• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ୨୦୨୪ ନିର୍ବାଚନରେ ବିଧାୟକ ଅରୁଣଙ୍କ ଏକ ପାଖିଆ ବିଜୟର ଅୟମାରମ୍ଭ ହେଲା

Proprietor Abhimanyu Maharana by Proprietor Abhimanyu Maharana
May 11, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ୨୦୨୪ ନିର୍ବାଚନରେ ବିଧାୟକ ଅରୁଣଙ୍କ ଏକ ପାଖିଆ ବିଜୟର ଅୟମାରମ୍ଭ ହେଲା
Share on FacebookShare on TwitterWhatsapp

ବିଜୁ ଜନତା ଦଳ ମିଶ୍ରଣ ପର୍ବ ଇଟାମାଟି ପଞ୍ଚାୟତର ୨୦ ବିଜେପି କର୍ମୀ ବିଜେଡିରେ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନୟାଗଡ଼ ବ୍ଲକର ଇଟାମାଟି ପଞ୍ଚାୟତର ଡେଙ୍ଗେରାଗୋଡି ଗ୍ରାମର ବିରୋଧୀଦଳର ୱାର୍ଡ ମେମ୍ବର ଅଜୟ କୁମାର ପରିଡ଼ା ଏବଂ ତାଙ୍କର ସମର୍ଥକମାନଙ୍କ ସହିତ ଇଟାମାଟି ଗ୍ରାମର ବିରୋଧୀଦଳର ଆଗଧାଡ଼ିର ନେତାମାନେ ବିଜୁ ଜନତା ଦଳରେ ଯୋଗ ଦେଲେ ।

ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସାଂଗଠନିକ ଦକ୍ଷତା ଆଗରେ ବିରୋଧି ଶକ୍ତିହୀନ ହେଉଛନ୍ତି ।

୧୧ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ :- ବିଜୁ ଜନତା ଦଳର ନୀତି ଓ ଆଦର୍ଶ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା, ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସାଂଗଠନିକ ଦକ୍ଷତା ଆଗରେ ବିରୋଧି ଶକ୍ତିହୀନ ହେଉଛନ୍ତି । ବିରୋଧି ଦଳର ନେତୃତ୍ୱ ନେଉଥିବା ବ୍ୟକ୍ତି ଦିନକୁ ଦିନ ଦୁର୍ବଳ ହେଉଛନ୍ତି । କିଛିଦିନ ତଳେ ନୟାଗଡ଼ ଓଡ଼ଗାଁ ବ୍ଲକର ୪୫ ପରିବାର ଝାରସୁଗୁଡ଼ା ଯାଇ ବିଜୁ ଜନତା ଦଳରେ ସାମିଲ ହେଉଥିବା ବେଳେ ଆଜି ନୟାଗଡ଼ ବ୍ଲକ ଇଟାମାଟି ପଞ୍ଚାୟତର ୨୦ ଜଣ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପରେ ଅସ୍ଥାପ୍ରକଟ କରି ସେମାନେ ଦଳରେ ସାମିଲ ହୋଇଥିବା ବେଳେ ବିଜେପିରେ ଚାଲିଥିବା ଅନ୍ତଃକନ୍ଦଳ ସେମାନଙ୍କୁ ଦଳ ଛାଡ଼ିବାକୁ ବାଧ୍ୟ କରିଥିବା କହିଛନ୍ତି । ନୟାଗଡ଼ ବିଜେପିରେ ଇରାନୀ ଗୋଷ୍ଠୀ ଦିନକୁ ଦିନ ଦୁର୍ବଳ ହେଉଥିବା ଏବଂ ଇରାନୀଙ୍କ ସଂଗଠନ ମଧ୍ୟ ଦୁର୍ବଳ ହେଉଥିବା ଦେଖାଯାଇଛି ।ପ୍ରତ୍ୟୁଷା ବିଜେପି ଟିକେଟ ପାଇବେ ବୋଲି ପ୍ରଚାର କରି ଅନ୍ୟ ଆଶାରେ ରହୁଥିବାରୁ ତାଙ୍କ ଉପରେ ଭରସା ନଥିବା ବିଜେପି କର୍ମୀମାନେ କହିଛନ୍ତି । ନୟାଗଡ଼ର ବିକାଶ ଓ ଉନ୍ନତୀକୁ ଜୀବନର ମନ୍ତ୍ର କରିଥିବା ବିଧାୟକ ଡ. ସାହୁଙ୍କ ସହ ରହି କାମ କରିବେ ବୋଲି ସେମାନେ କହିଛନ୍ତି । ବିଜେପି ଛାଡ଼ି ଇଟାମାଟି ପଞ୍ଚାୟତ ୧୮ ନମ୍ବର ୱାର୍ଡ଼ ମେମ୍ବର ଅଜୟ କୁମାର ପରିଡ଼ା, ଯୁବମୋର୍ଚ୍ଚାର ଦାଶରଥି ଖଟେଇ, କେଦାର ଖଟେଇ, ଆଲୋକ ଖଟେଇ, ଅଧିକାରୀ ପରିଡ଼ା, ଜିତେନ୍ଦ୍ର କୁମାର ପରିଡ଼ା, ରଜତ କୁମାର ରାଉତ, ଦିଲ୍ଲୀପ କୁମାର ପରିଡ଼ା, ସଦାଶିବ ପରିଡ଼ା, ଦିନେଶ ବରାଡ଼, ବିନୋଦିଆ ପରିଡ଼ା, ଚିଣ୍ଟୁ ପରିଡ଼ା,ଲିକୁନି ରାଉତ, ସିଲୁ ପରିଡ଼ା, ଗୁଲୁବାସ ପରିଡ଼ା, ପୂର୍ଣ୍ଣଚନ୍ଦ୍ର ପରିଡ଼ା, ଆଲୋକ ପରିଡ଼ା, ଆନନ୍ଦ ପରିଡ଼ା, ଦିଲ୍ଲୀପ ପ୍ରଧାନ, ଦେବପ୍ରସାଦ ବେହେରା ବିଜୁ ଜନତା ଦଳରେ ସାମୋଲ ହୋଇଛନ୍ତି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ସାହୁ ତାଙ୍କୁ ଦଳୀୟ ଉତ୍ତରୀୟ ପ୍ରଦାନ କରି ଦଳକୁ ସ୍ୱାଗତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ , ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସୁବାଷ ଚନ୍ଦ୍ର କହଁର, ଆଶିଷ ଅଗ୍ରୱାଲ, ସରୋଜ ରଣସିଂ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ବ୍ଲକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁ, ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ଗଙ୍ଗାଧର ପଣ୍ଡା, ଶ୍ରବଣ ରାମ, ଭାଗୀରଥି ବାଇ ପ୍ରମୂଖ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

May 20, 2026
ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

May 19, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

ଜିଲ୍ଲା ପ୍ରଶାସନ ପକ୍ଷରୁ ୫୨ ଜଣ କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ; ରଣପୁରର ୧୬ ଛାତ୍ରଛାତ୍ରୀ ଆଣିଲେ ଗୌରବ

May 19, 2026
୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

୩୦ଟି ବିଜ୍ଞପ୍ତିତ ନାଗରିକ ସେବାରେ ୯୪% ସମୟସୀମା ଅନୁପାଳନ ହାସଲ କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

May 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

ପର୍ଯ୍ୟଟକ ଙ୍କ ସୁରକ୍ଷା ପାଇଁ ବିଚ ପେଟ୍ରୋଲିଂ କଡାକଡି

May 20, 2026
ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

ପଞ୍ଚାୟତ ସ୍ତରୀୟ ଆମ ଗଞ୍ଜାମ,ସ୍ୱଚ୍ଛ ଗଞ୍ଜାମ ଆରମ୍ଭ

May 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version