• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରୀଷ୍ମ ଋତୁ ବାତ୍ୟା (Summer Cyclone) ର ଗତି ଜଟିଳ : ସେଥିପାଇଁ ସବୁବେଳେ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
May 2, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗ୍ରୀଷ୍ମ ଋତୁ ବାତ୍ୟା (Summer Cyclone) ର ଗତି ଜଟିଳ : ସେଥିପାଇଁ ସବୁବେଳେ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

୨ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବଙ୍ଗପୋସାଗରରେ ମେ ମାସ ରେ ବାତ୍ୟାର ଆସି ଥାଏ. ଗତ ତିନି ବର୍ଷ ମଧ୍ୟରେ ଓଡିଶା ମଧ୍ୟ ମେ ମାସ ବାତ୍ୟା ର ସମ୍ମୁଖିନ ହୋଇଛି . ଏ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଗ୍ରୀଷ୍ମ ଋତୁ ର ବାତ୍ୟା ସମ୍ପର୍କରେ ଆଲୋଚନା କରିଥିଲେ .ଗ୍ରୀଷ୍ମ ରୁତୁ ବାତ୍ୟା ର ର ଗତି ଜଟିଳ। ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ସବୁବେଳେ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତେଣୁ ଆମକୁ ସବୁବେଳେ ପ୍ରସ୍ତୁତ ରହିବାକୁ ପଡିବ।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ବ୍ୟବସ୍ଥ। ଉପରେ ଗୁରୁତ୍ଵ ଦେଇଥିଲେ .ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ସେହିପରି ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ। ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍‌ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛ। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି।

ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି।I ୧୭ଟି NDRF ଓ ୨୦ଟି ODRAF ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂସଲ, ଉନ୍ନୟନ କମିଶନର (ଜଳସଂପଦ) ଶ୍ରୀମତୀ ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ଶ୍ରୀ ସଂଜୟ ସିଂ, କୃଷି ବିଭାଗ ସଚିବ ଶ୍ରୀ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026
ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version