• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 2, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ
Share on FacebookShare on TwitterWhatsapp

୧ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ସଭାରେ ଜିଲ୍ଲା ପରିଷଦ ଅଧକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ , ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମ ଦିବସର ଗୁରୁତ୍ୱ ବିଷୟରେ ଉପସ୍ଥାପନ କରିବା ସହ ସବୁ ବର୍ଗର ଶ୍ରମିକଙ୍କ ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ସୁଯୋଗ ପ୍ରଦାନ କରାଯାଉଛି ବୋଲି କହିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ ଓ ପାରଳାଖେମୁଣ୍ଡି ବିଧାୟକ ପ୍ରତିନିଧି ଶ୍ରୀ ଆଦର୍ଶ ଦାସ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍.ବିରା ରାଜୁ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଶ୍ରମିକ ମାନଙ୍କୁ ପ୍ରୋତ୍ସାହିତ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ବିଭିନ ବ୍ଲକର କୁଶଳୀ, ଅଣକୁଶାଳୀ ଓ ସଂଗଠିତ, ଅଣ ସଙ୍ଘଠିତ ବହୁ ସଂଖ୍ୟାରେ ନିର୍ମାଣ ଶ୍ରମିକମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ପଣ୍ଡା କହିଥିଲେ ଯେ ବିଭିନ୍ନ ବର୍ଗର ଶ୍ରମିକଙ୍କ ପାଇଁ ସାମାଜିକ ସୁରକ୍ଷା ଆଇନ ସମ୍ବନ୍ଧ ରେ ସୂଚନା ଦେବା ସହ  ଶ୍ରମିକଙ୍କ ନିମନ୍ତେ ସରକାରଙ୍କ ପକ୍ଷରୁ ଗଠନ ହୋଇଥିବା ବିଭିନ୍ନ ଶ୍ରମିକ କଲ୍ୟାଣ ବୋର୍ଡରେ ଶ୍ରମିକଙ୍କ ପଞ୍ଜିକରଣ ଓ ସହାୟତା ସମ୍ପର୍କିତ ତଥ୍ୟକୁ ଉପସ୍ଥାପନା କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଲେବର କାର୍ଡ ଧାରୀ କାର୍ଯ୍ୟରତ ଅବସ୍ଥାରେ ମୃତ ଶ୍ରମିକଙ୍କ ପରିବାରକୁ ସାନ୍ତ୍ୱନା ମୂଳକ ସହାୟତା ରାଶି, ବିବାହ ପ୍ରୋତ୍ସାହନ ରାଶି, ଶିକ୍ଷା ସହାୟତା ଓ ମାତୃତ୍ଵ ସୁବିଧା ବୋଲି ଏହିପରି ମୋଟ ୭୧୦ ଜଣ ଶ୍ରମିକଙ୍କୁ ୧କୋଟି ୮୪ ଲକ୍ଷ୍ୟ ୧୩ ହଜାର ୨୦୦ ଶହ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁ ଶ୍ରମିକ ପ୍ରଥାକୁ ରୋକିବା ପାଇଁ ଶ୍ରମିକମାନଙ୍କୁ ଆହ୍ୱାନ ଦିଆ ଯାଇଥିଲା । ତେବେ ସରକାରଙ୍କ ପ୍ରୋତ୍ସାହନ ରାଶି ପାଇବା ପରେ ଜିଲ୍ଲାର ସମସ୍ତ ହିତାଧିକାରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାରୁ ସମସ୍ତ ବ୍ଲକରୁ ପାଞ୍ଚ ଶହରୁ ଊର୍ଦ୍ଧ୍ବ ଶ୍ରମିକମାନେ ଯୋଗଦେଇଥଲେ। ଶେଷରେ ସହକରୀ ଶ୍ରମ ଅଧିକାରୀ ଶ୍ରୀ ସୋମନାଥ ପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

October 12, 2026
୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ

୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ

October 12, 2026
ବାଲିଗୁଡ଼ାରେ ସିରିଜ୍‌ ଦୁର୍ଘଟଣା; ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ

ବାଲିଗୁଡ଼ାରେ ସିରିଜ୍‌ ଦୁର୍ଘଟଣା; ଜଣେ ମୃତ, ଗୁରୁତର ୫୯ ନଂ ଜାତୀୟ ରାଜପଥରେ ମୃତ୍ୟୁର ତାଣ୍ଡବ

October 12, 2026
ଜନ୍ମମାଟିରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା “ମୋ ପରିବାର”

ଜନ୍ମମାଟିରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲା “ମୋ ପରିବାର”

October 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ପ୍ରତିନିଧି ବାଛିବାକୁ ସଜବାଜ, ମଇଦାନରେ ୩୧ ପ୍ରାର୍ଥୀ

October 12, 2026
୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ

୪୬ ବର୍ଷ ପରେ ପ୍ରଥମ ନିର୍ବାଚନକୁ ନେଇ ଆଦିବାସୀ ମହାବିଦ୍ୟାଳୟରେ ଉତ୍ସାହ, ସଭାପତି ପଦ ପାଇଁ ୧୦ ଜଣଙ୍କ ନାମାଙ୍କନ

October 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version