• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ କର୍ମକର୍ତ୍ତା ପ୍ରଶିକ୍ଷଣ ଶିବିର

Proprietor Abhimanyu Maharana by Proprietor Abhimanyu Maharana
May 13, 2023
in ଓଡ଼ିଶା, ଜଗତସିଂହପୁର, ରାଜନୀତି, ହୋମ୍
0
ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ କର୍ମକର୍ତ୍ତା ପ୍ରଶିକ୍ଷଣ ଶିବିର
Share on FacebookShare on TwitterWhatsapp

ମୁଖ୍ୟ ଅତିଥି ଭାବେ ବିଜୁ ଜନତା ଦଳ ଜଗତସିଂହପୁର ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ର ମାନ୍ୟବର ବିଧାୟକ ଶ୍ରୀ ଅରୁଣ କୁମାର ସାହୁ ପ୍ରଦିପ ପ୍ରଜ୍ବଳନ କରି ପ୍ରଶିକ୍ଷଣ ଶିବିରକୁ ଉଦ୍ଘାଟନ କରିଥିଲେ ।

ଜଗତସିଂହପୁର :- ଜଗତସିଂହପୁର ଜିଲ୍ଲା ବିଜୁ ଜନତା ଦଳ କର୍ମକର୍ତ୍ତା ପ୍ରଶିକ୍ଷଣ ଶିବିର ଜଗତସିଂହପୁର ସ୍ଥିତ ଆଦିକବି ସାରଳା ଦାସ ସଂସ୍କୃତି ଭବନରେ ବିଜୁ ଜନତା ଦଳ ଜିଲ୍ଲା ସଭାପତି ତଥା ଜଗତସିଂହପୁର ମାନ୍ୟବର ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲିଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଜୁ ଜନତା ଦଳ ଜଗତସିଂହପୁର ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ର ମାନ୍ୟବର ବିଧାୟକ ଶ୍ରୀ ଅରୁଣ କୁମାର ସାହୁ ପ୍ରଦିପ ପ୍ରଜ୍ବଳନ କରି ପ୍ରଶିକ୍ଷଣ ଶିବିରକୁ ଉଦ୍ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଲିକୁଦା ଏରସମା ମାନ୍ୟବର ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ତିର୍ତୋଲ ମାନ୍ୟବର ବିଧାୟକ ଶ୍ରୀ ବିଜୟ ଶଙ୍କର ଦାସ,ପାରାଦୀପ ମାନ୍ୟବର ବିଧାୟକ ଶ୍ରୀ ସମ୍ବିତ ରାଉତରାୟ, ଜିଲ୍ଲାର ସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ଛାତ୍ର, ଯୁବ, ମହିଳା, କୃଷକ, ସଂଖ୍ୟାଲଘୁ ଜନତା ଦଳର ସମସ୍ତ କର୍ମକର୍ତ୍ତା ଯୋଗ ଦେଇଥିଲେ।ପରିଶେଷରେ ମାନ୍ୟବର ପର୍ଯ୍ୟବେକ୍ଷକ ବିଜୁ ଜନତା ଦଳକୁ ତୃଣମୂଳ ସ୍ତରରୁ କିଭଳି ଭାବେ ମଜଭୁତ କରାଯାଇପାରିବ ସେ ବିଷୟରେ ସମସ୍ତଙ୍କୁ ଉଦବୋଧନ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version