• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭରସାଯୋଗ୍ୟ ବିଜୁଳି ଯୋଗାଣ ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ ଭ୍ରାମ୍ୟମାଣ ସବଷ୍ଟେସନ ମୂତୟନ

Proprietor Abhimanyu Maharana by Proprietor Abhimanyu Maharana
May 11, 2023
in ଓଡ଼ିଶା, ଗଞ୍ଜାମ, ଦେଶ, ବାଣିଜ୍ୟ, ହୋମ୍
0
ଭରସାଯୋଗ୍ୟ ବିଜୁଳି ଯୋଗାଣ ପାଇଁ ଟିପିଏସ୍ଓଡିଏଲ୍ ପକ୍ଷରୁ ଭ୍ରାମ୍ୟମାଣ ସବଷ୍ଟେସନ ମୂତୟନ
Share on FacebookShare on TwitterWhatsapp

୧୧ମଇ ବୁଧବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବ୍ରହ୍ମପୁର :- ଗ୍ରାହକମାନଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣକୁ ନିଶ୍ଚିତ କରିବା ଲାଗି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏହାର ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବଷ୍ଟେସନ ମୂତୟନ କରାଯାଇଛି । ଏହା ଫଳରେ ବିଭ୍ରାଟ ସମୟରେ ବିଜୁଳି ଯୋଗାଣ ସୁଗମ ହେବ । ଛଅଟି ସର୍କଲ୍ ଯଥା ବ୍ରହ୍ମପୁର ସର୍କଲ୍, ସିଟି ସର୍କଲ, ରାୟଗଡ଼ା ସର୍କଲ, ଜୟପୁର ସର୍କଲ୍, ଆସ୍କା ସର୍କଲ୍ ଓ ଭଞ୍ଜନଗର ସର୍କଲରେ ୧୧/୦.୪ କେଭିର ଗୋଟିଏ ଲେଖାଏଁ ଭ୍ରାମ୍ୟମାଣ ସବଷ୍ଟେସନ ମୂତୟନ କରାଯାଇଛି ।

ଏହି ଭ୍ରାମ୍ୟମାଣ ସବଷ୍ଟେସନଗୁଡ଼ିକ ହେଉଛି ଛୋଟ ପ୍ଲଗ୍-ଇନ୍ ସବଷ୍ଟେସନ ଯେଉଁଥିରେ ରହିଛି ଏକ ବଂଟନ ଟ୍ରାନ୍ସଫରମର, ହାଇ ଓ ଲୋ-ଟେନସନ ସୁରକ୍ଷା ଉପକରଣ ଯାହାକୁ ଏକ ଭ୍ରାମ୍ୟମାଣ ଟ୍ରଲି ଉପରେ ରଖାଯାଇଛି ଏବଂ ଯେକୌଣସି ଜରୁରୀକାଳୀନ ସମୟରେ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରିବା ଲାଗି ତୁରନ୍ତ ତାହାକୁ ବ୍ୟବହାର କରିହେବ । ପରିବହନ ସମୟ ବାଦ ପ୍ରାୟ ଦେଢ଼ ଘଂଟା ଭିତରେ ଭ୍ରାମ୍ୟମାଣ ସବଷ୍ଟେସନକୁ ସେବାରେ ବ୍ୟବହାର କରିହେବ ।

“ଆମ ଗ୍ରାହକମାନଙ୍କ ଲାଗି ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ନିଶ୍ଚିତ କରିବା ଦିଗରେ ଆମେ ନିରନ୍ତର ଉଦ୍ୟମ କରୁଛୁ । ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ଏହି ଛୋଟ ସବଷ୍ଟେସନଗୁଡ଼ିକ ବିଶେଷ ସହାୟକ ହେବ କାରଣ ଏହା ବିଦ୍ୟୁତ ଯୋଗାଣକୁ ତୁରନ୍ତ ସ୍ୱାଭାବିକ କରିବାରେ ସହାୟକ ହୋଇପାରିବ । ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ବଂଟନର ଦୃଢ଼ତାକୁ ନିଶ୍ଚିତ କରିବା ଲାଗି ଆମ ଟିମ୍ ଅଭିନବ ନୂଆ ପଥ ଓ ମାଧ୍ୟମକୁ ପ୍ରାଧାନ୍ୟ ଦେଇ ଆସିଛି ବୋଲି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅରବିନ୍ଦ ସିଂହ କହିଛନ୍ତି ।’’

ଭ୍ରାମ୍ୟମାଣ ସବଷ୍ଟେସନର ଲାଭ :-

• ତ୍ରୁଟିପୂର୍ଣ୍ଣ ବଂଟନ ଟ୍ରାନ୍ସଫରମର ମାମଲାରେ ବିଦ୍ୟୁତ ସେବାକୁ ସ୍ୱାଭାବିକ କରିବା ଲାଗି ଭ୍ରାମ୍ୟମାଣ ସବଷ୍ଟେସନକୁ ଶୀଘ୍ର ବ୍ୟବହାର କରିହେବ

• ହସ୍ପିଟାଲ ଓ ଜଳ ଯୋଗାଣ ଭଳି ଗୁରୁତ୍ୱପୂର୍ଣ୍ଣ ଜରୁରୀକାଳୀନ ସେବା ମାମଲାରେ ଶୀଘ୍ର ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରିବାରେ ଏହି ସବଷ୍ଟେସନଗୁଡ଼ିକ ବିଶେଷ ସହାୟକ ହୋଇପାରିବ

• ଡିଏସ୍ଏସ୍ ର ମରାମତି ଭଳି ମାମଲାରେ ଗ୍ରାହକମାନଙ୍କୁ ବିଦ୍ୟୁତ ଯୋଗାଣ ପାଇଁ ଭ୍ରାମ୍ୟମାଣ ସବଷ୍ଟେସନ ବ୍ୟବହାର କରାଯାଇପାରିବ

• ସବଷ୍ଟେସନଗୁଡ଼ିକ ଛୋଟ ଓ ସହଜରେ ପରିବହନ କରିହେବ । ତେଣୁ ଝଡ଼ ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ତୁରନ୍ତ ବିଦ୍ୟୁତ ଯୋଗାଣ ସ୍ୱାଭାବିକ କରିବାରେ ସହାୟକ ହେବ

• ପ୍ରକଳ୍ପ କାର୍ଯ୍ୟ ସମୟରେ ସାମୟିକ ବିଦ୍ୟୁତ ଯୋଗାଣ ପାଇଁ ଏହାକୁ ବ୍ୟବହାର କରିହେବ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version