• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋଦି ମ୍ୟାଜିକ୍ : କର୍ଣ୍ଣାଟକରେ କାମ କଲାନି

Proprietor Abhimanyu Maharana by Proprietor Abhimanyu Maharana
May 15, 2023
in ଓଡ଼ିଶା, ଦେଶ, ହୋମ୍
0
ମୋଦି ମ୍ୟାଜିକ୍ : କର୍ଣ୍ଣାଟକରେ କାମ କଲାନି
Share on FacebookShare on TwitterWhatsapp

ଶକ୍ତିଶାଳୀ ବିଜେପି ବିରୋଧରେ କଂଗ୍ରେସ ଯୋଜନାବଦ୍ଧ ଭାବେ ଏଥର ନିର୍ବାଚନ ଲଢ଼ିଥିଲା ।

କର୍ଣ୍ଣାଟକରେ ଥିବା ମୋଟ ୨୨୪ଟି ବିଧାନସଭା ଆସନ କଂଗ୍ରେସ ୧୩୬ ଟି ଆସନରେ ବିଜୟୀ, ବିଜେପି ୬୪ ଆସନରେ ବିଜୟୀ, ଜନତା ଦଳ (ଏସ)କୁ ୨୦ ଏବଂ ଅନ୍ୟାନ୍ୟ ଦଳ ୪ ଟି ଆସନରେ ବିଜୟୀ

କଂଗ୍ରେସକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା

୧୪ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କର୍ଣ୍ଣାଟକ :- କର୍ଣ୍ଣାଟକ ଜିତିବା ପାଇଁ ସବୁ ବଳ କୌଶଳ ଲଗାଇଥିଲା ବିଜେପି । ପ୍ରଚାରର ମୁଖ୍ୟ ଆକର୍ଷଣ ଥିଲେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୦ ଦିନରେ ୧୭ ରାଲି ଏବଂ ୫ ରୋଡ୍ ସୋ’ କରିଥିଲେ । ଭୋଟରଙ୍କ ମନ ଜିଣିବା ପାଇଁ ପ୍ରଧାନମନ୍ତ୍ରୀ ଦକ୍ଷିଣ କର୍ଣ୍ଣାଟକରେ ଦୁଇରାତି ବି କଟାଇଥିଲେ । ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏବଂ ଗୃହମନ୍ତ୍ରୀ ଅମିତ୍ ଶାହା ମଧ୍ୟ କର୍ଣ୍ଣାଟକରେ ଡେରା ପକାଇଥିଲେ ।ମାତ୍ର ସବୁ ଫସର ଫାଟିଯାଇଛି । କର୍ଣ୍ଣାଟକବାସୀ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି । ଶିବକୁମାର-ସିଦ୍ଧରମେୟାଙ୍କ ନେତୃତ୍ୱକୁ ସେମାନେ ଗ୍ରହଣ କରିବା ସହ ରାହୁଲ ଗାନ୍ଧୀଙ୍କ ଉପରେ ଆସ୍ଥା ପ୍ରକଟ କରିଛନ୍ତି । କର୍ଣ୍ଣାଟକରେ ଥିବା ମୋଟ ୨୨୪ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଅପରାହ୍ନ ସାଢ଼େ ୪ଟା ସୁଦ୍ଧା ଭୋଟ ଗଣତି ଫଳାଫଳରୁ କଂଗ୍ରେସ ୧୩୬ ଟି ଆସନରେ ବିଜୟୀ/ଆଗୁଆ ଥିବା ବେଳେ ବିଜେପି ୬୪ ଆସନରେ ବିଜୟୀ/ଆଗୁଆ ରହିଛି । ଜନତା ଦଳ(ଏସ)କୁ ୨୦ ଏବଂ ଅନ୍ୟାନ୍ୟ ଦଳ ୪ ଟି ଆସନରେ ବିଜୟୀ/ଆଗୁଆ ଅଛନ୍ତି । ସରକାର ଗଢ଼ିବା ପାଇଁ ମ୍ୟାଜିକ୍ ନମ୍ବର ୧୧୩ ହୋଇଥିବା ବେଳେ କଂଗ୍ରେସ ଏହାକୁ ପାର୍ କରି ବହୁତ ଆଗକୁ ଯାଇଛି । ଦେଶରେ ସାଧାରଣ ନିର୍ବାଚନ ପାଇଁ ବର୍ଷକରୁ କମ୍ ସମୟ ଥିବା ବେଳେ କର୍ଣ୍ଣାଟକରେ ବିଜେପିର ଶୋଚନୀୟ ପରାଜୟ ବିଜେପି ପାଇଁ ଶକ୍ତ ଧକ୍କା ହୋଇଛି । ଦେଶକୁ କଂଗ୍ରେସମୁକ୍ତ କରିବା ପାଇଁ ସ୍ୱପ୍ନ ଦେଖୁଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପାଇଁ ଏହା ବିଶେଷ ଚିନ୍ତାର ବିଷୟ ହୋଇଛି । ଆଗକୁ ଥିବା ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ଏହା ଅଶୁଭ ସଙ୍କେତ ଦେଇଛି । ଅନ୍ୟପକ୍ଷରେ କର୍ଣ୍ଣାଟକ ବୃହତ୍ତ ବିଜୟ କଂଗ୍ରେସର ମନୋବଳକୁ ବହୁତ ବଢ଼ାଇ ଦେଇଛି । ପ୍ରେମ ଓ ହିଂସାର ଲଢ଼େଇରେ ପ୍ରେମର ବିଜୟ ହେଲା ବୋଲି ରାହୁଲ ଗାନ୍ଧୀ ପ୍ରତିକ୍ରିୟା ଦେଇଛନ୍ତି । ପ୍ରେମର ଦୋକାନକୁ କର୍ଣ୍ଣାଟକବାସୀ ଆପଣେଇଥିବା ବେଳେ ଘୃଣାର ବଜାରକୁ ପ୍ରତ୍ୟାଖ୍ୟାନ କରିଥିବା ସେ କହିଛନ୍ତି । ସୂଚନାଯୋଗ୍ୟ ଶକ୍ତିଶାଳୀ ବିଜେପି ବିରୋଧରେ କଂଗ୍ରେସ ଯୋଜନାବଦ୍ଧ ଭାବେ ଏଥର ନିର୍ବାଚନ ଲଢ଼ିଥିଲା । ରାଜ୍ୟ ସଭାପତି ଡିକେ ଶିବକୁମାର ଏବଂ ବିଧାୟକ ଦଳ ନେତା ସିଏମ ସିଦ୍ଧରମେୟାଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଓ ସମନ୍ୱୟ ସଂଗଠନକୁ ଅଧିକ ପ୍ରଭାବୀ କରିଥିଲା । ତୃଣମୂଳସ୍ତରରେ ସାଂଗଠନିକ ପରିଚାଳନାକୁ ବେଶୀ ଗୁରୁତ୍ୱ ଦିଆଯାଇଥିଲା । ନିର୍ବାଚନ ରଣନୀତିକାର ସୁନିଲ କାନୁଗୋଲୁଙ୍କ ଯୋଜନାକୁ ଅକ୍ଷରେ ଅକ୍ଷରେ କାର‌୍ୟ୍ୟକାରୀ କରିଥିଲା କଂଗ୍ରେସ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version