• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚକାପାଦ ଠାରେ ହୋମଗାର୍ଡ ସଂଘ ଓ ମାନବାଧିକାର ମିସନର ପରିବର୍ତ୍ତନ କାର୍ଯ୍ୟକ୍ରମ ବୈଠକ ଅନୁଷ୍ଟିତ

Proprietor Abhimanyu Maharana by Proprietor Abhimanyu Maharana
May 14, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ଚକାପାଦ ଠାରେ ହୋମଗାର୍ଡ ସଂଘ ଓ ମାନବାଧିକାର ମିସନର ପରିବର୍ତ୍ତନ କାର୍ଯ୍ୟକ୍ରମ ବୈଠକ ଅନୁଷ୍ଟିତ
Share on FacebookShare on TwitterWhatsapp

୧୪ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ ଓ ମାନବାଧିକାର ମିସନ କନ୍ଧମାଳ ଜିଲ୍ଲା ଶାଖାର ସମସ୍ତ କର୍ମକର୍ତ୍ତା ଙ୍କ ଆଲୋଚନା କ୍ରମେ । ଚକାପାଦ ଥାନା ଅନ୍ତର୍ଗତ ପ୍ରସିଦ୍ଧ ଶୈବପୀଠ ବିରୁପାକ୍ଷ୍ୟ ମନ୍ଦିର ଠାରେ ଦ୍ଵିପଦାନ ଓ ସ୍ବଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତତ୍ତ୍ ସହିତ ବୈଠକର ଆୟୋଜନ କରାଯାଇ ମାନବାଧିକାର ମିସନ ରାଜ୍ୟ ଉପସଭାପତି ଜଳନ୍ଧର ବେହେରା, କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ସଭାପତି ପ୍ରଭାତ କୁମାର ସାହାଣୀଙ୍କ ତତ୍ବାବଧାନରେ ଉକ୍ତ ବୈଠକରେ ବିଭିନ୍ନ ସମସ୍ୟାର ସରଳ ସମାଧାନ କିପରି ଆଇନ୍ ଗତ ଭାବେ ହୋଇ ପାରିବ ସେ ବିଷୟରେ ଆଲୋଚନା କରାଯାଇଛି । ବୈଠକର ମୂଖ୍ୟ ଉଦ୍ଦେଶ୍ୟ ସମାଜର ମଙ୍ଗଳ ନିମନ୍ତେ ପରିବର୍ତ୍ତନ କାର୍ଯ୍ୟକ୍ରମ କରିବା । ସେଥିମଧ୍ୟରୁ ବୃକ୍ଷ ରୋପଣ, ସ୍ବଛ ଭାରତ କାର୍ଯ୍ୟକ୍ରମ, ରକ୍ତଦାନ ଶିବିର, ଅସହାୟ ପରିବାର ସଦସ୍ୟଙ୍କୁ ସହାୟତା, ଏ ସମସ୍ତ କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲାର ସମସ୍ତ ଥାନା ର ହୋମଗାର୍ଡ ଭାଇ ଭଉଣୀ ମାନେ ସଂଘ ମାଧ୍ୟମରେ ଡିୟୁଟି ପରବର୍ତ୍ତୀ ସମୟରେ କିପରି କରାଯାଇ ପାରିବ ସେ ବିଷୟରେ ଆଲୋଚନା କରାଯାଇଥିଲା । ବର୍ତ୍ତମାନ କନ୍ଧମାଳ ଜିଲ୍ଲାର ହୋମଗାର୍ଡ ସଂଘ କର୍ମକର୍ତ୍ତା ମଞ୍ଜୁଳା ନାୟକ ଙ୍କ ହାଇକୋର୍ଟ ଡିଗ୍ରୀ କେସ ମାନବାଧିକାର ମିସନ ମାଧ୍ୟମରେ ସୁପ୍ରିମକୋର୍ଟରେ କେସ ଶେଷ ଶୁଣାଣି ହୋଇ ଜର୍ଜମେଣ୍ଟ୍ ହୋଇ ଡିଗ୍ରୀ ହାସଲ କରାଯାଇଛି ।ସୁପ୍ରିମକୋର୍ଟ ଜଷ୍ଟିସ ଏମ୍ ଆର୍ ଶାହା, ଜଷ୍ଟିସ ବି ଭି ନାଗରତ୍ନ ଏବଂ ମାନବାଧିକାର ମିସନ ଚୈୟାରପରସ ମହେନ୍ଦ୍ର ଶର୍ମା, ରାଜ୍ୟ ସଭାପତି ଦିଲ୍ଲିପ କୁମାର ଧଳ, ମହିଳା ସଭାନେତ୍ରୀ ଆରତୀ ମଙ୍ଗରାଜ, ଏବଂ ଆଇନଜୀବୀ ଶେଖର ଶ୍ରୀବାସ୍ତବ ଙ୍କ ଦୃଢ଼ ଇଚ୍ଛାଶକ୍ତି ବଳରେ ତା,୧୭,୩,୨୦୨୩, ତାରିଖ ଦିନ କନ୍ଧମାଳ ଜିଲ୍ଲା ମଞ୍ଜୁଳା ନାୟକ ଙ୍କ ସୁପ୍ରିମକୋର୍ଟ କେସ୍ ଡିଗ୍ରୀ ହାସଲ କରାଯାଇ ରାଜ୍ୟ ସରକାର ଙ୍କୁ ହସ୍ତାନ୍ତର କରାଯାଇଛି । ଖୁବଶୀଘ୍ର ରାଜ୍ୟର ସମସ୍ତ ଜିଲ୍ଲାର ହୋମଗାର୍ଡ ଭାଇ ଭଉଣୀ ମାନେ ସୁପ୍ରିମକୋର୍ଟ ଦେଇ ଥିବା ନିର୍ଦ୍ଦେଶ ପ୍ରକାରେ ସମାନ କାମକୁ ସମାନ ଦରମା ଯାହାକି କନେଷ୍ଟବଲ ମାନଙ୍କ ଦରମା ସହିତ ସମାନ ଭାବରେ,୨୦୧୮, ମସିହାରୁ ବର୍ଦୀତ ଦରମା ଏବଂ ଏରିୟର ପାଇବେ ଏହି ସୁବିଧା ରାଜ୍ୟ ୧୬,୫୦୦,ରୁ ଉର୍ଦ୍ଧ୍ବ ହୋମଗାର୍ଡ ପରିବାର ପାଇ ବର୍ତମାନ ସମାଜର ଚଳନୀ ସହିତ ଖାପଖୁଆଇ ଚଳି ପାରିବେ ବୋଲି,ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ ସଭାପତି ରଞ୍ଜନ କୁମାର ମଲ୍ଲିକ ସମ୍ପାଦକ ବିଚିତ୍ର ନନ୍ଦ ବିଶ୍ବାଳ ଏବଂ କୋଷାଧ୍ୟକ୍ଷ ଉମାକାନ୍ତ ରାଉତ ମତ ପ୍ରକାଶ କରିଥିବା କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ କର୍ମକର୍ତ୍ତା ବୈଠକ ରେ ଆଲୋଚନା କରିଥିବା ଦେଖିବାକୁ ମିଳିଛି । ଦିନକୁଦିନ ବିଭିନ୍ନ ସାମଗ୍ରୀ ଦରବୃଦ୍ଧି ଯୋଗୁଁ ବର୍ତ୍ତମାନ ହୋମଗାର୍ଡ ମାନଙ୍କୁ ମିଳୁଥିବା ଦୈନିକ,୪୧୬, ଟଙ୍କା ହିସାବରେ ମାସିକ ୧୨,୦୦୦ରୁ,୧୩,୦୦୦, ଟଙ୍କା ଦରମାରେ ପରିବାର ଭୋରଣ ପୋଷଣ କରିବା ସହିତ ବୃଦ୍ଧ ବାପା ମାଙ୍କ ଔଷଧ ଖର୍ଚ୍ଚ ଏବଂ ପୁଅ ଝିଅ ମାନଙ୍କୁ ଉଚ୍ଚ ଶିକ୍ଷା ଦେବାରେ ଅସୁବିଧାର ସମ୍ମୁଖୀନ ହେଉଥିବା ସଂଘ କର୍ମକର୍ତ୍ତା ଆଲୋଚନା କରିଛନ୍ତି l ଏଣୁ ଆଗାମୀ ଦିନରେ ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟ ସରକାର ବଡ଼ ଧରଣର ପରିବର୍ତ୍ତନ କରିବେ ବୋଲି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ ଓ ମାନବାଧିକାର ମିସନ କନ୍ଧମାଳ ଜିଲ୍ଲା ଶାଖାର ସମସ୍ତ କର୍ମକର୍ତ୍ତା ଆଜିର ବୈଠକରେ ମନ୍ତବ୍ୟ ରଖିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ମାନବାଧିକାର ମିସନ ରାଜ୍ୟ ଉପସଭାପତି ତଥା କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ପରାମର୍ଶଦାତା, ଜଳନ୍ଧର ବେହେରା, କନ୍ଧମାଳ ଜିଲ୍ଲା ମାନବାଧିକାର ମିସନ ମିଡ଼ିଆ ସମ୍ପାଦକ ତଥା କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ପରାମର୍ଶଦାତା, ସାମ୍ବାଦିକ କୁନା ଦିଗାଲ, କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ଆବାହକ ତଥା ମାନବାଧିକାର ମିସନ କନ୍ଧମାଳ ଜିଲ୍ଲା ସଭାପତି, ବିରାଜ କୁମାର ପ୍ରଧାନ । କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ସଭାପତି, ପ୍ରଭାତ କୁମାର ସାହାଣୀ, କାର୍ଯ୍ୟକାରୀ ସଭାପତି ଅକ୍ଷୟ କୁମାର ରାୟ, ସମ୍ପାଦକ ସପନ କୁମାର ମିଶ୍ର, କୋଷାଧ୍ୟକ୍ଷ,ଶେଖ୍ ରିହାଜୁଦିନ୍ ଟାଉନ ଥାନା ହୋମଗାର୍ଡ ସଂଘ, ଉପ ସଭାପତି ସାଫରିନ ଖାନ୍, ଉପସ୍ଥିତ ରହି ଆଗାମୀ ଦିନରେ କିପରି କନ୍ଧମାଳ ଜିଲ୍ଲାର ସମସ୍ତ ଥାନାର ହୋମଗାର୍ଡ ଭାଇ ଭଉଣୀ ମାନେ ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ ଓ ମାନବାଧିକାର ମିସନ ରେ ସଦସ୍ୟ ଗ୍ରହଣ କରି ନିଜ ନିଜର ଚାକିରି ଏବଂ ପରିବାରର ସୁରକ୍ଷା ଦେବା ସହିତ ସମାଜର ଚଳନୀ ସହିତ ଖାପଖୁଆଇ ଚଳି ପାରିବେ ସେ ନେଇଁ ଆଲୋଚନା କରିକରିଛନ୍ତି ।ଶେଷରେ ଚକାପାଦ ଥାନାର ସମସ୍ତ ହୋମଗାର୍ଡ ଭାଇ ଭଉଣୀ ମାନଙ୍କୁ ନେଇ ଚକାପାଦ ଥାନା ହୋମଗାର୍ଡ ସଂଘ କର୍ମକର୍ତ୍ତା ଚୟନ କରାଯାଇଥିଲା । ସାଭାପତି, ଭାବରେ, ବସନ୍ତ କୁମାର ମଲ୍ଲିକ,ଉପ ସଭାପତି, ପ୍ରତାପ ଚନ୍ଦ୍ର ମଲ୍ଲିକ, ସମ୍ପାଦକ, ସଞ୍ଜୟ କୁମାର ବେହେରା,ସହ ସମ୍ପାଦକ, ସନ୍ତୋଷ କୁମାର ମଲ୍ଲିକ, କୋଷାଧ୍ୟକ୍ଷ, ହେମନ୍ତ ମଲ୍ଲିକ,ଉପ କୋଷାଧ୍ୟକ୍ଷ,ବିମଳ ବେହେରା, କାର୍ଯ୍ୟକାରି ସଭାପତି, ମନୋରଞ୍ଜନ ମଲ୍ଲିକ, ଏବଂ ଚକାପାଦ ଥାନାର ହୋମଗାର୍ଡ ସଂଘ ଟିକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ପରାମର୍ଶଦାତା ଭାବେ ବରିଷ୍ଠ ସାମ୍ବାଦିକ, ପ୍ରମୋଦ କୁମାର ସାହୁ, ଏବଂ ସାମ୍ବାଦିକ,ଦୀପକ କୁମାର ହଂସ ଙ୍କୁ ଚୟନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମ ଟିକୁ କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ କର୍ମକର୍ତ୍ତା ଓ ଚକାପାଦ ଥାନା ର ସମସ୍ତ ହୋମଗାର୍ଡ ଭାଇ ଭଉଣୀ ମାନଙ୍କ ମିଳିତ ସହଯୋଗ ରେ ପରିଚାଳିତ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

Vedanta Power Debuts on D-Street, To Expand to 12 GW by FY33

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version