• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କର୍ଣ୍ଣାଟକରେ କଂଗ୍ରେସ ଦଳର ବିଜୟ କୁ ନେଇ ଗଜପତି ଜିଲ୍ଲା କଂଗ୍ରେସ ଦଳର ବିଜୟ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 15, 2023
in ଅପରାଧ, ଓଡ଼ିଶା, ଦେଶ, ହୋମ୍
0
କର୍ଣ୍ଣାଟକରେ କଂଗ୍ରେସ ଦଳର ବିଜୟ କୁ ନେଇ ଗଜପତି ଜିଲ୍ଲା କଂଗ୍ରେସ ଦଳର ବିଜୟ ଉତ୍ସବ ପାଳିତ
Share on FacebookShare on TwitterWhatsapp

୧୪ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- କର୍ଣ୍ଣାଟକ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ତଥା ସଫଳତାକୁ ନେଇ ଆଜି ପାରଳାଖେମୁଣ୍ଡି ସହରରେ ଜିଲ୍ଲା କଂଗ୍ରେସ ପାର୍ଟି ପକ୍ଷରୁ ବିଜୟ-ଉତ୍ସବ କାର୍ଯ୍ୟକ୍ରମ ପାଳନ କରାଯାଇଛିଏହିଅବସରରେ ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ବିଜୟ ଉତ୍ସବ ପାଳନ କରା ଯାଇଥିଲା । ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଏବଂ ସ୍ବର୍ଗତ ତ୍ରିନାଥ ସାହୁଙ୍କ ପ୍ରତିମୂର୍ତ୍ତି ଉପରେ ପୁଷ୍ପମାଲ୍ୟ ଅର୍ପଣ କରି କଂଗ୍ରେସର ବିପୁଳ ବିଜୟ ପାଇଁ ବିଭିନ୍ନ ନାରା ଦେବା ସହ ବାଣ ଫୁଟାଇ ଏବଂ ମିଠା ବାଣ୍ଟି ଉତ୍ସବ ମନାଇ ଥିଲେ ।

ଏହିପରିପ୍ରେକ୍ଷୀରେ ଜିଲ୍ଲା ସଭାପତି ତଥା ମୋହନା ବିଧାୟକ ଶ୍ରୀ ଗମାଙ୍ଗ କହିଛନ୍ତି ଯେ , ଆଜି ସାରା ଭାରତରେ କଂଗ୍ରେସ ପାଇଁ ଏକ ଖୁସିର ଦିନକର୍ଣ୍ଣାଟକରେ ଅନୁଷ୍ଠିତ ନିର୍ବାଚନରେ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ସେଥିପାଇଁ ଗଜପତି ଜିଲ୍ଲା କଂଗ୍ରେସ ଆଜି ପାରଳା ରେ ବିଜୟ ଉତ୍ସବ କରୁଛି । ଯେହେତୁ , କଂଗ୍ରେସ ସାରା ଭାରତରେ ଯେତେ ପ୍ରଦେଶ ରହିଛି , ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ନିଶ୍ଚିତ ଭାବେ ରାଜ୍ୟ ଦଖଲ କରିବୁ । ବର୍ତ୍ତମାନ କଂଗ୍ରେସର ପରିସ୍ଥିତି ବହୁତ୍ ଭଲ ଅଛି , କର୍ଣ୍ଣାଟକରେ ପୁଣି ରାଜ୍ୟ ଶାସନ ପାଇଁ ନିର୍ବାଚନ ସମୟରେ ବିଜେପି ତଥା ମୋଦୀ ସରକାର କେତେ ଯେ ହଜାର କୋଟି ଟଙ୍କା ଖର୍ଚ୍ଚ କରିଛି , ତାର ହିସାବ ନାହିଁ , ଯେତେ ଖର୍ଚ୍ଚ କରିଥିଲେ ମଧ୍ୟ କର୍ଣ୍ଣାଟକ ବାସୀ ତାର ଉଚିତ୍ ମୁହଁ-ତୋଡ ଜବାବ ଦେଇଛନ୍ତି ।

ସେମିତି ଭାବେ ଠିକ୍ ଜବାବ ଦେବେ , ଯେତେ ପ୍ରଦେଶ ରହିଛି ଏବଂ ଓଡ଼ିଶାରେ ମଧ୍ୟ ଆଗାମୀ ଦିନର ସାଧାରଣ ନିର୍ବାଚନରେ ଜନସାଧାରଣ ନିଶ୍ଚିତ ଭାବେ ବିଜେପି-ବିଜେଡିକୁ ଠିକ୍ ଜବାବ ଦେବେ , ଏଥିରେ ଦ୍ଵିମତ ନାହିଁ । ଆଗାମୀ ଦିନରେ କଂଗ୍ରେସ ତଥା ଶ୍ରୀ ରାହୁଲ ଗାନ୍ଧୀ ନିଶ୍ଚିତ ଭାବେ ଦେଶର ପ୍ରଧାନମନ୍ତ୍ରୀ ଆସନ ଅଳଙ୍କୃତ କରିବେ , ଯାହାକି , ଆଜିଠାରୁ , କର୍ଣ୍ଣାଟକ ରାଜ୍ୟରୁ ହିଁ ଏହାର ସତର୍କ ଘଣ୍ଟି ବାଜିଲାଣି । ଯେଉଁ ରାଜ୍ୟ କି ବୁଦ୍ଧିଜୀବୀ ଅଞ୍ଚଳ ରାଜ୍ୟ ଓ ଜ୍ଞାନୀ ଗୁଣି , ଧନୀ ଓ ବିଭିନ୍ନ ଜାତିର ଲୋକେ ଅଛନ୍ତି ଏବଂ ଏହା ଆଇ-ଟି ସେକ୍ଟରର ଅଞ୍ଚଳ ଏବଂ ଭାରତ ବର୍ଷର ଏକ ମେରୁଦଣ୍ଡ ବୋଲି କହିଥିଲେ ।

ଆଗାମୀ ୨୦୨୪ ନିର୍ବାଚନରେ କଂଗ୍ରେସ ବିଭିନ୍ନ ପ୍ରଦେଶ ସମେତ ଓଡ଼ିଶା ରାଜ୍ୟରେ ମଧ୍ୟ ଭଲ ପ୍ରଦର୍ଶନ କରିବ , ଏଥିରେ କୌଣସି ଦ୍ୱିମତ ନାହିଁ ବୋଲି ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ଦୃଢୋକ୍ତି ହୋଇ କହିଛନ୍ତି । ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା କଂଗ୍ରେସ କମିଟିର ଶ୍ରୀ ବସନ୍ତ ପଣ୍ଡା , ପୁରୁଖା ନେତାଶ୍ରୀଅଭିମନ୍ୟୁ ପଣ୍ଡା , ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର , ଆଦିବାସୀ ନେତା ଶ୍ରୀ ବେର୍ଣିକ ଗମାଙ୍ଗ , ଶ୍ରୀ ଗୋବିନ୍ଦ ଚନ୍ଦ୍ର ପାଢ଼ୀ , ଶ୍ରୀ ସଂଗ୍ରାମ ସାହୁ , ଶ୍ରୀ ଈଶ୍ୱର ଚନ୍ଦ୍ର ମାଝୀ , ଶେଖ୍ ପରବିନ ପ୍ରମୁଖଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version