• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନ୍ତ୍ରୀମଣ୍ଡଳ ଶପଥୋତ୍ସବ, ଚୂଡ଼ାନ୍ତ ପ୍ରକ୍ରିୟା ଆରମ୍ଭ : କେଉଁମାନେ ମନ୍ତ୍ରୀ ହେବେ…?

Proprietor Abhimanyu Maharana by Proprietor Abhimanyu Maharana
May 18, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ମନ୍ତ୍ରୀମଣ୍ଡଳ ଶପଥୋତ୍ସବ, ଚୂଡ଼ାନ୍ତ ପ୍ରକ୍ରିୟା ଆରମ୍ଭ : କେଉଁମାନେ ମନ୍ତ୍ରୀ ହେବେ…?
Share on FacebookShare on TwitterWhatsapp

୧. ଫେରୁଛନ୍ତି ମହାମହିମ ରାଜ୍ୟପାଳ , ରାଜଭବନ ଚଳଚଞ୍ଚଳ

୧୭ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :-  ପ୍ରତୀକ୍ଷାର ଅନ୍ତ ଘଟିଛି . ପ୍ରସ୍ତୁତି ଶେଷ ହୋଇଛି . ତାଲିକା ଚୂଡାନ୍ତ ହୋଇଛି . ତେଣୁ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ଖୁବଶୀଘ୍ର ହେବ .ସମ୍ଭବତ ଗୁରୁବାର ବା ଶୁକ୍ରବାର ନୂଆ ମନ୍ତ୍ରୀମାନେ ଶପଥ ନେବେ . ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ମୋହର ଲଗାଇଛନ୍ତି ଓ ହେଲେ ସରକାରୀ ଭାବେ କିଛି କୁହାଯାଇନାହିଁ . ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନାନୁସାରେ ସାପ୍ତାହ ଧରି ଛୁଟିରେ ଥିବା ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆସନ୍ତା ମେ ୨୨ରେ ଭୁବନେଶ୍ୱର ଫେରିବାର ଥିଲା . ହେଲେ ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ସେ ବୁଧବାର ସନ୍ଧ୍ୟା ୭ରେ ରାଜଭବନ ଫେରୁଛନ୍ତି . ଫେରିବା ପରେ ସେ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କାର‌୍ୟ୍ୟକ୍ରମରେ ଯୋଗଦାନ କରିବା ସହ ନୂଆ ମନ୍ତ୍ରୀଙ୍କୁ ଶପଥ ନେଇ ସ୍ଥିତି ପରଖିବେ . ତେବେ ମନ୍ତ୍ରୀମଣ୍ଡଳ ଶପଥ ଉତ୍ସବ ନେଇ ରାଜଭବନ ପକ୍ଷରୁ ଚୂଡାନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା କୁହାଯାଉଛି . ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଶେଷ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ଓ ତେଣୁ ୨୦୨୪ ନିର୍ବାଚନକୁ ନଜର ଦେଇ ବହୁତ ଭାବିଚିନ୍ତି ‘ଟିମ ନବୀନ’ ତାଲିକା ପ୍ରସ୍ତୁତ କରିଛନ୍ତି .୧. ଅଧିକାଂଶ ମନ୍ତ୍ରୀଙ୍କ ବିଭାଗ ପଦଳିବ .
୨. ନୂଆ ମନ୍ତ୍ରୀ ଭାବେ ତିନି ଜଣ ଶପଥ ନେବେ .
୩. ଦ୍ଵିତୀୟରେ ବାଚସ୍ପତି ଭାବେ ପୁଣି ପ୍ରଦୀପ କୁମାର ଅମାତ ଫେରିବାର ସମ୍ଭାବନା ରହିଛି .
୪. ବରିଷ୍ଠ ବିଧାୟକ ଦେବୀ ମିଶ୍ର, ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ ଓ ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ନାଁ ବି ଶୁଣାଯାଉଛି .

କେଉଁମାନେ ମନ୍ତ୍ରୀ ହେବେ ତାକୁ ନେଇ ଉଠିଛି ପ୍ରଶ୍ନ . ଚର୍ଚ୍ଚାନୁସାରେ ଲତିକା ପ୍ରଧାନ ମନ୍ତ୍ରୀ ହେବାର ସମ୍ଭାବନା ରହିଛି . ଖୁବଶୀଘ୍ର ସମ୍ଭାବ୍ୟ ତାଲିକା ଆମେ ଦେଉଛୁଟ୍ଟ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

ନୟାଗଡ଼ରେ ସାଇକ୍ଲୋଥନ ଓ ମାରାଥନ ରାଲି

May 14, 2026
ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

ନୟାଗଡ଼ ରୋଡ଼ ଉପରେ ପରିବା ଗୋଦାମ : ପ୍ରଶାସନ ଉଦାସିନତା ପାଇଁ ଟ୍ରାଫିକ ଜାମ୍

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

ଜଗନ୍ନାଥ ଧାମ ପୁରୀରେ ଉନ୍ନତ ଭେଣ୍ଟିଲେଟର ଓ Eco Machine ଅଭାବ – ରୋଗୀ ଜୀବନ ସଙ୍କଟରେ

May 14, 2026
ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

ଆନ୍ତର୍ଜାତୀୟ ସେବିକା ଦିବସ, ୨୦୨୬

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version