• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୧ତମ ଜାତୀୟ ଲୋକମେଳା ଓ ୧୪ତମ ଜାତୀୟ କୃଷିମେଳା ମେ ୩୦ ରୁ

Proprietor Abhimanyu Maharana by Proprietor Abhimanyu Maharana
May 9, 2023
in ଓଡ଼ିଶା, ପୁରୀ, ହୋମ୍
0
୨୧ତମ ଜାତୀୟ ଲୋକମେଳା ଓ ୧୪ତମ ଜାତୀୟ କୃଷିମେଳା ମେ ୩୦ ରୁ
Share on FacebookShare on TwitterWhatsapp

୮ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପୁରୀ :- ଚଳିତ ମାସ ୩୦ ତାରିଖ ରୁ ଜୁନ ୩ତାରିଖ ପର୍ଯ୍ୟନ୍ତ ପୁରୀ ଶରଧାବାଲି ଠାରେ ଅନୁଷ୍ଠିତ ହେବ ୨୧ତମ ଜାତୀୟ ଲୋକମେଳା ଓ ୧୪ତମ କୃଷିମେଳା । ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ଆୟୋଜିତ ଏହି ମେଳାରେ ଭାରତବର୍ଷ ର ବିଭିନ୍ନ ପ୍ରଦେଶର ତିନିଶହ କଳାକାର ଓ ଓଡ଼ିଶାର ବିଭିନ୍ନ ଜିଲ୍ଲା ରୁ ଶହେ ଜଣ କଳାକାର ଯୋଗଦେବା ସହ ପାଞ୍ଚଦିନ ବ୍ୟାପି ଏହି ଜାତୀୟ ମେଳାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ । ଏହି ମେଳା ର ସଫଳତା ପାଇଁ ଓ ଦେଶର ବିଭିନ୍ନ ସ୍ଥାନରୁ ଆସୁଥିବା କଳାକାର ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଆସୁଥିବା କୃଷି, ପାଣିପାଗ, ବିଜ୍ଞାନ, ଜଳସଂପଦ ବିଶେଷ କରି ପୁସ୍ତକଭିତ୍ତିକ ଷ୍ଟଲ୍ କୁ ଶୃଙ୍ଖଳିତ କରିବା ପାଇଁ ଜିଲ୍ଲା ପ୍ରଶାସନ ର ମିଳିତ ସହଯୋଗରେ ଏହା କରାଯିବ ବୋଲି କହିଛନ୍ତି ଭାରପ୍ରାପ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଓ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ।  ଏ ନେଇ ପୁରୀ ସର୍କିଟ୍ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠାନ ର ସଭାପତି ପ୍ରଫେସର ହରେକୃଷ୍ଣ ଶତପଥିଙ୍କ ଅଧ୍ୟକ୍ଷତା ଓ ସଂପାଦକ ରାଜେଶ କୁମାର ମହାନ୍ତିଙ୍କ ସଞ୍ଚାଳନ ରେ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକ ରେ ପୁରୀ ପୌରସଂସ୍ଥା ର କାର୍ଯ୍ୟନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ,ସିଟି ଡିଏସପି କେ କେ ହରିପ୍ରସାଦ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା,କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ଙ୍କ ସମେତ ପୁଲିସ୍,ବିଦ୍ୟୁତ, ଜଳଯୋଗାଣ, ଶ୍ରୀମନ୍ଦିର ପ୍ରଶାସନ,ଅଗ୍ନିଶମ,ୱଟକୋ,ପୂର୍ତ୍ତ, ଜଳସେଚନ,ଗ୍ରାମ୍ୟ ଉନ୍ନୟନ,ଜଂଗଲ ଓ ପ୍ରାଣୀସମ୍ପଦ,ସ୍ବାସ୍ଥ୍ୟ, ପରିବହନ, କୃଷି, ଉଦ୍ୟାନ, ମୂର୍ତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପଶୁପାଳନ, ପଶୁସମ୍ପଦ, ସଂସ୍କୃତି, ଶିଳ୍ପବିକାଶ, ହସ୍ତତନ୍ତ ଓ ବୟନଶିଳ୍ପ, ପର୍ଯ୍ୟଟନ, ରେଳବାଇ,କ୍ରୀଡା ଓ ବିଭିନ୍ନ ବ୍ୟାଙ୍କ ର ଅଧିକାରୀ ମାନେ ଯୋଗ ଦେଇଥିଲେ । ଏହି ବୈଠକରେ ଉତ୍ସବ କମିଟି ଅଧ୍ୟକ୍ଷ ବଦ୍ରି ମିଶ୍ର ସ୍ବାଗତ କରିଥିବା ବେଳେ ହେକ୍ଟର ମିଶ୍ର ଧନ୍ୟବାଦ ଦେଇଥିଲେ । ଏହି ବୈଠକରେ ଭରତ ନାୟକ ବିଶ୍ଵନାଥ ମିଶ୍ର, ନାରାୟଣ ପାତ୍ର ,ସତ୍ୟବ୍ରତ ଦାସ, ବିଦ୍ରୋହ ସିଂ, ସଂଗ୍ରାମ କାନୁନଗୋ, ଦାମୋଦର ଶତପଥୀ, ଓ ଶ୍ୟାମ ପ୍ରକାଶ ସେନାପତି ,ହୁଳଶ ଚନ୍ଦ୍ର ଜେନା, ପୁଷ୍କର ସାହୁ, ଗୌତମ ମିଶ୍ର ,ପୂର୍ଣା ଚନ୍ଦ୍ର ଓଝା ପ୍ରମୁଖ ଉପସ୍ଥିତ ରହି ଆଲୋଚନା ରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version