• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରୋଡ୍ ରେଳମଣ୍ଡଳ ଦ୍ଵାରା “ଆନ୍ତର୍ବିଭାଗୀୟ ଦିବା ରାତ୍ର ଟେନିସ୍ ବଲ୍ କ୍ରିକେଟ୍ ଟୁର୍ନାମେଣ୍ଟ” ଉଦ୍ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
May 13, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଖୋର୍ଦ୍ଧାରୋଡ୍ ରେଳମଣ୍ଡଳ ଦ୍ଵାରା “ଆନ୍ତର୍ବିଭାଗୀୟ ଦିବା ରାତ୍ର ଟେନିସ୍ ବଲ୍ କ୍ରିକେଟ୍ ଟୁର୍ନାମେଣ୍ଟ” ଉଦ୍ଘାଟିତ
Share on FacebookShare on TwitterWhatsapp

୧୨ମଇ  ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା – ଜଟଣୀ  :- ଇଷ୍ଟକୋଷ୍ଟ ରେଲୱେ ସ୍ପୋର୍ଟସ ଆସୋସିଏସନ (ଇକୋର୍ଷା), ଖୋର୍ଦ୍ଧାରୋଡ୍, ଦ୍ୱାରା, ରେଲୱେ ଷ୍ଟାଡିୟମ୍ ରେ “ଆନ୍ତର୍ବିଭାଗୀୟ ଦିବା,ରାତ୍ର ଟେନିସ୍ ବଲ୍ କ୍ରିକେଟ୍ ଟୁର୍ନାମେଣ୍ଟ” ଉଦ୍ଘାଟିତ ହୋଇଯାଇଛି | ଏହି ଟୁର୍ନାମେଣ୍ଟ ୧୯ ମଇ ୨୦୨୩ ପର୍ଯ୍ୟନ୍ତ ଜାରି ରହିବ | ଖୋର୍ଦ୍ଧା ରୋଡ୍ ମଣ୍ଡଳ ର ୧୨ ଟି ବିଭାଗର ରେଳ କର୍ମଚାରୀ ଏହି ଟୁର୍ନାମେଣ୍ଟରେ ଭାଗ ନେଉଛନ୍ତି |

ଆନ୍ତର୍ବିଭାଗୀୟ ଦିବା ରାତ୍ର ଟେନିସ୍ ବଲ୍ କ୍ରିକେଟ୍ ଟୁର୍ନାମେଣ୍ଟ କୁ, ଖୋର୍ଦ୍ଧା ରୋଡ୍ ମଣ୍ଡଳ ରେଳ ପ୍ରବନ୍ଧକ, ଶ୍ରୀ ରିଙ୍କେଶ ରୟ ଏବଂ ପୂର୍ବତଟ ରେଲୱେ ର ମହିଳା କଲ୍ୟାଣ ସଂଗଠନ (ଇକ୍ରୋ) ଖୋର୍ଦ୍ଧାରୋଡ଼ ର ସଭାନେତ୍ରୀ ଶ୍ରୀମତୀ ଶୁଭଲକ୍ଷ୍ମୀ ଜେନା,ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଓପି) ଶ୍ରୀ କଲ୍ୟାଣ ପଟ୍ଟନାୟକ , ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନ୍ଫ୍ରା) ଶ୍ରୀ ଶୁଭ୍ର ଜ୍ୟୋତି ମଣ୍ଡଳ ଏବଂ କ୍ରୀଡା ଅଧିକାରୀ ତଥା ବରିଷ୍ଠ ମଣ୍ଡଳ ବିତ୍ତ ପ୍ରବନ୍ଧକ, ଖୋର୍ଦ୍ଧାରୋଡ଼, ଶ୍ରୀ ହିମାଦ୍ରି ଭୂଷଣ ବିଶ୍ଵାଳ ପ୍ରମୁଖଙ୍କ ଉପସ୍ଥିତିରେ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣକାରୀ ଦଳମାନଙ୍କୁ ଶ୍ରୀ ରିଙ୍କେଶ ରୟ ଶୁଭେଚ୍ଛା ଜଣାଇବା ସହ କ୍ରୀଡ଼ା କାର୍ଯ୍ୟକଳାପ ଜାରି ରଖି, ସମସ୍ତଙ୍କୁ ଟିମ୍ ସ୍ପିରିଟ ଏବଂ ଦଳୀୟ ଭାବନା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ଶ୍ରୀ ରିଙ୍କେଶ ରୟ ରେଲୱେ ଷ୍ଟାଡିୟମର ସ୍ଥାୟୀ ଉଜ୍ଜଳ ଆଲୋକ ବ୍ୟବସ୍ଥା ର ଉଦ୍ଘାଟନ କରିଥିଲେ । ବର୍ତ୍ତମାନ ରେଲୱେ ଷ୍ଟାଡିୟମରେ ୬ ଟି ହାଇମାଷ୍ଟ ସ୍ଥାପନ କରାଯାଇଛି, ଯୋଉଥିରେ କି ୧୦୦୦ ୱାଟ ର ୫୪ଟି ଏଲଇଡି ଲାଇଟ୍ ଲଗାଯାଇଛି | ଏହି ଉଜ୍ଜଳ ଆଲୋକ ବ୍ୟବସ୍ଥା ଆଗାମୀ ଦିନରେ ବିଭିନ୍ନ କ୍ରୀଡା କାର୍ଯ୍ୟ କଳାପ କରିବା ପାଇଁ ମଣ୍ଡଳକୁ ସାହାଯ୍ୟ କରିବ |ଆଜି ପ୍ରଥମ ଦିନର ପ୍ରଥମ ମ୍ୟାଚ ବାଣୀଜ୍ୟ ଏଵଂ ବିତ୍ତ ବିଭାଗ ମଧ୍ୟରେ ଏବଂ ଦ୍ଵିତୀୟ ମ୍ୟାଚ ମେଡିକାଲ ଏବଂ ମେକାନିକାଲ୍ ମଧ୍ୟରେ ଅନୁଷ୍ଠିତ ହୋଇଥିଲା | ସମସ୍ତ ବିଭାଗ ମଧ୍ୟରେ ସମୁଦାୟ ୧୨ଟି ଲିଗ୍ ମ୍ୟାଚ୍ ହେବ | ଫାଇନାଲ ମ୍ୟାଚ୍ ୧୯ ମଇ ୨୦୨୩ ରେ ଅନୁଷ୍ଠିତ ହେବ | ସମସ୍ତ ଟୁର୍ନାମେଣ୍ଟ ଗୁଡ଼ିକ,କ୍ରୀଡ଼ା ସଚିବ ଏମ. ଡି.ଜାକିରୁଦ୍ଦିନ ଏବଂ ଖୋର୍ଦ୍ଧାରୋଡ଼ କ୍ରୀଡ଼ା ସଙ୍ଗଠନର ସଦସ୍ୟ ମାନେ ସଂଯୋଜନା କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version