• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଜ ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ଗାଁକୁ ଭିତରକୁ ଗଲେ ଚାଲିଚାଲି

Proprietor Abhimanyu Maharana by Proprietor Abhimanyu Maharana
May 4, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ନିଜ ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  : ଗାଁକୁ ଭିତରକୁ ଗଲେ ଚାଲିଚାଲି
Share on FacebookShare on TwitterWhatsapp

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେଠାରେ ସେ ନିଜ ସ୍ବାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗାଁ ଭିତରକୁ ପ୍ରବେଶ କରି ସମସ୍ତଙ୍କୁ ହାତହଲାଇ ଅଭିନନ୍ଦନ ଜଣାଇଥିଲେ ।

୪ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାଇରଙ୍ଗପୁର :- ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି । ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି । ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ରାଷ୍ଟ୍ରପତିକୁ ସ୍ବାଗତ କରିଛନ୍ତି ।

ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି । ସେଥିପାଇଁ ରାଷ୍ଟ୍ରପତି ଚାଲିଚାଲି ସ୍ଥାନୀୟ ଲୋକଙ୍କୁ ନମସ୍କାର କରିବା ସହ ହାତ ହଲାଇ ସମସ୍ତଙ୍କର ଅଭିବାଦନ ଗ୍ରହଣ କରିଛନ୍ତି ।ସୂଚନାଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି । ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ସେଠାରେ ସେ ନିଜ ସ୍ବାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗାଁ ଭିତରକୁ ପ୍ରବେଶ କରି ସମସ୍ତଙ୍କୁ ହାତହଲାଇ ଅଭିନନ୍ଦନ ଜଣାଇଥିଲେ ।

ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ସେଠାରେ ଥିବା ନୂଆ ସର୍କିଟ ହାଉସରେ ଅବସ୍ଥାନ କରିବେ । ମେ ୫ ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ। ଭ୍ରମଣ ସାରି ହେଲିକପ୍ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍ ହାଉସ୍ରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ । ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ ପରେ ହେଲିକପ୍ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
Odisha Society of UK Celebrates Seventh Utkal Dibas

Odisha Society of UK Celebrates Seventh Utkal Dibas

May 1, 2026
ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

May 1, 2026
ମାଲକାନଗିରିରେ ଗ୍ରାମ୍ୟ ଉନ୍ନୟନ ସଚିବ ଯାମିନୀ ଷଡ଼ଙ୍ଗୀ

ମାଲକାନଗିରିରେ ଗ୍ରାମ୍ୟ ଉନ୍ନୟନ ସଚିବ ଯାମିନୀ ଷଡ଼ଙ୍ଗୀ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
Odisha Society of UK Celebrates Seventh Utkal Dibas

Odisha Society of UK Celebrates Seventh Utkal Dibas

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version