ଅନ୍ୟ ମାନଙ୍କ ମଧ୍ୟରେ ଚେସ ଆସୋସିଏସନ ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, କେସି କ୍ଲବ ସମ୍ପାଦକ ସଂଗ୍ରାମ ଗୁମାନସିଂ ପ୍ରମୁଖ ଉପସ୍ଥିତ ଥିଲେ । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୪୨ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ ।
ସ୍ୱିସ ଲିଗରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ସନ୍ତୋଷ ମହାପାତ୍ର ପରିଚାଳନା କରିଥିବା ବେଳେ ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ କୋଷାଧ୍ୟକ୍ଷ ତରୁଣ ଖାଁ,ସଦସ୍ୟ ସ୍ବଦେଶ ରଥ, ଲକ୍ଷ୍ମୀଧର ସାହୁ, ରିତେଶ ରଥ, ବାଲାରସେନ ପାତ୍ର ପ୍ରମୁଖ ସହଯୋଗ କରିଥିଲେ ।

© 2023 Odisha Taza News.