• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାର ଙ୍କ ଯାଗା ମିଶନ ମଧ୍ୟମରେ ଥଇଥାନ ହେବେ ଝୁପୁଡ଼ି ବାସିନ୍ଦା

Proprietor Abhimanyu Maharana by Proprietor Abhimanyu Maharana
May 18, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସରକାର ଙ୍କ ଯାଗା ମିଶନ ମଧ୍ୟମରେ ଥଇଥାନ ହେବେ ଝୁପୁଡ଼ି ବାସିନ୍ଦା
Share on FacebookShare on TwitterWhatsapp

୧୭ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଖୋର୍ଦ୍ଧା-ଜଟଣୀ  :- ଦୀର୍ଘ ବର୍ଷ ଧରି ଜଟଣୀ ଜଗନ୍ନାଥ ଜମି,ଖାସମଲ ଓ ରେଳବାଇ ଅଞ୍ଚଳରୁ ଉଛେଦ ଝୂପୁଡ଼ି ବାସିନ୍ଦାଙ୍କ ଦାବୀ କୁ ନେଇ ଅହରହ ଆନ୍ଦୋଳନ କରି ଆସୁଥିବା ଜଟଣୀ ନାଗରିକ କମିଟିକୁ ଆଜୀ ମୁଖ୍ୟ ଶାସନ ସଚିବଙ୍କ ଠାରୁ ଥଇଥାନ ଓ ସମାଧାନର ଆଶ୍ଵାସନା ମିଳିଥିବା ଜଣାଯାଇଛି । ଜଟଣୀ ନାଗରିକ କମିଟିର ଅନୁରୋଧ କ୍ରମେ କ୍ରମାଗତ ଭାବେ ଦୁଇ ଦୁଇ ଥର ରାଜ୍ୟ ସରକାରଙ୍କ ରାଜସ୍ୱ, ଓ ଆଇନ ବିଭାଗ ପକ୍ଷ୍ୟରୁ ଆଜି ମଙ୍ଗଳବାର ପୁନର୍ବାର ଫୋନ ଯୋଗେ ଜଟଣୀ ନାଗରିକ କମିଟିର ସଭାପତି କ୍ୟାପଟେନ ମନ୍ମଥ ରାଉତରାୟଙ୍କୁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା ମହୋଦୟଙ୍କ କାର୍ଯାଳୟରୁ ଜଟଣୀ ଜଗନ୍ନାଥ ଜମି, ଖାସମଲ ଜମି ଓ ରେଳବାଇ ଅଞ୍ଚଳରୁ ଉଛେଦ ହୋଇଥିବା ଝୁପୁଡି ବାସିନ୍ଦାଙ୍କ ଥଇଥାନ ଓ ସମାଧାନ ପାଇଁ ଯୋଗାଯୋଗ ହୋଇଥିଲା. ମାତ୍ର ମନ୍ମଥ ରାଉତରାୟ ଭାରତ ବାହାରେ ଥିବାରୁ ମାନ୍ୟବର ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଙ୍କ ନେତୃତ୍ୱରେ ଜଟଣୀ ନାଗରିକ କମିଟିର ଏକ ଟିମ ଦିବା ଏଗାର ଘଟିକା ସମୟରେ ମୁଖ୍ୟ ଶାସନ ସଚିବଙ୍କୁ ତାଙ୍କ ସଚିବାଳୟ ସ୍ଥିତ କାର୍ଯ୍ୟାଳୟରେ ଭେଟିଥିଲେ.ଜଟଣୀର ଅନେକ ସମସ୍ୟା ଉପରେ ବିଧାୟକ ଆଲୋଚନା କରିଥିଲେ ତନ୍ମଧ୍ୟରୁ ଏଖରାଜତ ମାହାଲ ସ୍ତିତିବାନ ସମ୍ପତ୍ତି,ଟାଉନ ଖସ୍ମାହଲ ଓ ଜଟଣୀ ଉଡ଼ନ୍ତା ପୋଲ ଓ ରେଳବାଇ ବସ୍ତି ବାସିନ୍ଦା ଙ୍କ ଥଇଥାନ ଉପରେ ଆଲୋକପାତ କରାଯାଇଥିଲା.ମୁଖ୍ୟ ସମସ୍ୟା ଏଖାରାଜତ ମାହାଲ ସ୍ତିତିବାନ ସମ୍ପତ୍ତି ଉପରେ ପାଖାପାଖି ଏକ ଘଣ୍ଟା ଧରି ରାଜସ୍ୱ ଓ ଆଇନ ବିଭାଗ ର ଅଧିକାରୀ ମାନଙ୍କ ସହିତ ପୁ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା.ଶହେ ଛପନ ମୌଜା ଭିତରୁ ଶହେ କୋଡିଏ ମୌଜା ଭୁଲ ବା ତୃଟି ସଂଶୋଧନ ହୋଇପାରିଲା କିନ୍ତୁ ଆଉ ଛତିଶ ଗୋଟି କିପରି ରହିଲା ଓ କାହିଁକି ରହିଲା ଓ ମାନ୍ୟବର ନା୍ୟାଳୟ ଙ୍କ ସମ୍ପୃକ୍ତି ଉପରେ ମଧ୍ୟ ଆଲୋଚନା ହୋଇଥିଲା. ଏଥି ସହିତ ରାଜସ୍ୱ ଓ ଆଇନ ବିଭାଗର ତୁରନ୍ତ ମତାମତ ଛତିଶ ଗୋଟି ମୌଜା ଉପରେ ଦେବା ପାଈଁ ଶ୍ରୀ ଜେନା ପରାମର୍ଶ ଦେଇଥିଲେ.ଦୀର୍ଘ ସମୟ ଆଲୋଚନା ଭିତରେ ମୁଖ୍ୟ ଶାସନ ସଚିବ ମହୋଦୟ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଫୋନ ଯୋଗେ ଯୋଗାଯୋଗ କରି ଜଟଣୀ ଟାଉନ ଖସମାହାଲ ଓ ରାଜ୍ୟ ସରକାରଙ୍କ ଜାଗା ମିଶନ ଜରିଆରେ ରେଳବାଇ ଝୁମ୍ପୁଡି ବସ୍ତି ବାସିନ୍ଦା ମାନଙ୍କ ଥଇଥାନ ପାଈଁ ପ୍ରସ୍ତାବ ଦେଇଥିଲେ. ଆଜିର ଏହି ଆଲୋଚନାରେ ଜଟଣୀ ନାଗରିକ କମିଟି, ଗାନ୍ଧୀ ଓ ଆମ୍ୱେଦକର ଏଖରାଜତ ସୁରକ୍ଷା କମିଟିର ସଦସ୍ୟ ହଟ କିଶୋର ପ୍ରଧାନ,ବୃନ୍ଦାବନ ସାହୁ, ଲୁସେନ ରାୟ, ସୁନୀଲ କୁମାର ରାଉତରାୟ,କୋଇଲି ସୁବୁଦ୍ଧି,ବିବେକାନନ୍ଦ ବଡ଼ଜେନା,ଓ ବିଧାୟକଙ୍କ ରାଜନୈତିକ ସଚିବ କଳିଙ୍ଗ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

June 17, 2026
ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

ଅବିଳମ୍ବେ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହାର କରି ଛାତ୍ରଛାତ୍ରୀମାନଙ୍କୁ ନୂତନ ପାଠ୍ୟପୁସ୍ତକ ପ୍ରଦାନ କର – ଏଆଇଡିଏସଓ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version