• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜନତା ଦଳର ମା’କୁ ସମ୍ମାନ ପ୍ରସଙ୍ଗରେ ଏ ବୟସରେ ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ଡାହା ମିଛ ଶୋଭା ପାଉନାହିଁ : ଡ.ଲେଖାଶ୍ରୀ

Proprietor Abhimanyu Maharana by Proprietor Abhimanyu Maharana
May 8, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ବିଜୁ ଜନତା ଦଳର ମା’କୁ ସମ୍ମାନ ପ୍ରସଙ୍ଗରେ ଏ ବୟସରେ ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ଡାହା ମିଛ ଶୋଭା ପାଉନାହିଁ : ଡ.ଲେଖାଶ୍ରୀ
Share on FacebookShare on TwitterWhatsapp

1. ବିଜୁ ଜନତା ଦଳ ମହିଳାଙ୍କୁ ବାରମ୍ବାର ଅପମାନିତ କରୁଛି

2. ନବୀନ ବାବୁଙ୍କ ୨୩ ବର୍ଷ ଶାସନରେ ଓଡିଶାର ମହିଳା ସମ୍ପୂର୍ଣ୍ଣ ଅସୁରକ୍ଷିତ

3. ମମିତା, ପରୀ, ସ୍ମିତାରାଣୀ, ସୋନାଲିକା ଓ ସଂଯୁକ୍ତାଙ୍କୁ କେବେ ନ୍ୟାୟ ମିଳିବ

4. ରାଜ୍ୟ ସରକାରଙ୍କ ପାଇଁ ମହିଳା ସମ୍ମାନ କେବଳ ନିର୍ବାଚନୀ ମୋହରା

୮ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଝାରସୁଗୁଡା/ଭୁବନେଶ୍ୱର :-  ବିଜେଡି ମୁଖିଆ ନବୀନ ବାବୁ ସର୍ବଦା ମହିଳାଙ୍କ ସମ୍ମାନ, ଆଦର, ସୁରକ୍ଷା କଥା କହୁଛନ୍ତି କିନ୍ତୁ ବାସ୍ତବ ଛବି ଓଡିଶାବାସୀ ସ୍ପଷ୍ଟ ଜାଣନ୍ତି । ବିଜୁ ଜନତା ଦଳ ମହିଳାଙ୍କୁ ବାରମ୍ବାର ଅପମାନିତ କରି ଚାଲିଛି । ମୁଖ୍ୟମନ୍ତ୍ରୀ ଗୋଟିଏ ମିଛକୁ ବାରମ୍ବାର ଦୋହରାଇ ସତ ପ୍ରମାଣିତ କରିବାକୁ ଚେଷ୍ଟା କରୁଛନ୍ତି । ବିଜେଡି ସରକାରଙ୍କ ମହିଳା ସମ୍ମାନର ମିଛ ପେଡି ଖୋଲିଲେ ଘଂଟା ଘଂଟା ବିତିଯିବ । ନବୀନ ବାବୁଙ୍କ ୨୩ବର୍ଷ ଶାସନରେ ଓଡିଶାର ମହିଳା ସମ୍ପୂର୍ଣ୍ଣ ଅସୁରକ୍ଷିତ ଏକାଥା ଏନସିଆରବି ରିପୋର୍ଟରେ ସ୍ପଷ୍ଟ ପ୍ରମାଣିତ ହୋଇଛି । ଜଣେ ସାଧାରଣ ପରିବାର ଝିଅ ମମିତା ମେହେର କଲେଜରେ ପାଠପଢ଼ାଇ ତାର ପରିବାର ଚଳାଉଥିଲା କିନ୍ତୁ ରାଜ୍ୟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନା ବାରମ୍ବାର ମହାଲିଙ୍ଗ କଲେଜକୁ ଯାଇ ତାଙ୍କୁ ନିର୍ଯ୍ୟାତନା ଦେଉଥିଲେ ।

ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରନ୍ତୁ ମମିତା ମେହେର ସହ ଯେଉଁ ଜଘଂନ୍ୟ କାଣ୍ଡ ହେଲା ତାହା କଣ ମାଙ୍କୁ ସମ୍ମାନ? ମମିତାଙ୍କୁ ହତ୍ୟା କରାଯାଇ ତାର ଶରୀରକୁ ଅଧା ପୋଡା କରି ମାଟିରେ ପୋତାଗଲା । ମାଟିତଳୁ ଅଧା ପୋଡା ଶବ ମିଳିଲା । ରୋଜଗାର କରି ପରିବାର ଚଳାଉଥିବା ଝିଅକୁ ଏପରି ହତ୍ୟା କରାଯିବା ନବୀନ ବାବୁଙ୍କ ମାକୁ ସମ୍ମାନ କି ବୋଲି ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ ପଚାରିଛନ୍ତି ।

ଝାରସୁଗୁଡାରେ ସାମ୍ବାଦିକମାନଙ୍କୁ ଉଦବୋଧନ ଦେଇ ଡ. ଲେଖାଶ୍ରୀ ଆହୁରି କହିଛନ୍ତି ଯେ, ନୟାଗଡର ୫ବର୍ଷର ଶିଶୁ ପରୀ ନିଖୋଜ ହେବାପରେ ବାପା ମା ପୋଲିସ ପାଖରେ ଫେରାଦ ହେଲେ । ୮ମାସ ପରେ ଅଖାରୁ ହାଡ ମିଳିଲା । ଘଟଣାକୁ ଚାପି ଦେବା ପାଇଁ କ୍ରାଇମବ୍ରାଂଚ ତଦନ୍ତର ନାଟକ ରଚାଗଲା । ସେତେବେଳେ ସେହି ହତ୍ୟାକାଣ୍ଡରେ ମନ୍ତ୍ରୀ ଅରୁଣ ସାହୁଙ୍କ ସଂପୃକ୍ତି କଥା ଆସିଥିଲା । ହେଲେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଂଚ ତଦନ୍ତ କରାଇ ଅରୁଣ ସାହୁଙ୍କୁ କ୍ଲିନଚିଟ୍ ଦିଆକରାଇଲେ । ଆଜି ବି ପରିର ବାପାମାଆ ତାଙ୍କର ହତ୍ୟାକାରୀକୁ ଦଣ୍ଡ କେବେ ମିଳିବ ଚାହୌିଁ ବସିଛନ୍ତି ।

ବିଜେଡି ଅଫିସ ଉଦଘାଟନ ଦିନ ସଂଯୁକ୍ତା ମହଲା ଯାଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ବିଜେଡି ଅଫିସରୁ କାନ୍ଦି କାନ୍ଦି ଫେରିଲେ । କାହିଁ ସେ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଆଜି ପର୍ଯ୍ୟନ୍ତ ପଦେ ପାଟି ଖୋଲିଲେ ନାହିଁ । ସେ ଶ୍ରମମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ କଲେ, ଥାନାରେ ଆସି ମନ୍ତ୍ରୀଙ୍କ ନାଁରେ ଏତଲା ଦେଲେ ଓ ଗଣମାଧ୍ୟମ ସାମ୍ନାରେ ମନ୍ତ୍ରୀଙ୍କ ନାଁ କହିଲେ । ତାଙ୍କର ଡାକ୍ତରୀ ମାଇନା ମଧ୍ୟ ହୋଇଥିଲା, ସେ ଆଜିବି ନ୍ୟାୟ ପାଇନାହାନ୍ତି । ଆଉଜଣେ ବିଧାୟକ ବିଜୟ ଶଙ୍କର କେଉଁ ର‌୍ୟାକେଟ ଚଲାଉଥିଲେ ସେ କଥା ସମସ୍ତଙ୍କୁ ଜଣା । ସୋନାଲିକାଙ୍କୁ କିପରି ନିର୍ଯ୍ୟାତନା ଦେଲେ ସେକଥା ସମସ୍ତେ ଜାଣିଛନ୍ତି ।

କାହିଁ ସେତେବେଳେ ତ ମୁହଁ ଖୋଲିଲେନି ମୁଖ୍ୟମନ୍ତ୍ରୀ । ସ୍ମିତାରାଣୀଙ୍କ ସମ୍ପର୍କ ବିଧାୟକ ପ୍ରଣବଙ୍କ ସହ ବାହାରିଲା । କେଉଁଠି ଅଟକିଲା ସ୍ମିତାରାଣୀଙ୍କ ହତ୍ୟାକାଣ୍ଡର ତଦନ୍ତ । କାହିଁ ମୁଖ୍ୟମନ୍ତ୍ରୀଙ୍କ ସେତେବେଳେ ମାଙ୍କ ସମ୍ମାନର କଥା ମନେ ପଡିଲାନି । ମୁଖ୍ୟମନ୍ତ୍ରୀ ଏ ବୟସରେ ମିଛର ଆଶ୍ରୟ ନେଉଛନ୍ତି ଓ ଓଡିଶାବାସୀଙ୍କୁ ଭଣ୍ଡାଉଛନ୍ତି । ରାଜ୍ୟ ସରକାରଙ୍କ ପାଇଁ ମହିଳା ସମ୍ମାନ କେବଳ ନିର୍ବାଚନୀ ମୋହରା ବୋଲି ଡ.ଲେଖାଶ୍ରୀ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ବିଜେପି ରାଜ୍ୟ ସଂପାଦିକା ସିପ୍ରା ବାଜପେୟୀ, ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version