମିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ ହୋଇଛି ଓ ଅଦ୍ୟାବଧି ୩୮ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ଉକ୍ତ ବୋର୍ଡ ଅଧୀନରେ ପଞ୍ଜିକୃତ ହୋଇଛନ୍ତି. ସେମାନଙ୍କ କଲ୍ୟାଣ ପାଇଁ ୨୯୩୫ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି .ଏହା ସେମାନଙ୍କ ଆର୍ଥିକ ଓ ସାମାଜିକ ମାନଦଣ୍ଡ ବୃଦ୍ଧିରେ ବହୁଳ ମାତ୍ରାରେ ସହାୟକ ହୋଇପାରିଛି .ଏହି ଅବସରରେ ରାଜ୍ୟର ଶ୍ରମିକମାନଙ୍କ ବିକାଶରେ ଉଲ୍ଲେଖନୀୟ ଅବଦାନ କରିଥିବା ବିଭିନ୍ନ ଶ୍ରମିକ ସଂଗଠନର ୫ ଜଣ ନେତା ଯଥା- ଲକ୍ଷ୍ମୀଧର ସାହୁ (ଏଜ୍‌.ଏମ୍‌.ଏସ୍‌.), ସୌଭାଗ୍ୟ ପ୍ରଧାନ (ଆଇ.ଏନ୍‌.ଟି.ୟୁ.ସି.), ଗୌରାଙ୍ଗ ଚରଣ ପାଣିଗ୍ରାହୀ (ଏ.ଆଇ.ଟି.ୟୁ.ସି.), କୃଷ୍ଣ ଚନ୍ଦ୍ର ମିଶ୍ର (ବି.ଏମ୍‌.ଏସ୍‌.) ଓ ବୀରେନ୍ଦ୍ର ପ୍ରସାଦ ଦାସ (ଏଲ୍‌.ପି.ଏଫ୍‌.)ଙ୍କୁ ‘ବିଜୁ ଶ୍ରମିକ ବନ୍ଧୁ’ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା .ଏହି ଉତ୍ସବରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଶାସନ ସଚିବ ଶ୍ରୀ ଆର୍‌.ଏସ୍‌.ଗୋପାଳନ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶ୍ରମ କମିଶନର ଡ. ଏନ୍‌. ଥିରୁମାଲା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ . କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ବରିଷ୍ଠ ପଦାଧିକାରୀ, ବିଭିନ୍ନ ଶ୍ରମିକ ସଂଗଠନର ନେତୃବୃନ୍ଦ ତଥା ବହୁ ସଂଖ୍ୟାରେ ଶ୍ରମିକମାନେ ଯୋଗ ଦେଇଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026
ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version