• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ଆପଣଙ୍କର ରାଶିଫଳ ୨୨ ଜୁନ୍ ସୋମବାର – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
June 22, 2020
in Uncategorized, ଓଡ଼ିଶା, ଦେଶ, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ ୨୨ ଜୁନ୍ ସୋମବାର – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୨ ଜୁନ୍ ସୋମବାର) ରାଶିଫଳ,ଭୁବନେଶ୍ୱର :– ମେଷ : ବ୍ୟବସାୟୀମାନଙ୍କ ପାଇଁ ଆଜିର ଦିନ ଲାଭଦାୟୀ ଅଟେ। ପରିବାରର ଆନନ୍ଦଦାୟୀ ବାତାବରଣ ମଧ୍ୟ ଆପଣଙ୍କ ମନକୁ ପ୍ରଫୁଲ୍ଲିତ ରଖିବାରେ ସହାୟତା କରିବ। ସ୍ଵାସ୍ଥ୍ୟରେ ବୃଦ୍ଧି ହେବ। ସହଯୋଗିମାନଙ୍କର ଭଲ ସହଯୋଗ ମିଳିବ। ସାମାଜିକ କ୍ଷେତ୍ରରେ ଯଶକୀର୍ତ୍ତି ମିଳିବ। ଶାରୀରିକ ଏବଂ ମାନସିକ ଆଳସ୍ୟ ଅନୁଭବ କରିପାରନ୍ତି। ଯଦି ସମ୍ଭବ ହୁଏ ତେବେ ଯାତ୍ରାକୁ ଟାଳି ଦିଅନ୍ତୁ। ଆପଣଙ୍କ ବ୍ୟବହାର କାହାକୁ କ୍ଷତି ନ ପହଁଚାଉ, ଏହାର ଧ୍ୟାନ ରଖିବେ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ମଧ୍ୟମ ଅଟେ। ମନର ଶାନ୍ତି ପାଇଁ ଆଧ୍ୟାତ୍ମ ହିଁ ଉତ୍ତମ ଉପାୟ ରହିବ।

ବୃଷ : ଆଜି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ବିଦ୍ୟାର୍ଥିମାନଙ୍କପାଇଁ ସମୟ କଠିନ ଅଟେ। ପେଟ ସମ୍ବନ୍ଧିତ ରୋଗରେ ମଧ୍ୟ ମନ ଚିନ୍ତିତ ହୋଇପାରେ, ପରନ୍ତୁ ମଧ୍ୟାହ୍ନ ପରେ ରୋଗରେ ଆପଣଙ୍କୁ ଆସ୍ୱସ୍ତି ଅନୁଭବ ହେବ। ମାନସିକ ରୂପରେ ମଧ୍ୟ ଆପଣଙ୍କୁ ଭଲ ଲାଗିବ। ଆଜି ପ୍ରତ୍ୟେକ କାର୍ଯ୍ୟ ଆତ୍ମବିଶ୍ଵାସ ଏବଂ ମନୋବଳରେ ସମ୍ପୂର୍ଣ୍ଣ କରିବେ ଏବଂ ସେଥିରେ ସଫଳତା ମଧ୍ୟ ମିଳିବ। ପିତାଙ୍କ ତରଫରୁ ଆପଣଙ୍କୁ କୌଣସି ଲାଭ ମିଳିବ। କଳାକାର ତଥା ଖେଳାଳିମାନଙ୍କୁ ନିଜର ପ୍ରତିଭା ପ୍ରଦର୍ଶନ କରିବାର ଉତ୍ତମ ସମୟଅଟେ। ସରକାରଙ୍କ ତରଫରୁ ଲାଭ ହେବ।

ମିଥୁନ : ଆଜି ଆପଣଙ୍କୁ ଫୂର୍ତ୍ତିର ଅଭାବ ରହିବ। ପାରିବାରିକ ସଦସ୍ୟମାନଙ୍କ ମଧ୍ୟରେ କଳହ ହେବାର ମଧ୍ୟ ଆଶଂକା ଅଛି। ସ୍ଥାବର ସଂପତ୍ତିର କାଗଜପତ୍ର ବିଷୟରେ ସାବଧାନ ରହିବେ। ଆକସ୍ମିକ ଧନ ଖର୍ଚ୍ଚର ଆଶଂକା ରହିବ। ନୂଆ ଯୋଜନା ଆରମ୍ଭ କରିବା ପାଇଁ ଆଜି ଅନୁକୂଳ ଦିନଅଟେ। ବ୍ୟବସାୟ କରୁଥିବା ଲୋକଙ୍କୁ ସରକାରଙ୍କ ତରଫରୁ ଲାଭ ମିଳିବ ଏବଂ ଚାକିରି ପେଶା ତଥା ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ପାଇବାର ଯୋଗ ଅଛି। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରି ପାରିବେ।

କର୍କଟ : କୌଣସି କାର୍ଯ୍ୟ ବିନା ବୁଝି ବିଚାରି କରନ୍ତୁ ନାହିଁ। ଆପଣଙ୍କୁ ସ୍ଵଜନମାନଙ୍କ ସହିତ ହୋଇଥିବା ସାକ୍ଷାତର ଆନନ୍ଦ ମିଳିବ। ତାଙ୍କଠାରୁ ପ୍ରେମପୂର୍ଣ୍ଣ ସମ୍ବନ୍ଧରେ ଆପଣଙ୍କ ଆନନ୍ଦରେ ବୃଦ୍ଧି ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ମନୋବଳ ବଢ଼ାନ୍ତୁ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ଆଜି ଆପଣ ଶାରୀରିକ ଏବଂ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ମନରେ ନକାରାତ୍ମକ ବିଚାର ସୃଷ୍ଚି ନ ହେଉ ଏହାର ଧ୍ୟାନ ଦିଅନ୍ତୁ। ଭୁଲ ବୁଝାବଣା କାରଣରୁ ମନମାଳିନ୍ୟ ହୋଇପାରେ। ଧନ ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ଭଲ ଭୋଜନ କରିବାର ଅବସର ମିଳିବ।

ସିଂହ : ଆଜି ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବାଯୋଗୁଁ ଚର୍ଚ୍ଚାରେ ଭାଗ ନେଇପାରନ୍ତି। ପରନ୍ତୁ ବାଦ-ବିବାଦ ଟାଳନ୍ତୁ। ପାରିବାରିକ ସଦସ୍ୟମାନଙ୍କ ସହିତ ଭଲ ସମୟ ବିତିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଭାଇମାନଙ୍କଠାରୁ ଲାଭ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ଆତ୍ମବିଶ୍ଵାସ ଏବଂ ନିର୍ଣ୍ଣୟ ଶକ୍ତିର କାରଣରୁ ଆଜି ଆପଣ କୌଣସି ମଧ୍ୟ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ପିତା ତଥା ଅଭିଭାବକଙ୍କର ସହଯୋଗ ପ୍ରାପ୍ତ ହେବ। ମନ ଆନନ୍ଦିତ ରହିବ। ଆଜି ଆପଣ ଅଧିକ ଭାବୁକ ରହିବେ। ମହିଳାମାନେ ସମ୍ଭାଳିକରି ବ୍ୟବହାର କରନ୍ତୁ।

କନ୍ୟା : ଆଜିର ଦିନ ଆପଣଙ୍କ ବାଣୀର ପ୍ରଭାବରେ ଆପଣଙ୍କୁ ଲାଭ ହେବ। ଏହା ଅନ୍ୟ ଲୋକମାନଙ୍କ ସହିତ ଆପଣଙ୍କ ସମ୍ବନ୍ଧରେ ପ୍ରେମର ମଧ୍ୟ ବୃଦ୍ଧି ହେବ। ପର୍ଯ୍ୟଟନ ଆପଣଙ୍କପାଇଁ ଆନନ୍ଦଦାୟୀ ରହିବ। ବ୍ୟବସାୟ କ୍ଷେତ୍ରରେ ମଧ୍ୟ ଆପଣଙ୍କୁ ଲାଭ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ଚାକିରି ପେଶାଲୋକମାନଙ୍କୁ ନିଜ ଅଧୀନସ୍ଥ କର୍ମଚାରିମାନଙ୍କଠାରୁ ସଂଭାଳିକରି ରହିବାକୁ ହେବ। ନକାରାତ୍ମକ ବିଚାର ମନରେ ଆଣିବାକୁ ପ୍ରଶୟ ଦିଅନ୍ତୁ ନାହିଁ।

ତୁଳା : କ୍ରୋଧକୁ ନିୟନ୍ତ୍ରଣରେ ରଖିକରି ସ୍ଵଭାବକୁ ମୃଦୁ ବନାଇ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବାଯୋଗୁଁ ବାତାବରଣକୁ ଶାନ୍ତ ରଖିବାରେ ଆପଣ ସଫଳ ହୋଇପାରନ୍ତି। ଖର୍ଚ୍ଚର ମାତ୍ରା ଅଧିକ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ବିଗିଡ଼ି ପାରେ। ଆର୍ଥିକ ରୂପରେ ଆପଣଙ୍କୁ ଲାଭ ହେବ। ଆପଣଙ୍କପାଇଁ ଆଜିର ଦିନ ଶୁଭଫଳଦାୟୀ ହେବ। ବିବିଧ କ୍ଷେତ୍ରରୁ ମିଳିବାକୁ ଥିବା ଲାଭରେ ଆପଣଙ୍କ ପ୍ରସନ୍ନତାରେ ବୃଦ୍ଧି ହେବ। ଆପଣଙ୍କ ଆୟରେ ବୃଦ୍ଧି ହେବ। ମିତ୍ରମାନଙ୍କ ପଛରେ ଖର୍ଚ୍ଚ ମଧ୍ୟ ହେବ ଏବଂ ତାଙ୍କଠାରୁ ଲାଭ ମଧ୍ୟ ପ୍ରାପ୍ତ ହେବ। ରୁଚିକର ଭୋଜନ ପ୍ରାପ୍ତ ହେବ।

ବିଚ୍ଛା : ଜୀବନସାଥୀ ପ୍ରାପ୍ତ ହେବାପାଇଁ ଆଜିର ଦିନ ଶୁଭ ଅଟେ। ଆୟ ଏବଂ ବ୍ୟାପାରରେ ମଧ୍ୟ ବୃଦ୍ଧିର ଯୋଗ ଅଛି। ମିତ୍ରମାନଙ୍କ ସହିତ ଯାତ୍ରା କରିବାକୁ ଯାଇପାରନ୍ତି, ଯେଉଁଠାରେ ଆପଣଙ୍କ ସମୟ ଅଧିକ ଆନନ୍ଦ ପୂର୍ବକ ବିତିବ। ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ଉଗ୍ରତା ନ ହେଉ, ଏହାର ଧ୍ୟାନ ରଖିବେ। ଆଜିର ଦିନ ଆପଣଙ୍କପାଇଁ ଶୁଭ ଫଳଦାୟୀ ହେବ। ବ୍ୟବସାୟ ଉପରେ ବାତାବରଣ ଅନୁକୂଳ ହେବ। ଉଚ୍ଚ ଅଧିକାରୀଗଣ ପ୍ରସନ୍ନ ରହିବେ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଚାକିରିରେ ପ୍ରମୋଶନ ମିଳିବ। ଗୃହସ୍ଥଜୀବନରେ ଆନନ୍ଦର ବାତାବରଣ ରହିବ।

ଧନୁ : ଆଜି ଆପଣଙ୍କ କାର୍ଯ୍ୟର ଯୋଜନା ଭଲ ଭାବରେ ସଂପନ୍ନ ହେବ। ବ୍ୟବସାୟ ରୂପରେ ମଧ୍ୟ ସଫଳତା ପ୍ରାପ୍ତ ହେବ। କାର୍ଯ୍ୟାଳୟରେ ବାତାବରଣ ଅନୁକୂଳ ରହିବ। ପରିବାରରେ ମଧ୍ୟ ଆନନ୍ଦ-ଉଲ୍ଲାସ ରହିବ। ମିତ୍ରମାନଙ୍କ ସହିତ ହୋଇଥିବା ସାକ୍ଷାତଯୋଗୁଁ ମନ ପ୍ରଫୁଲ୍ଲିତ ରହିବ। ଆଜି ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟମ ଧରଣର ରହିବ। ଶାରୀରିକ ରୂପରେ ଆଲସ୍ୟ ଅନୁଭବ କରିପାରନ୍ତି। ମନରେ ବ୍ୟଗ୍ରତା ରହିପାରେ। ବ୍ୟବସାୟ ରୂପରେ ବାଧା ଉପସ୍ଥିତ ହୋଇପାରେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ବିରୋଧିମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ।

ମକର : ଆଜି ବିଦେଶ ଯିବାର ଇଚ୍ଛୁକ ଲୋକମାନଙ୍କ ପାଇଁ ସମ୍ଭାବନା ବଢ଼ିପାରେ। ପରିଜନମାନଙ୍କ ଆନନ୍ଦ-ଉଲ୍ଲାସର ବାତାବରଣ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରମୋଶନ ହେବ। ଉଚ୍ଚ ଅଧିକାରୀମାନଙ୍କୁ ମଧ୍ୟ ଆପଣଙ୍କ କାର୍ଯ୍ୟରେ ପ୍ରସନ୍ନତା ହେବ। ଧନ ସହିତ ମାନ-ସମ୍ମାନରେ ମଧ୍ୟ ବୃଦ୍ଧି ହେବ। ଆଜି ଆପଣଙ୍କପାଇଁ ଆକସ୍ମିକ ଧନ ଖର୍ଚ୍ଚର ଯୋଗ ଅଛି। ନକାରାତ୍ମକ ଭାବନାକୁ ସକାରାତ୍ମକତାରେ ଦୂର କରନ୍ତୁ। ବ୍ୟବସାୟ ସ୍ଥଳ ଉପରେ ଅନୁକୂଳତା ରହିବ। ଭାଗିଦାରୀ ସହିତ ମତଭେଦ ନ ହେଉ, ଏହାର ଧ୍ୟାନ ରଖିବେ। ସରକାରୀ କ୍ଷେତ୍ରରେ ଯୋଗ୍ୟତାର ଲାଭ ନେଇ ପାରିବେ।

କୁମ୍ଭ : ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଭଲ ରଖିବା ପାଇଁ ଖାଇବା ପିଇବାରେ ଧ୍ୟାନ ରଖିବେ। ଯଦି ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖିବେ ଆପଣ କାହା ସହିତ ଉଗ୍ର ଚର୍ଚ୍ଚା ମନମାଳିନ୍ୟକୁ ଟାଳିବାରେ ସଫଳ ହୋ ପାରିବେ। ମଧ୍ୟାହ୍ନ ପରେ ଆପଣଙ୍କ ପ୍ରସନ୍ନତାରେ ବୃଦ୍ଧି ହେବ। ପ୍ରତ୍ୟେକ କାର୍ଯ୍ୟ ମନୋବଳ ଏବଂ ଆତ୍ମବିଶ୍ଵାସରେ କରିବେ। ଭାଗିଦାରୀରେ ଲାଭ ହେବ। ବାହନସୁଖ ପ୍ରାପ୍ତ ହେବ। ସାଙ୍ଗମାନଙ୍କ ସହିତ ବୁଲିବାକୁ ଯିବେ। ପ୍ରବଳ ଧନ ଲାଭର ଯୋଗ ଅଛି। ବ୍ୟାପାରରେ ବୃଦ୍ଧି ହେବ।

ମୀନ : ଆଜିର ଦିନ ଶୁଭଫଳଦାୟୀ ଅଟେ। ମନୋବଳ ଏବଂ ଆତ୍ମବିଶ୍ଵାସ ଅଧିକ ରହିବ। ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ପରିବାରର ବାତାବରଣ ମଧ୍ୟ ଶାନ୍ତିପ୍ରଦ ରହିବ। ବାଣୀ ଓ ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ। ବ୍ୟବସାୟ ସ୍ଥଳରେ ସାଥିରେ କାମ କରୁଥିବା ଲୋକଙ୍କର ବ୍ୟବହାର ଆଜି ଭଲ ରହିବ। ବ୍ୟାପାରରେ ଭାଗିଦାରୀରେ ଆପଣଙ୍କୁ ଲାଭ ହେବ। କୌଣସି ମନୋରଞ୍ଜନ ସ୍ଥଳକୁ ସ୍ନେହୀଜନମାନଙ୍କ ସହିତ ଯାତ୍ରା କରିବେ, ମନ ପ୍ରଫୁଲ୍ଲିତ ହୋଇଯିବ। ପରନ୍ତୁ ମଧ୍ୟାହ୍ନ ପରେ ପରିସ୍ଥିତିରେ ପରିବର୍ତ୍ତନ ଅନୁଭବ କରିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ ଜିଲାର ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମସ୍ୟା ଦୂରୀକରଣ ନେଇ ନୟାଗଡ଼ ଜିଲ୍ଲାପାଳଙ୍କୁ ପତ୍ର

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version